-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ପୋଲିସର ଆକ୍ରମଣକୁ ନିନ୍ଦା I

08-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ଧନୁଯାତ୍ରାର ଅନ୍ତିମ ଦିବସରେ କାର୍ଯ୍ୟରତ ଦୈନିକ ସମ୍ବାଦପତ୍ର ‘ସକାଳ’ର ପ୍ରତିନିଧି ବଦ୍ରିପ୍ରସାଦ ସାହୁଙ୍କୁ ପୋଲିସର ଆକ୍ରମଣ ଘଟଣା ନେଇ ସମ୍ବଲପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ଏକ ଜରୁରୀ ବୈଠକରେ ସମସ୍ତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଜଣେ କର୍ତ୍ତବ୍ୟରତ ସାମ୍ବାଦିକ ପ୍ରତି ପୋଲିସର ଅମାନୁଷିକ ବ୍ୟବହାରକୁ ତୀବ୍ର ନିନ୍ଦା କରିଥିଲେ। ସଭାରେ ବରିଷ୍ଠ ସାମ୍ବାଦିକ ଶିବଶଙ୍କର ନନ୍ଦ, ଦାମୋଦର କର ଓ ଶଙ୍କର ବେହେରା ମଂଚାସୀନ ଥି‌ଲେ। ବିମଳ କୃଷ୍ଣ ଥମ୍ବ, ପ୍ରମୋଦ ବହିଦାର, ନରେଶ ସେଠ୍‌‌, ଦେବେନ ପଟେଲ ପ୍ରମୁଖ ଗଣମାଧ୍ୟମ ପ୍ରତି ପୋଲିସର କଣ୍ଠରୋଧ ଓ ଅମାନୁଷିକ ବ୍ୟବହାର କୌଣସି କ୍ଷେତ୍ରରେ ସହନୀୟ ନୁହେଁ ବୋଲି ମତବ୍ୟକ୍ତ କରିଥିଲେ। ପୋଲିସ ଅଧିକାରୀଙ୍କୁ ଗିରଫ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଥିଲା। ସାମ୍ବାଦିକଙ୍କ ସୁରକ୍ଷା ନେଇ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ ବିଧାନ ସଭାରେ ପାରିତ କରିବାପାଇଁ ଦାବି କରାଯାଇଥିଲା। ଏ ସଂପର୍କରେ ସାମ୍ବାଦିକ ସଂଘ ପକ୍ଷରୁ ଆର୍‌‌ଡିସିଙ୍କୁ ଲିଖିତ ଭାବେ ଅବଗତ କରାଯିବ ବୋଲି ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ସୁବ୍ରତ ମହାନ୍ତି, ରତ୍ନାକର ଭୋଇ, ଶ୍ରବଣ ପତି, ନିମାଇଁ ସାହୁ, ପ୍ରୀତି ସୁନା, ସତ୍ୟଜିତ ମହାପାତ୍ର, ମନୋଜ ନାୟକ, ମାନସ ସାହୁ, ଅମଳେନ୍ଦୁ ନ‌ାୟକ, ଜ୍ୟୋତିରଞ୍ଜନ ନାୟକ, ତେଜସ୍କର ମହାପାତ୍ର, ଧର୍ମେନ୍ଦ୍ର ପଟ୍ଟନାୟକ, ନରସିଂହ ବଗର୍ତ୍ତୀ, ମଳୟ ଭୋଇ, ରୋହିତ ସିଂ, ଚୈତନ୍ୟ ନାୟକ, ନବୀନ ଦାଶ, ଦୁର୍ଗାଶଙ୍କର ବାଗ, ନିଉଟନ ରାୟ, ବି. ମିଶ୍ର ଓ ସଞ୍ଜୟ ଜେନା ପ୍ରମୁଖ ସଭାରେ ଉପସ୍ଥିତ ରହି ଏହି ଘଟଣାର ନିନ୍ଦା କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like