-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ l

05-Jan-2023



ବୌଦ୍ଧ (ହୃଦାନନ୍ଦ ମେହେର)- ବୌଦ୍ଧ ସଦର ବ୍ଲକ ଅନ୍ତର୍ଗତ ବଲାସିଙ୍ଗା ଖେଳପଡିଆ ରେ ବାପୁଜୀ ଯୁବକ ସଂଘ ଓ ନେହେରୁ ଯୁବକେନ୍ଦ୍ର, ବୌଦ୍ଧ ର ଆନୁକୂଲ୍ୟରେ ଜ଼ିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ମହିମା ବିକାଶ ପରିଷଦ ବଲାସିଙ୍ଗା ର ସଭାପତି ବିଭୁତି ଭୂଷଣ ପ୍ରଧାନ ଙ୍କ ସଭାପତିତ୍ୱ ରେ ଆୟୋଜିତ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ଜ଼ିଲ୍ଲା ପରିଷଦ ସଭ୍ୟା, ଜୋନ -6 ର ପ୍ରତିନିଧି ବରିଷ୍ଠ ଅଧିବକ୍ତା ଶ୍ରୀ ଅଶୋକ କୁମାର ସାହୁ ଯୋଗ ଦେଇ ବଲାସିଙ୍ଗା ଖେଳ ପଡିଆ ର ଉନ୍ନତି ପାଇଁ ମାନ୍ୟବର ପଞ୍ଚାୟତରାଜ ମନ୍ତ୍ରୀ ଓ ଜ଼ିଲ୍ଲା ପ୍ରଶାସନ ସହଯୋଗ ରେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମତ ପ୍ରକାଶ କରିଥିଲେ l ମୁଖ୍ୟ ବକ୍ତା ରୂପେ ଶିକ୍ଷାବିତ ତଥା ଗନ୍ଧରାଢ଼ୀ ଲୋକ କଳା ମହୋତ୍ସବ କମିଟି ର ସମ୍ପାଦକ ଶମ୍ଭୁ ଗିରି ଯୋଗ ଦେଇ ମହିମା ଧର୍ମ ର ଆଦି ପୀଠ ବଲାସିଙ୍ଗା ଗ୍ରାମକୁ ଆସି ନିଜକୁ ଧନ୍ୟ ମନେ କରିବା ସହ ବାପୁଜୀ ଯୁବକ ସଂଘ ର ଖେଳ ପରିଚାଳନା ଦକ୍ଷତା କୁ ଭୂୟସି ପ୍ରଶଂସା କରିଥିଲେ l ସମ୍ମାନିତ ଅଥିତି ରୂପେ ଜ଼ିଲ୍ଲା କ୍ରୀଡା ଅଧିକାରୀ ପବିତ୍ର ମୋହନ ରାଉତ, IRB Commandant ବେଲାରସେନ ମେହେର, ସୁବେଦାର ସୂର୍ଯ୍ୟମଣି ମିଶ୍ର, ବଢିଗାଁ ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ ପାଢି ଏବଂ ଜ଼ିଲ୍ଲା କ୍ରିକେଟ ଆସୋସିଏସନ ର ପୂର୍ବତନ ସମ୍ପାଦକ ମାନସ ସେଠି ପ୍ରମୁଖ ଯୋଗ ଦେଇଥିଲେ l ଫାଇନାଲ ଖେଳ ବାପୁଜୀ ୟୁଥ କ୍ଳବ ବଲାସିଙ୍ଗା ଓ ଖମ୍ବେଶ୍ବରୀ ୟୁଥ କ୍ଳବ ଗିରାସିଙ୍ଗା ମଧ୍ୟରେ ହୋଇଥିଲା l ଏଥିରେ ପେନାଲଟି ରେ ଗିରାସିଙ୍ଗା ଦଳ 4-1 ରେ ବିଜୟୀ ହୋଇ ମୁଖ୍ୟ ଅତିଥି ଠାରୁ ଟ୍ରଫି ଗ୍ରହଣ କରିଥିଲେ l   ଏକ ସପ୍ତାହ ବ୍ୟାପି ଆୟୋଜିତ ପ୍ରତିଯୋଗିତା ରେ ଭଲିବଲ ମ୍ୟାଚ ରେ ତେଲିବନ୍ଧ ଦଳ ବୁଟୁପାଲି ଦଳ କୁ 2-1 ରେ ପରାସ୍ତ କରି ବିଜୟ ହୋଇଥିଲା l ରେଫରୀ ଭାବେ ଶ୍ରବଣ ବେହେରା, ତାପସ ଭୁକ୍ତା, ସୂର୍ଯ୍ୟ ବେହେରା, ହରିହର ପ୍ରଧାନ ଓ ସରୋଜ କାଲୋ ଖେଳ ପରିଚାଳନା କରିଥିଲେ l ବାପୁଜୀ କ୍ଳବ ସଭାପତି ରାଜେଶ ସାହୁ, ସମ୍ପାଦକ ନିଖିଳ ପ୍ରଧାନ, କ୍ୟାପଟେନ ଭଜନ ଧଳ ଓ ଅନ୍ୟାନ୍ୟ ସଭ୍ୟ ଚମ୍ପେଶ୍ୱର ମହାକୁଡ଼, ସାଂଗ୍ରାମ ସାହୁ, ସାଂଗ୍ରାମ ପୋଢ଼, ବିଶ୍ୱଜିତ ପ୍ରଧାନ, ଆକାଶ ମହାକୁଡ଼, ସାଗର ଆଦର, ରିକୁନ ସାହୁ, ଜିତୁ ମହାକୁଡ଼, ଲୋକେଶ ମହାକୁଡ଼, ରାକେଶ ଓ ଜଗା ପ୍ରଧାନ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like