-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

‘ବନ୍ଦେ ଉତ୍କଳ ଜନନୀ’କୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରିବାର ରାଜ୍ୟସରକାରଙ୍କ ନିଷ୍ପତ୍ତିକୁ ବିରୋଧ କୋସଲ ରାଜ୍ୟ ସମନ୍ୱୟ ସମିତି ପକ୍ଷରୁ ମଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁୁ ସ୍ମାରକପତ୍ର ପ୍ରଦାନ

04-Dec-2020



 ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ନିକଟରେ ରାଜ୍ୟ ସରକାର ବନ୍ଦେ ଉତ୍କଳ ଜନନୀ ସଙ୍ଗୀତକୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରିବା ସହ ଏହାକୁ ଜାତୀୟ ସଙ୍ଗୀତର ମାନ୍ୟତା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସରକାରଙ୍କ ଏପରି ଏକଚାଟିଆ ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ୱୟ ସମିତ, ବଲାଙ୍ଗୀର ଶାଖା ପକ୍ଷରୁ ତୀବ୍ର ବିରୋଧ କରାଯାଇଛି । ଆଜି ସମନ୍ୱୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଓଡ଼ିଶା ରାଜ୍ୟ  ୧୯୩୬ ଓ ୧୯୪୮ ମସିହାରେ ଦୁଇଟି ପର୍ଯ୍ୟାୟରେ ଓଡ଼ିଶା ଗଠନ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲା ର ମିଶ୍ରଣରେ ଓଡ଼ିଶା ଗଠନ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଗଡଜାତ ଅଞ୍ଚଳର କେତେକ ଜିଲ୍ଲାକୁ ନେଇ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । କାନ୍ତକବି ଲକ୍ଷ୍ମିକାନ୍ତ ମହାପାତ୍ରଙ୍କ ଦ୍ୱାରା ରଚିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ତତ୍କାଳୀନ ଉତ୍କଳ ସମ୍ମିଳନୀର ଆନ୍ଦୋଳନକାରୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ରଚନା କରାଯାଇଥିଲା । କେବଳ ପୁରୀ, କଟକ ଓ ବାଲେଶ୍ୱରକୁ ନେଇ ରଚିତ ବନ୍ଦେ ଉତ୍କଳ ଜନନୀ କୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରିବା ମାନବିକ ଅଧିକାରର ଉଲ୍ଲଙ୍ଘନ ଅଟେ ।  ତେଣୁ ଏହି ସଙ୍ଗୀତକୁ କୋସଳାଞ୍ଚଲର ୨କୋଟି ଜନତା ସଂପୂର୍ଣ୍ଣ ବିରୋଧ କରୁଛି ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତି କହିଛି । ଆଜି ରାଜ୍ୟ ସରକାରଙ୍କ ଏପରି ଏକପାଖିଆ ନିଷ୍ପତ୍ତିିକୁ ଦୃଢ଼ ବିରୋଧ କରି କୋସଲ ରାଜ୍ୟ ସମନ୍ୱୟ ସମିତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା । କୋସଲ ରାଜ୍ୟ ସମନ୍ନୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ରଙ୍କ ନେତୃତ୍ୱରେ ସମିତି ର କର୍ମକର୍ତ୍ତା ଓ ସଭ୍ୟ ମାନେ ଯୋଗ ଦେଇ ସରକାର ନିକର ଏପରି ନିଷ୍ପତ୍ତିକୁ  ପ୍ରତ୍ୟାହାର ନକଲେ ଆଗକୁ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି । ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ଭାରତୀୟ ସମ୍ବିଧାନରେ ରାଜ୍ୟ ସଙ୍ଗୀତର କୌଣସି ପ୍ରାବଧାନ ନଥିବା ବେଳେ ରାଜ୍ୟ ସରକାର ଅଗଣତାନ୍ତ୍ରିକ ଭାବରେ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି । ଏହି କ୍ରମରେ ସମନ୍ୱୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ କୋସଲ ରାଜ୍ୟ ସମ୍ନୟ ସମିତିର ଉପସଭାପତି ମନୋରଞ୍ଜନ ସାହୁ, ବିକ୍ରମ ବହିଦାର, ଶ୍ରମିକ ନେତା ରବିଶଙ୍କର ମିଶ୍ର, ବିଭୁଦତ୍ତ ମିଶ୍ର, ଗୋପଭୂଷଣ ନାଥ, କର୍ମଚାରୀ ନେତା ମନୋରଞ୍ଜନ ମିଶ୍ର, ଗୋବର୍ଦ୍ଧନ ପାଣ୍ଡିଆ, ନାରୀ ନେତ୍ରୀ ନିରୂପମା ଉଦ୍‌ଗାତା, ବିନୋଦ କାଲସାଏ ପ୍ରମୁଖ ସଭ୍ୟ ମାନେ ଯୋଗ ଦେଇ ତୁରନ୍ତ ରାଜ୍ୟ ସରକାର ଏପରି ନିଷ୍ପତ୍ତିକୁ ପ୍ରତ୍ୟାହାର କରନ୍ତୁ ନଚେତ କୋସଲାଞ୍ଚଳରେ ଆନ୍ଦୋଳନ ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି । 


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like