-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଜଙ୍ଗଲ ଭିତରେ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରକୃତି ଶିକ୍ଷା 

07-Jan-2023



ବଲାଙ୍ଗିର,- ବିଦ୍ୟାଳୟ ବାହାରକୁ ଯାଇ ସବୁଜ ବନାନୀରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପ୍ରକୃତି ଜନିତ ଶିକ୍ଷା କାର‌୍ୟ୍ୟକ୍ରମ ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ବିଦ୍ୟାଳୟର ଅମରାବତୀ ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ତରଫରୁ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚାଣ୍ଡାଲ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପ୍ରକୃତି ବନ୍ଧୁ ଶିକ୍ଷକ ତଥା ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶଙ୍କର ସଂଯୋଜିତ କାର‌୍ୟ୍ୟକ୍ରମରେ ଅତିଥି ଭାବରେ ବିଜାପଦର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବ୍ରଜମୋହନ ମାଝୀ, ସାନ୍ତଉପେ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଆଦିତ୍ୟ ରଣା ଯୋଗଦାନ କରିଥିଲେ । “ବୃକ୍ଷ ବନ୍ଧୁ” କାର‌୍ୟ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ହୋଇଥିବା କାର‌୍ୟ୍ୟକ୍ରମରେ ବୃକ୍ଷ ସଦାସର୍ବଦା ମନୁଷ୍ୟକୁ ଦେଇଥାଏ, ତାହାର କ୍ଷତି ନ କରିବା ପାଇଁ ଅତିଥି ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଶ୍ୱନାଥ ମେହେର, ଲିଙ୍ଗରାଜ ନନ୍ଦ, ଦିପକସେନ ଧରୁଆ,

ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ସମ୍ମତ ବୃକ୍ଷର ଉପକାରିତା ବିଷୟରେ ବୁଝାଇଥିଲେ । ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ବୃକ୍ଷକୁ ଜୀବନ୍ତ ମାନବ ବୋଲି ମତ ରଖିଥିଲେ । ମୀରା ପଧାନ, ମୋନିକା ଭୋଇ, ମୁନି ମଣ୍ଡଳ, ନନ୍ଦିତା ସାହୁ, ନରେଶ ଜାନି, ନିବେଦିତା ପଧାନ, ଓମକାର ବାଗ, ପାୟଲ ଭୋଇ, ପୁର୍ଣ୍ଣିମା ବକୁଲ, ରଶ୍ମିତା ଛତ୍ରିଆ, ରୁପେଶ ରଣା, ସଙ୍ଗୀତା ମାଝୀ, ସାନିଆ ବାରିକ, ଶିଳ୍ପୀ ରଣା, ଶ୍ରୀତମ ଭୋଇ, ସୁନିଲ ରଣା, ତୋଫାନ ରଣା, ତ୍ରିବେଣୀ ଜାନି ପ୍ରମୁଖ ଛାତ୍ରିଛାତ୍ରୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । କାର‌୍ୟ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷୟତ୍ରୀ ରେଣୁକା ସାହୁ ପରିଚାଳନା କରିଥିବା ବେଳେ ସମିର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ । କାର‌୍ୟ୍ୟକ୍ରମରେ ଶିକ୍ଷୟତ୍ରୀ ଦ୍ରୋପଦୀ ଭୋଇ, କାନ୍ତୀ ଭୋଇ, ଯଶୋବନ୍ତୀ ସୁନା, ସମାଜସେବୀ ମାନସ ବକୁଲ, କପିଳ ଭୋଇ, ଗଣନାଥ ବାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like