-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୃଜନ ନାଗ ଫୁଟବଲ ରେ ରାମଧୁନ କ୍ଲବ ଚାମ୍ପିୟନ

08-Jan-2023



ସୁବର୍ଣ୍ଣପୁର: ସୋନପୁର ରୟାଲ ପଡିଆ ଠାରେ ଚାଲିଥିବା ଦଶମ ସୃଜନ ନାଗ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଆଜି ଇଲେଭେନ ଷ୍ଟାର କଳାପଥର ଏବଂ ରାମଧୁନ କ୍ଲବ ସୋନପୁର ମଧ୍ୟ ରେ ଖୁବ ସଂଘର୍ଷ ପୂର୍ଣ୍ଣ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ରାମଧୁନ କ୍ଲବ ସୋନପୁର ଦଳ 3-1 ଗୋଲ ରେ ବିଜୟୀ ହୋଇ ଏହି ଟୁର୍ନାମେଣ୍ଟ ର ଚମ୍ପିୟାନ ଟ୍ରଫି ହାସଲ କରିଛି  l ଏବଂ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛି l ଅନ୍ୟ ତମ ଅତିଥି ଭାବେ ଏ ଡ଼ିଏମ  ସୂର୍ଯ୍ୟ ନାରାୟଣ ଦାଶ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ନୀଳାମ୍ବର ଶତପଥୀ, ପ୍ରାକ୍ତନ ନଗରପାଳ କଈରୁ  ସ୍ୱାଇଁ, ବିଶିଷ୍ଟ ବ୍ୟବସାୟୀ  ଗୁଣନିଧି ମେହେର  ଯୋଗ

ଦେଇ  ଖେଳାଳୀ ଙ୍କୁ ଉତ୍ସାହିତ କରିଥିଲେ l ଖେଳ ର ପ୍ରଥମାର୍ଧ ରେ ଇଲେଭେନ ଷ୍ଟାର ଦଳ 1-0 ରେ ଆଗୁଆ ଥିଲେ l ହେଲେ ଖେଳ ର ଦ୍ଵିତୀୟlର୍ଧ ରେ ଲଗାତାର ଭାବେ ରାମଧୁନ  କ୍ଳବ ତିନୋଟି ଗୋଲ ସ୍କୋର କରିଥିଲା l ପ୍ରକାଶ ଥାଉ କି ଯେ ସୁବର୍ଣ୍ଣପୁର ର ରାମଧୁନ କ୍ଲବ ବିଗତ ମାସ ରେ ବରପାଲି, ନୟାଗଡ଼ ଓ କେନ୍ଦୁଝର ରେ ଆୟୋଜିତ ଅଲ ଓଡିଶା ଫୁଟବଲ ଟୁର୍ନାମେଣ୍ଟ ରେ ଲଗାତାର ଭାବେ ହ୍ୟାଟ୍ରିକ 
ଚମ୍ପିୟନ ଟ୍ରଫି ହାସଲ କରିଥିବା ବେଳେ ଆଜି 2023 ର ପ୍ରଥମ ଚମ୍ପିୟନ ହୋଇ ଥିବା ଜଣାଯାଇଛି l  ଯୁବ ସଂଗଠକ ତଥା ଆୟୋଜକ ରାକେଶ ନାଗ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନ ରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟ ରେ ରୟାଲ ସ୍ପୋର୍ଟଙ୍ଗ ର ସମସ୍ତ ସଭ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like