-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ।

06-Jan-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ପକ୍ଷରୁ ୟୁପି ସ୍କୁଲ ପରିସରରେ ସରପଞ୍ଚ ସ୍ୱର୍ଣ୍ଣ ଲତା ସାହୁ ଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇ ଥିଲା। ଆୟୋଜିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ କୁନି ସାହୁ  , ମୁଖ୍ୟ ବକ୍ତା ଭାବେ ସାମ୍ବାଦିକ ପ୍ରଦୀପ କୁମାର ସାହୁ,ସମ୍ମାନିତ ଅତିଥି ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,ଖ‘ଯୋନ ଜିଲ୍ଲାପରିଷଦ ସଭ୍ୟ ସୁରେଶଚୌଧୁରୀ, ନାଏବ ସରପଞ୍ଚ ରାଧେଶ୍ୟାମ ବାଗ,ବିଧାୟକ ପ୍ରତିନିଧି ଦିନ ବନ୍ଧୁ ସାହୁ,ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଟିକେରାମ ଛତ୍ରୀଆ  ପ୍ରମୁଖ ଯୋଗ ଦେଇ କଳାହାଣ୍ଡିର କଳା ସଂସ୍କୃତି ଓ ପରମ୍ପରା କୁ ଲୋକ ଲୋଚନ କୁ ଆଣିବାର ପ୍ରୟାସ  ହେଉଛି କଳାହାଣ୍ଡି ଉତ୍ସବ ଏଣୁ ଏ ଭଳି ମହାନ ଉତ୍ସବ ଟି ରେ ଜନସାଧାରଣ ଙ୍କ ଭୂମିକା  ଅତି ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ଏହି ଅବସରରେ  ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋବର୍ଦ୍ଧନ ଭୋଇ, ଚତୁର୍ଭୁଜ ବିଭାର ଙ୍କୁ ସମ୍ମାନିତ କରିବା ସହ ମାନ ପତ୍ର ପ୍ରଦାନ କରାଯାଇଥିଲା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀ ଛାତ୍ର ଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ରେ  ଶିକ୍ଷକ ସଞ୍ଜୟ ସେନାପତି ଓ ରିଟନ ନାଗ,ବୁଧେଶ୍ଵର ନାଗ ମଞ୍ଚ ପରିଚାଳନା ରେ ସହଯୋଗ କରିଥିବା ବେଳେ ଗ୍ରାମ ରୋଜଗାର ସେବକ ଶିବ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଯୋଗାଣ ସହାୟକ ରାମଜି ସାହୁ,କିଶୋର ବାଗ,ବିଜେମଲ ସାହୁ ଙ୍କ ସମେତ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ,ଓଡିଶା ଜୀବନ ଜୀବିକା ମିଶନ ର ଏମବିକେ, ସିଆରପି,ୱାର୍ଡ ମେମ୍ବର,ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like