-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ରାଜନୀତି

ତୃତୀୟ ପର୍ଯ୍ୟାୟ ଡିଡିସି ନିର୍ବାଚନ ପାଇଁ ଚାଲିଛି ମତଦାନ​‌ (ଜମ୍ମୁ-କାଶ୍ମୀର)

04-Dec-2020



(ପ୍ରେରଣା ଖବର) ଶ୍ରୀନଗର : କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରରେ ଶୁକ୍ରବାର ତୃତୀୟ ପର୍ଯ୍ୟାୟ ଜିଲ୍ଲା ବିକାଶ ପରିଷଦ(ଡିଡିସି) ନିର୍ବାଚନ ଏବଂ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର କେ.କେ. ଶର୍ମା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶାନ୍ତିଶୃଙ୍ଖଳାର ସହ ମତଦାନପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି।ଏହି ପର୍ଯ୍ୟାୟରେ ୩୩ଟି ଡିଡିସି ମଣ୍ଡଳୀ ପାଇଁ ପର୍ଯ୍ୟାୟରେ ଭୋଟ୍‍ଗ୍ରହଣ କରାଯାଉଛି। ୩୦୫ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୫୨ ପୁରୁଷ ଏବଂ ୫୩ ଜଣ ମହିଳା ଅନ୍ତର୍ଭୁକ୍ତ। ସେହିଭଳି ସରପଞ୍ଚ ପଦବୀ ପାଇଁ ୬୬ଟି ମଣ୍ଡଳୀରେ ଆଜି ମତଗ୍ରହଣ କରାଯାଉଛି। ଏଥିରେ ୧୮୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମୋଟ୍‍ ୧୨୬ଟି ସରପଞ୍ଚ ପଦବୀ ମଧ୍ୟରୁ ୪୦ ଜଣ ବିନା ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହୋଇଛନ୍ତି। ଏହି ପର୍ଯ୍ୟାୟ ନିମନ୍ତେ ମୋଟ ୨ ହଜାର ୪୬ଟି ବୁଥ୍‍ ସ୍ଥାପନ କରାଯାଇଛି। ସେଥିମଧ୍ୟରୁ ଜମ୍ମୁରେ ୭୯୨ ଓ କାଶ୍ମୀରରେ ୧ ହଜାର ୨୫୪ଟି ରହିଛି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like