-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଚୁଡ଼ାପାଲି ସରକାରୀ ଉଚ୍ଚ ବିଦ୍ୟାଳୟରେ ନବନିର୍ମିତ ନୂତନ ଶ୍ରେଣୀ ଗୃହ ଓ ଛାତ୍ରଛାତ୍ରୀ ନିବାସ ଲୋକାର୍ପିତ

05-Jan-2023



ବଲାଙ୍ଗିର (ପ୍ରେରଣା ଖବର) ମାନ୍ୟବର ସଦର ବିଧାୟକ ନରସିଂହ ମିଶ୍ର ଆଜି ସଦର ବ୍ଲକ ଅନ୍ତର୍ଗତ ଚୁଡ଼ାପାଲି ଗସ୍ତ କରି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚୁଡାପାଲି ପରିସରରେ ପ୍ରାୟ,୬କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ନୂତନ ଶ୍ରେଣୀ ଗୃହ, ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ୧୨୦ ଶଯ୍ୟା ବିଶିଷ୍ଟ ଦୁଇଟି ଛାତ୍ର ଓ ଛାତ୍ରୀ ନିବାସ ତଥା ଷ୍ଟାଫ ମାନଙ୍କ ପାଇଁ ନିର୍ମିତ

କ୍ୱାର୍ଟରକୁ ଉଦଘାଟନ କଲେ । ଶିକ୍ଷାର ବିକାଶ ହେଲେ ସମାଜ ସମ୍ପନ୍ନ ହୋଇ କହି ସ୍କୁଲ ହତା ଭିତରେ ଥିବା ଅନାବନା ଘାସ ବୁଦା, ଗଛ କାଟି ସ୍କୁଲ ପରିବେଶକୁ ସ୍ୱଚ୍ଛ ରଖିବାକୁ ସ୍କୁଲ କାର୍ଯ୍ୟକର୍ତ୍ତାକୁ ନିର୍ଦ୍ଦେଶ ଦେଇଥିଲେ । ପିଇବା ପାଣିର ସମସ୍ୟା ଯେମିତି ନ ରହୁ ସେଥିପାଇଁ ଧ୍ୟାନ ଦେବାକୁ କହିଲେ । କାମ ନିମ୍ନ ମାନର ହୋଇଥିବା ଦେଖି ଉପସ୍ଥିତ ଅଧିକାରୀ କୁ ତାଗିଦ୍ କରିଥିଲେ । ଶେଷରେ ବିଦ୍ୟାଳୟ ପରିସରରେ ଏ ଅଞ୍ଚଳର ବିଶିଷ୍ଟ 

ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ଯୋଗେଶ୍ୱର କୁମୁରାଙ୍କ ପୁର୍ନବାୟାବ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ ଶ୍ରୀଯୁକ୍ତ ମିଶ୍ର । ଆଜିର ଅନୁଷ୍ଠିତ ଏହି ଉତ୍ସବରେ ଲୋକନାଥ କୁମୁରା, ଘାସି ବେହେରା, ଶରତ ନନ୍ଦଙ୍କ ସହ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ବିଦ୍ୟାଳୟର ଛାତ୍ରଛାତ୍ରୀ, ଅନ୍ତେବାସୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଂଚଳର ଜନସାଧାରଣ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like