-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ରେ ବ୍ଲକ ସ୍ତରୀୟ ଲୋକ ଉତ୍ସବ ଉଦଘାଟିତ, ନାଚଗୀତ ରେ ଝୁମିଲେ ଦର୍ଶକ

05-Jan-2023



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ସ୍ଥାନୀୟ ହାଇସ୍କୁଲ ମିନି ଷ୍ଟାଡିୟମ ଠାରେ ବ୍ଲକ ସ୍ତରୀୟ ଲୋକ ଉତ୍ସବ ଗୁରୁବାର ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ହରିଶଙ୍କର ମନ୍ଦିର ଠାରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ମଶାଲ ଶୋଭାଯାତ୍ରା ରେ ବ୍ଲକ୍ ପ୍ରଶାସନ ଓ ସ୍ବେଚ୍ଛାସେବୀ ମାନେ ସାମିଲ ହୋଇଥିଲେ। ମଶାଲ ଯାତ୍ରୀ ଦଳ ଙ୍କୁ ଥାନା ଛକ ରେ

ଭବ୍ୟ ସ୍ଵାଗତ କରାଯିବା ସହ ଇଷ୍ଟ ଦେବୀ ମା ଡୁମରତଲେନ ଙ୍କ ଠାରେ ପୂଜା ଅର୍ଚ୍ଚନା କରି  ଲୋକ ବାଦ୍ୟ ର ତାଳେ ତାଲେ ଅତିଥି ଙ୍କ ସହ କଳାକାର ମାନେ ଏକ ସାଂସ୍କୃତିକ ଶୋଭାଯାତ୍ରା ରେ ମିନି ଷ୍ଟାଡିୟମ ଠାରେ ପହଞ୍ଚି ଥିଲେ। ଏହି ଅବସରରେ ଆୟୋଜିତ ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଲୋକ ସଭା ସାଂସଦ ସଙ୍ଗିତ କୁମାରୀ ସିଂଦେଓ , ମୁଖ୍ୟ ବକ୍ତା ରୂପେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି,  ସମ୍ମାନିତ ଅତିଥି ରୂପେ ଜିଲ୍ଲା ପାରିଷଦ ଉପାଧ୍ୟକ୍ଷା  ମିଥିଳା ମାଝୀ , ଜିଲ୍ଲା ପରିଷଦ ସଦସ୍ୟା  ସଂଯୁକ୍ତା ମେହେର, ପ୍ରମିଳା ପାଥର ପ୍ରମୁଖ ଯୋଗଦେଇ ପଶ୍ଚିମ ଓଡ଼ିଶା ର ଲୋକ ସଂସ୍କୃତି ଏବଂ ଲୋକ କଳା ଉପରେ ଆଲୋକ ପାତ କରିବା ସହ

ଲୋକ ଉତ୍ସବ ର ସମ୍ପର୍କରେ  କହିଥିଲେ। ଉଦଘାଟନୀ ଆରମ୍ଭ ରୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମୀରଂଜନ ରାଉତ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଉଦଘାଟନୀ ଉତ୍ସବ କୁ  ଇଂରାଜୀ ଅଧ୍ୟାପକ ବଳଭଦ୍ର ଦାସ ପରିଚାଳନା କରିଥିବା ବେଳେ ବ୍ଲକ ଉପାଧ୍ୟକ୍ଷ ସୁଖୀରାମ ସାଣ୍ଡ ଧନ୍ୟବାଦ୍ ଅର୍ପଣ କରିଥିଲେ । ଉଦଘାଟନୀ ପରେ ପ୍ରତି ଯୋଗୀଙ୍କ ଦ୍ଵାରା ବିଭିନ୍ନ ଲୋକ ନୃତ୍ୟ , ଲୋକ ବାଦ୍ୟ , ଲୋକ ସଙ୍ଗୀତ  ପରିବେଷିତ ହୋଇଥିଲା। କରମା , କଳଙ୍ଗା ଦଣ୍ଡା ନାଚ, ଆଦିବାସୀ ଦଣ୍ଡା,ଦଣ୍ଡ ନୃତ୍ୟ , ଖଞ୍ଜଣି ବାଦ୍ୟ , ସଂଚାର , ଦାସ କାଠିଆ , ଘୁଡକା , ହାଲିଆ ଗୀତ, ସମ୍ବଲପୁରୀ ନୃତ୍ୟ  ପରିବେଷିତ ହୋଇଥିଲା। କଲାକାରଙ୍କ ନାଚ ଗୀତ ରେ ଦର୍ଶକ ଝୁମିଥିଲେ । ସଂସ୍କୁତିକ ମଞ୍ଚକୁ ସୁଶୀଲ ପୋଡ଼ ଓ ମୁଗ୍ଧା ଦାଶ ପରିଚାଳନା କରିଥିବା ବେଳେ ବିଚାରକ ରୂପେ  ଉପଖଣ୍ଡ ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ,ହରିବୋଲ ପୋଡ଼, ମନୋଜ ବାଗ, ହରେକୃଷ୍ଣ ବାରିକ  ପ୍ରମୁଖ ଯୋଗଦେଇଥିଲେ। ଖବର ଲେଖା ହେବା ବେଳ ଯାଏ ପ୍ରତିଯୋଗିତା ଚାଲିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like