-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଅରିଗାଁ ପିଇଜି ଗୋଦାମରୁ ଚାଉଳ ହଡ଼ପ ଘଟଣା(୨୩ଦିନ ପରେ ଯୋଗାଣ ବିଭାଗର ଚେତା ପଶିଲା,ଥାନାରେ ମାମଲା ରୁଜ୍ଜୁ)

08-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ଅନ୍ତର୍ଗତ ବିଶାଲପାଲି-ଗୋଡଭଗା ମୁଖ୍ୟରାସ୍ତାର ଅରିଗାଁ ଠାରେ ଥିବା ପିଇଜି ଚାଉଳ ଗୋଦାମରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୧୦ହଜାର ୮୯୩ କୁଇଣ୍ଟାଲ ଚାଉଳ ନଷ୍ଟ ହେବା(ଯାହାର ଆନୁମାନିକ ମୂଲ୍ୟ ୩କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ) ଘଟଣାଟି ଗତ ଡିସେମ୍ବର ୧୪ତାରିଖରେ ଘଟିଥିବାର ୨୩ଦିନ ପରେ ଯୋଗାଣ ବିଭାଗର ଚେତା ପଶିଛି । ଏନେଇ ବିନିକା ଥାନାରେ ମାମଲା ରୁଜ୍ଜୁ ହେବାପରେ ତଦନ୍ତ ଆରମ୍ଭ ହୋଇଥିବା ଜଣାପଡିଛି ।ତେବେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ଯୋଜନାବଦ୍ଧ ବୋଲି ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ଗତ ଏକ ସପ୍ତାହ ହେଲା ଗୋଦାମ ଘରେ ତାଲା ଝୁଲୁଛି ।ଘଟଣା ପରେ ଗୋଦାମ ମାଲିକ ପ୍ରତାପ ଭାରତୀ କୁଆଡେ ଫେରାର ମାରିଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ ଭଦ୍ରକ ଜିଲ୍ଲାର ବିମଲିନି ଭାରତୀ ନାମକ ଜଣେ ମହିଳା ଉଦ୍ୟୋଗୀ ବିନିକା ବ୍ଳକ ଅରିଗାଁ ରାସ୍ତା ପାର୍ଶ୍ବରେ ୫୦ହଜାର କୁଇଣ୍ଟାଲ କ୍ଷମତା ବିଶିଷ୍ଟ ଏକ ଚାଉଳ ଗୋଦାମ ନିର୍ମାଣ କରି ରାଜ୍ୟ ଯୋଗାଣ ନିଗମ ସୁବର୍ଣ୍ଣପୁର ଜିଲ୍ଲାର ମିଲରସ ମାନଙ୍କ ନିକଟରୁ ସଂଗୃହିତ କଷ୍ଟମ ମିଲିଂ ଚାଉଳ ଗଚ୍ଛିତ ରଖୁଥିଲେ । ଦୈବାତ ହଡ଼ପ ପାଇଁ ଚକ୍ରାନ୍ତ କି ଯୋଜନାବଦ୍ଧ ଭାବେ ହୋଇପରେ ଉକ୍ତ ମିଲ ରେ ଅଚାନକ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟିଲା ।ଗଚ୍ଛିତ ଥିବା ହଜାର ହଜାର କୁଇଣ୍ଟାଲରୁ ଉର୍ଦ୍ଧ୍ଵ ଚାଉଳ ପୋଡ଼ି ଗଲା ।ଖବର ପାଇ ବିନିକା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କଲେ ହେଲେ ହଜାର ପ୍ୟାକେଟ ଚାଉଳ ଜଳିପୋଡି ପାଉଁଶ ହୋଇଯାଇଥିଲା ।ଦେଖୁ ଦେଖୁ ଏହି ଘଟଣା ଘଟିବାର ୨୦ରୁ ଉର୍ଦ୍ଧ୍ୱ ଦିନ ବିତିଗଲା ଯୋଗାଣ ବିଭାଗ ଜାଣି ନଜାଣିଲା ପରି ରହିବାରୁ ସନ୍ଦେହ ଘନିଭୂତ ହେବାରେ ଲାଗିଲା ଘଟଣାକୁ ବୋଧେ ଚପେଇବାକୁ ଉଦ୍ୟମ କରାଯାଉଥିବା ନେଇ ସାଧାରଣରେ ମଧ୍ୟ ଚର୍ଚ୍ଚା ଜୋର ଧରିଲା ଶେଷରେ ଯୋଗାଣ ବିଭାଗର ଚେତା ପଶିଲା ଘଟଣାସ୍ଥଳରେ ଯୋଗାଣ ବିଭାଗ ଅଧିକାରୀ ପହଂଚି ତଦନ୍ତ କରିବା ପରେ ଗୋଦାମ ମାଲିକ ପ୍ରତାପ ଭାରତୀ ଫେରାର ଥିବା ଜାଣିବାକୁ ପାଇଥିଲେ ।ପରେ ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ ତ୍ରିନାଥ ଭୋଇ ବିନିକା ଥାନା କୁ ଆସି ଲିଖିତ ଅଭିଯୋଗ କରିବା ପରେ ଥାନା କେଶ ନଂ ୩/୨୦୨୩ ଏକ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବିନିକା ଥାନା ଅଧିକାରୀ ପବିତ୍ର ସାହୁ ସୂଚନା ଦେଇଛନ୍ତି।ସେହିପରି ଅନ୍ୟ ପକ୍ଷରେ ଏହି ଗୋଦାମରୁ ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ବଣ୍ଟନ ପାଇଁ ଅଣାଯାଉଥିବା ଚାଉଳ କେତେକ ରିଟେଲ ର ଙ୍କ ଗେଟ ପାସ କରାଯାଇଛି ତାଙ୍କ ପାଖରେ ବହୁତ କମ ଚାଉଳ ପଡୁଥିବାର ଅଭିଯୋଗ ହେଉଛି ତେଣୁ ଏହାର ମଧ୍ୟ ତଦନ୍ତ କରାଗଲେ ଉକ୍ତ ପ୍ରାଇଭେଟ୍ ଏଣ୍ଟର ପ୍ରାଇଜେସ ବିମଲିନି ଭାରତୀ ଗୋଦାମର ପ୍ରକୃତ କାରସାଦିର ସତ୍ୟ ରହସ୍ୟ ଘଟଣା ଉନ୍ମୋଚନ ହୁଅନ୍ତା ବୋଲି ସାଧାରଣରେ ଆଲୋଚନା ହେଉଛି । ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ ବିମଲିନି ଭାରତୀ ପ୍ରାଇଭେଟ୍ ଏଣ୍ଟର ପ୍ରାଇଜେସ ଗୋଦାମରୁ ହଡ଼ପ ହଜାର ହଜାର କୁଇଣ୍ଟାଲ ଚାଉଳକୁ କିଏ ଭରଣା କରିବ,ଯୋଗାଣ ବିଭାଗର ବିଳମ୍ବ ଏତଲାକୁ ନେଇ ସନ୍ଦେହ,ମିଲ ମାଲିକଙ୍କ ନାମରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ନା ଏହି ଶୀର୍ଷ କାତର ପ୍ରସଙ୍ଗ ଉପରେ ଚପେଇ ଦିଆଯିବ ତାହା ସମୟ ହିଁ କହିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like