-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼- ସର୍ବନିମ୍ନ ସ୍ୱାସ୍ଥ୍ୟ ସେବା ରୁ ବଞ୍ଚିତ ସାଧାରଣ ଲୋକଙ୍କ ତୀଵ୍ର ଅସନ୍ତୋଷ ବୃଦ୍ଧି / ଟିଟିଲାଗଡ଼ ପୌରପାଳିକା ଆଗରେ ବସିଲେ ମନ୍ତ୍ରୀଙ୍କ ୱାର୍ଡ ର ମହିଳା ମନେ

04-Dec-2020



ଟିଟିଲାଗଡ,(ପ୍ରେରଣା ଖବର) - ବିପର୍ଯ୍ୟସ୍ଥ ପରିମଳ  ବ୍ୟବସ୍ଥା କୁ ନେଇ ବିଧାୟିକା ତଥା ମନ୍ତ୍ରୀ ଙ୍କ ୱାର୍ଡ ର ମହିଳା ମାନେ ଟିଟିଲାଗଡ ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ସୂଚନାଯୋଗ୍ୟ ଯେ ଟିଟିଲାଗଡ ପୌରପରିଷଦ ଅଧିକାରୀ ଭାବେ ସ୍ଥାନୀୟ ଉପଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟ ଦାଇତ୍ଵ ରେ ରହିଥିବା ସତ୍ୱେ ସହରର ବିଭିନ୍ନ ସ୍ଥାନରେ କୁଢ଼,କୁଢ଼ ଆବର୍ଜନା ଗଦା ହୋଇ ରହିବା ସହ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ସାଧାରଣ ରେ ବାରମ୍ବାର ଅଭିଯୋଗ ସତ୍ୱେ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଉଛି । ପାନୀୟଜଳ ଯୋଗାଣ ଓ ପରିମଳ ତଥା ସର୍ବନିମ୍ନ ସ୍ୱାସ୍ଥ୍ୟ ସେବା ରୁ ସାଧାରଣ ବଞ୍ଚିତ ହୋଇ ରହିଛନ୍ତି । ପରିଚାଳନା ଗତ ତ୍ରୁଟି ଯୋଗୁଁ ଏ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି । କାର୍ଯ୍ୟରତ ସଫେଇ କର୍ମଚାରୀ ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଦୀର୍ଘ ଦିନ ର ଧାରଣା ଏସମା ନିୟମ ଲାଗୁ କରିଦେବା ରୁ ବାଧ୍ୟ ହୋଇ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା । ସଫେଇ କର୍ମଚାରୀ ଠିକା ଭିତ୍ତିରେ କାର୍ଯ୍ୟରେ ଅନିଚ୍ଛା ସତ୍ୱେ ଯୋଗ ଦେଇଛନ୍ତି । ଏଣୁ କର୍ମଚାରୀ ଙ୍କ ଓ ଅଧିକାରୀ ମାନଙ୍କ ଖାମଖିଆଲ ମନୋଭାବ ଯୋଗୁଁ ପରିମଳ ବ୍ୟବସ୍ଥା ଦୟନୀୟ ସ୍ଥିତି ରେ ରହିଛି । କୋଭିଡ-୧୯ ନିୟମ ଅନୁଯାୟୀ ଏହି ପରିମଳ ବ୍ୟବସ୍ଥାରେ ସ୍ୱତନ୍ତ୍ର ସଫେଇ ନିୟମ ଅନୁସାରେ ଏହି ଅଞ୍ଚଳରେ ଏହାର କାର୍ଯ୍ୟକାରୀ କରାଯାଇପାରି ନାହିଁ । ସମସ୍ତ ୱାର୍ଡ ଗୁଡିକ ରେ ଓ ସହର ର ବିଭିନ୍ନ ସରକାରୀ ବେସରକାରୀ ସ୍ଥାନରେ ଏ ସମସ୍ୟା ବଢିଚାଲିଛି । ପ୍ରକାଶ ଯେ ଅନୁରୂପ ଭାବେ ଉପଖଣ୍ଡ ମୁଖ୍ୟଚିକିତ୍ସାଳୟ ରେ ବିଭିନ୍ନ ଡାକ୍ତର ଓ କର୍ମଚାରୀ ପଦ,ପଦବୀ ଖାଲି ରହିଥିବା ସମସ୍ୟା ଯୋଗୁଁ ଲୋକେ ସର୍ବନିମ୍ନ ସ୍ୱାସ୍ଥ୍ୟ ସେବା ପାଇଁ ବଲାଙ୍ଗୀର, ବୁର୍ଲା, କଟକ,ବିଶାଖାପାଟଣା,ରାୟପୁର ଆଦି ଅଞ୍ଚଳ କୁ ବାଧ୍ୟହୋଇ ଯାଉଛନ୍ତି । ସେହିପରି ଆଠ ,ଦଶ ଦିନରେ ଥରେ ପାନୀୟ ଜଳଯୋଗାଣ ହୋଇ ନ ପାରିବା ନେଇ କର୍ମଚାରୀ ଅଭାଵ ଦର୍ଶାଯାଇ ଥିବା ବେଳେ ଉପଜିଲ୍ଲାପାଳ ଏ ସମସ୍ୟା ର ସମାଧାନ ତୁରନ୍ତ କରିବା ପ୍ରତିଶ୍ରୁତି ଦେଇଥିଲେ ସୁଦ୍ଧା  ମାସ,ମାସ ଧରି ଏହାର ସମାଧାନ ହୋଇ ନ ପାରିବା ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି । ଏପରି କି ଏହି ସହର ର ଓଡିଶା ରାଜ୍ୟ ଗୃହସଚିବ ଦାଇତ୍ଵ ରେ ଥିବା ଅସିତ ତ୍ରିପାଠୀ ଓ ଏହି ସହ ର ର ସ୍ଥାନୀୟ ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ ରହି ଥିଲେ ସୁଦ୍ଧା ଏ ନେଇ ବିଭିନ୍ନ ଅନୁଷ୍ଠାନ ତରଫରୁ ବାରମ୍ବାର ଆବେଦନ, ନିବେଦନ କରି ନିରାଶ ହେବା ସାର ହୋଇଥିବା ସାଧାରଣ ରେ ଅସନ୍ତୋଷ ବଢିଚଲିଛି  । ଏପରି କି ବିଧାୟିକ ଙ୍କ ନିଜ ୱାର୍ଡ ରୁ ଶତାଧିକ ମହିଳା ବାଧ୍ୟ ହୋଇ ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଅଞ୍ଚଳରେ ଜବରଦଖଲ ହଟେଇବା ଓ ନୂତନ ନିର୍ମାଣ କାର୍ଯ୍ୟ ସଠିକ ଭାବରେ ହୋଇ ନ ପାରିବା ନେଇ ଅନୁରୂପ ଭାବେ ଜନ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଯେ ଉପଜିଲ୍ଲାପାଳ ଶ୍ରୀ ସୋମେଶ ଉପାଧ୍ୟାୟ ତାଙ୍କ ଆବାସ ସାମ୍ନା ରେ ସରକାରୀ ସ୍ଥାନରେ ଜବରଦଖଲ କରିଥିବା ଏକ ଔଷଧ ଦୋକାନ କୁ ନ ଭାଙ୍ଗି ଛାଡ଼ିଦେବା ଓ ଉପଖଣ୍ଡ କାରାଗାର କଡରେ ଥିବା ଜବରଦଖଲ କୁ ଜଣେ ଅଣ ଓଡିଆ ପ୍ରଭାବଶାଳୀ ବ୍ୟକ୍ତି ଙ୍କ ଯୋଗୁଁ ଉକ୍ତ ଦଖଲ ନ ହଟେଇବା ନେଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତୀବ୍ର ସମାଲୋଚନା କରାଯାଉଛି । ଜନ ସାଧାରଣ ଙ୍କ ସର୍ବନିମ୍ନ ସରକାରୀ ସେବା ମୌଳିକ ଅଧିକାର ହୋଇଥିବା ବେଳେ ଏ ଦିଗରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଲିଖିତ ଅଭିଯୋଗ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like