-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଏସଏସବି ରେ ପଶ୍ଚିମ ଓଡିଶାର ପ୍ରଥମ ସ୍ଥାନ,  ପ୍ରୟାସ ଓ ଇଚ୍ଛାଶକ୍ତି ସଫଳନାୟକ: ଡ.ଲିଙ୍ଗରାଜ

07-Jan-2023



ସାଲେଭଟା// ଓଡିଶା ରାଜ୍ୟ ପ୍ରବରଣମଣ୍ଡଳୀ ଉଚ୍ଚଶିକ୍ଷାବିଭାଗ ଓଡିଶା ସରକାରଙ୍କ ଦ୍ୱାରା ହୋଇଥିବା (ଏସ.ଏସ.ବି) ଓଡିଆ ଅଧ୍ୟାପକ ପରୀକ୍ଷାରେ ସମଗ୍ର ପଶ୍ଚିମ ଓଡିଶାର ତିନୋଟି ଜୋନ ବଲାଙ୍ଗିର,ସମ୍ବଲପୁର ଓ ରାଉରକେଲା ସମସ୍ତ ପ୍ରାର୍ଥିଙ୍କ ମଧ୍ୟରୁ ଡ.ଲିଙ୍ଗରାଜ ମେହେର ସବୋର୍ଚ୍ଚ ନମ୍ବର ରଖି ଉତ୍ତିନ୍ନ ହୋଇଥିବାରୁ ଆଗଲପୁର ଅଞ୍ଚଳରେ ଖୁସିର ଲହର ଲାଗିରହିଛି । ଏନେଇ ତାଙ୍କୁ ଶୁଭେଚ୍ଛୁ ମାନଙ୍କ ଠାରୁ ଶୁଭେଚ୍ଛା ସୁଅ ଛୁଟିବାରେ ଲାଗିଛି । ଏହାର ଲିଖିତ ପରୀକ୍ଷା ଗତ ଅଗଷ୍ଟ ମାସ ୭ ତାରିଖରେ ହୋଇଥିବାବେଳ ମୈାଳିକ ପରିକ୍ଷାଟି ଡିସେମ୍ବର ୨୯ ତାରିଖରେ ହୋଇଥିଲା ।ସମୁଦାୟ ୨୭୮ ଟି ପଦବିରେ ଥିବା ଏହି ପରିକ୍ଷାରେ ସେ  ପଶ୍ଚିମ ଓଡିଶାରେ ୧ନମ୍ବର ସ୍ଥାନରେ ରହିଥିବା ଗୈାରବ ଅର୍ଜନ କରିଥିବାବେଳେ ସମଗ୍ର ଓଡିଶାରେ  ୨୦ନମ୍ବର ରହିଛନ୍ତି । ଶ୍ରୀଯୁକ୍ତ ମେହେର ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ +୩ ବିଜ୍ଞାନ ମହାବିଦ୍ୟାଳୟରେ କାର୍ଯ୍ୟରତ ଅଛନ୍ତି । ଦିର୍ଘ ୧୪ବର୍ଷ ହେଲା ଏହି ମହାବିଦ୍ୟାଳୟରେ ଓଡିଆବିଭାଗ ଅଧ୍ୟାପକ ଆକାରରେ କାର୍ଯକରିଅୁଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜ ଉପଖଣ୍ଡ ସୁବଳୟା, ଟିକିରାପଡାର ମୁଳବାସିନ୍ଦା ଅଟନ୍ତି ।ସେ ଓଡିଆରେ ଏମ.ଏ ଏମ ଫିଲ ଓ ପିଏଚ.ଡି  କରିଥିବାବେଳେ ସାତଟି ପୁସ୍ତକ ରଚନା କରିଛନ୍ତି । ଏମାନଙ୍କ ମଧ୍ୟରେ ନାଟ୍ୟକାର ଅଟଳବିହାରୀ ପଣ୍ଡା,ଲୋକଗୀତ ଓ ଲୋକ ନାଟକରେ ଶିବଙ୍କ କୃଷି ସଂପୃକ୍ତି,୧୯୮୦ମସିହାର ପରବର୍ତୀ ଓଡିଆ ନାଟକ ଓ ନାଟ୍ୟକାର, ଦଣ୍ଡନାଟ, ଷୋଳସୁଆଙ୍ଗ, ରସକୋଳ୍ଳଳ: ପ୍ରଥମ ଛନ୍ଦ,କୋଟି ବ୍ରହ୍ମଣ୍ଡ ସୁନ୍ଦରୀ: ପ୍ରଥମ ଛନ୍ଦ,ଭାଗବତ : ଚବିଶ ଗୁରୁ ପ୍ରସଙ୍ଗ ପୁସ୍ତକ ସ୍ଥାନିତ ହୋଇଛି । ସେ ଜଣେ ଅମାୟିକ ବ୍ୟକ୍ତିତ୍ୱ ଓ ଆଦର୍ଶ ଶିକ୍ଷକ ଭାବରେ ଆଗଲପୁର ଅଂଚଳରେ ବେଶ ସୁପରିଚିତ । କଠିଣ ପରିଶ୍ରମ, ପ୍ରୟାସ ଓ ଇଚ୍ଛାଶକ୍ତି ସଫଳତା ପାଇଥିବା ଏକ ଉଦାହରଣ  ସୃଷ୍ଟିକରିଛନ୍ତି ଡ.ଲିଙ୍ଗରାଜ ମେହେର । ମହାବିଦ୍ୟାଳୟର ୟୁଥ ରେଡକ୍ରସ ଅଧିକାରୀ ଭାବରେ ସେ ଏ ଅଂଚଳରେ ଅନେକ ଶିକ୍ଷା ସ୍ୱଚ୍ଚତା ଓ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ମାନ କରିଆସିଛନ୍ତି । ତାଙ୍କର ଏହିସଫଳତା ପାଇଁ ଆଗଲପୁରର ଶିକ୍ଷାପ୍ରେମୀ, ବୁଦ୍ଧିଜୀବୀ  ଓ ଛାଛ୍ରଛାତ୍ରୀଙ୍କ ମଧ୍ୟରେ ଆନନ୍ଦର ମାହୋଲ ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ଏସଏସବି ସଫଳପରେ ଅନ୍ୟ ମହାବିଦ୍ୟାଳୟକୁ ଚାଲିଯିିବାର ଦଃଖ ମଧ୍ୟ ରହିଥିବା ଦେଖିବାକୁ ମିଳିଛି । ଡ. ମେହେର ତାଙ୍କର ଏହିସଫଳତା ପାଇଁ ଆଗଲପୁର ଅଂଚଳବାସୀ ଓ ପ୍ରିୟ   ଛାଛ୍ରଛାତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like