-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||     

HOME   ଜିଲ୍ଲା

ସାମ୍ବାଦିକ ଅରକ୍ଷିତ ମହାନନ୍ଦଙ୍କୁ ଦଳିତ ଉନ୍ନୟନ ସଂଘ ପକ୍ଷରୁ ସମର୍ଦ୍ଧନା

08-Jan-2023



ବରପାଲି(ପ୍ରେରଣା ଖବର) :ବରପାଲି ଅଞ୍ଚଳ ର ସାମ୍ବାଦିକ ଅରକ୍ଷିତ ମହାନନ୍ଦ ସାମ୍ବାଦିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ ଭୀମ ରାଓ ଆମ୍ବେଦକର ରାଷ୍ଟ୍ରୀୟ ଫେଲୋସିପ ପାଇଛନ୍ତି ।

ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ଦ୍ୱାରା ନୂଆଦିଲ୍ଲୀ ରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀ ରେ ଶ୍ରୀ ମହାନନ୍ଦ ଙ୍କୁ ଏହି ଫେଲୋସିପ ପ୍ରଦାନ କରାଯାଇଛି ।ଶ୍ରୀ ମହାନନ୍ଦ ବରପାଲି

ସାମ୍ବାଦିକ ସଂଘର ଜଣେ ସଭ୍ୟ ଥିବାବେଳେ ବରପାଲି ବ୍ଲକ ବିଶି ପାଲି ର ବାସିନ୍ଦା । ତାଙ୍କ ଲେଖା ରେ ଦଳିତ ମାନଙ୍କ ସମସ୍ୟା , ଜୀବନ ଶୈଳୀ ଉପରେ ଆଧାରିତ ହୋଇ ବହୁ ପ୍ରଶଂସିତ ହେଉଛି ।ଏହି ସଫଳତା ପାଇଁ  ଶ୍ରୀ ମହାନନ୍ଦ ଙ୍କୁ ଆଜି ବରପାଲି ଆମ୍ବେଦକର ଭବନ ଠାରେ ଲକ୍ଷେ ଘରିଆ ଦଳିତ ଉନ୍ନୟନ ସଂଘ ପକ୍ଷରୁ ଆଜି ତାଙ୍କୁ ସମର୍ଦ୍ଧନା ଦିଆଯାଇଛି।ଏହି ସମର୍ଦ୍ଧନା ଉତ୍ସବରେ ଦଳିତ ଉନ୍ନୟନ ସଂଘ ବହୁ ସଦସ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026

You Might Also Like