-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଓଡିଶା ରାଜସ୍ଵ ଅମଲା ସଂଘ ନବରଙ୍ଗପୁର ଜିଲ୍ଲା ଶାଖାର ବନ୍ଧୁ ମିଳନ କାର୍ଯ୍ଯକ୍ରମ

08-Jan-2023



ନବରଙ୍ଗପୁର :ଆଜି ନବରଙ୍ଗପୁର ସହରର ମଧ୍ଯ ଭାଗରେ ଥିବା ପର୍ଯ୍ୟଟନ ସ୍ଥଳୀ ହୀର୍ଲି ଡଙ୍ଗର ଠାରେ ଓଡିଶା ରାଜସ୍ଵ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବନ୍ଧୁ ମିଳନ ପ୍ରାରମ୍ଭରେ ଦିବଙ୍ଗତ ସହକର୍ମୀ ଉଦ୍ଦେଶ୍ୟରେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ତାପରେ ନୂତନ ଭାବେ କାର୍ଯ୍ୟରେ ଯୋଗ ଦେଇ ଥିବା ରାଜସ୍ଵ ଅମଲା ମାନଙ୍କୁ ପୁଷ୍ପ ଗୁଛ ଦେଇ ସ୍ବାଗତ

ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜସ୍ଵ ଅମଲା ମାନେ କାର୍ଯ୍ଯ ବ୍ୟସ୍ତ ଦୁନିଆରୁ ଉର୍ଦ୍ଧ୍ବରେ ରହି ନିଜ ନିଜ ମଧ୍ୟରେ ଭାବର ଆଦାନ ପ୍ରଦାନ କରିବା ସହିତ ବିଭିନ୍ନ ପ୍ରକାରର ଆମୋଦ ପ୍ରମୋଦ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସାମିଲ ହୋଇ ଉପଭୋଗ କରିଥିଲେ। ଏହି ବନ୍ଧୁମିଳନ  କାର୍ଯ୍ୟକ୍ରମ ରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ସହିତ ତାଙ୍କ ସହଧର୍ମିଣୀ ବବିତା ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଡେପୁଟି କଲେକ୍ଟର ମୌସୁମୀ ନାୟକ, ସୁବ୍ରତ ବେହେରା, ଓଡ଼ିଶା ରାଜସ୍ଵ ଅମଲା ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ, କାର୍ଯ୍ୟକାରି କମିଟି ର ରାଜ୍ୟ ଅଧ୍ୟକ୍ଷ ପ୍ରସନ୍ନ କୁମାର ନାୟକ, ବିଶ୍ବଭୂଷଣ ମହାନ୍ତି,ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ଉପ ସଭାପତି ଧନୁର୍ଜୟ ମାଝି, ଆକାଶ ଗଣ୍ଡ, ସମ୍ପାଦକ ତ୍ରିଲୋଚନ ନାୟକ , ଲୋକନାଥ ସାହୁ , କୈଳାସ ଦାସ , ଧନପତି ନାୟକ, ଜିତୁ ଚୌଧୁରୀ ମାଲକାନଗିରି ଜିଲ୍ଲାର ପ୍ରଦୀପ ମିଶ୍ର ଙ୍କ ସହିତ ଜିଲ୍ଳାର ପ୍ରତ୍ୟେକ  କାର୍ଯ୍ୟାଳୟ ର ରାଜସ୍ଵ ଅମଲା ମାନେ ଯୋଗ ଦେଇଥିଲେ।

(ମିହିର ଶଙ୍କର ପାତ୍ର ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like