-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ତହଁକ କୁଟୁମ୍‌ର ବଛର୍‌କିଆ ଉଚ୍ଛବ ପୁଷ୍‌ପୁନି ଭେଟଘାଟ ଅନୁଷ୍ଠିତ

08-Jan-2023



ବଲାଙ୍ଗିର- ତହଁକ କୁଟୁମ୍‌ର ବଛର୍‌କିଆ ଉଛବ ଆର୍ ପୁଷ୍‌ପୁନି ଭେଟଘାଟ ସ୍ଥାନୀୟ ଯାଦବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ତହଁକ କୁଟୁମ୍‌ର ମୁଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁଙ୍କ ଆହ୍ୱାନ କ୍ରମେ ମୁଖ୍ୟ ଅତିଥି ଭାବେ ନିରଞ୍ଜନ ପଣ୍ଡା, ମୁଖ୍ୟବକ୍ତା ଭାବେ ଅନିରୁଦ୍ଧ କୁରୁକୁରିଆ, ସମ୍ମାନିତ ଅତିଥି ଭାବେ ଆନନ୍ଦ ଚନ୍ଦ୍ର ସାହୁ, ରାମଦତ୍ତ ଭୋଇ ଓ ସନ୍ଦୀପ କୁମାର କୁଅଁର ଯୋଗ ଦେଇଥିଲେ । ସଭା ପ୍ରାରମ୍ଭରେ ସରୋଜ କୁମାର ଭୋଇ ଭଜନ ପରିବେଷଣ କରିଥିବା ବେଳେ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ ଶୋଭାଙ୍ଗୀ ସୁକନ୍ୟା ତ୍ରିପାଠୀ । ତହଁକ କୁଟୁମ୍ ର ସମ୍ପାଦକ ରାଜେଶ ଦଣ୍ଡସେନା ମଧ୍ୟ ମଞ୍ଚାସିନ ଥିବା ବେଳେ ଅଧ୍ୟକ୍ଷତା କରିଥିଲେ ଗୋପୀନାଥ ଦଣ୍ଡସେନା । କୋଶଲୀ ଭାଷା ସାହିତ୍ୟର ସମୃଦ୍ଧି ପାଇଁ ଅଣ୍ଟା ଭିଡିଥିବା ତହଁକ୍ କୁଟୁମ୍ କୋଶଲୀ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ ପରମ୍ପରା ର ସାଧକମାନଙ୍କୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ

ସମ୍ବର୍ଦ୍ଧିତ କରିଛି । ଏହି କ୍ରମରେ କୋଶଲୀ ସଂସ୍କୃତି ଗବେଷକ ତଥା ସଂଗ୍ରାହକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ସହ ଚିତ୍ରକର ଅର୍ଣ୍ଣବ ସାହୁ, ୟୁଟ୍ୟୁବ୍‌ର ସୁଷମା ବେହେରା, କୋଶଲୀ ସଂଗଠକ ସୁର୍‌ଜିତ ସିଂ ମହାରଥା, ଦଣ୍ଡ ନାୟକା ରିଙ୍କି ବାଗ, ସାହିତ୍ୟ ସାଧକ ଅଖୋଜ କୁମାର ଷାଣ୍ଢ ଓ ସଙ୍ଗୀତଜ୍ଞ ଅଜୟ ଅମର ସିଂହଦେଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅତିଥିମାନଙ୍କ ଦ୍ୱାରା ନୁଆଁ ସକାଳ ଓ ବିଜୟା କୋଶଲୀ ପତ୍ରିକା ଉନ୍ମୋଚିତ ହୋଇଥିଲା । ପ୍ରଥମ ଅଧିବେଶନରେ ଧନ୍ୟବାଦ ଅର୍ପଣ କରିଥିଲେ କବି ରମେଶ ବିଶ୍ୱାଳ । ବନ୍ଧୁମିଳନ ତଥା ମଧ୍ୟାହ୍ନ ଭୋଜନ ପରେ ଦ୍ୱିତୀୟ ଅଧିବେଶନରେ ଆରମ୍ଭ ହୋଇଥିଲା କବିତା ପାଠୋତ୍ସବ ମଂଚାସିନ ଥିଲେ କପିଳେଶ୍ୱର ଖମାରୀ, ଅଶୋକ ସାହୁ ଏବଂ ବଂଶୀଧର ନାଏକ । ସଂଯୋଜନା କରିଥିଲେ କବିତା ମିଶ୍ର, ସୁଜାତା ନାଏକ, ସପ୍ନେଶ୍ୱର ମିଶ୍ର ଓ ରୀନା ସାହୁ । ଶତାଧିକ କବି ଏଠାରେ ସ୍ୱରଚିତ କବିତା ପାଠ କରିଥିଲେ । ଏହି ଉତ୍ସ ଆୟୋଜନରେ ଶ୍ରୀୟାକାନ୍ତ ଦାସ, ଦୀଲ୍ଲୀପ ମିଶ୍ର, ତପସ୍ୱିନୀ ପଶାୟତ, ଅକୃର ବାଗ, ଦୁର୍ବାଦଳ କ୍ଷେତୀ, ସୌକିଲାଲ ସାହୁ, ଆହ୍ଲାଦିନୀ ପାଣିଗ୍ରାହୀ ଦାସ, ରାଜୀବ ପ୍ରସାଦ ଭୋଇ, ଶତୃଘ୍ନ ସେଲମା, ରକ୍ମଣ ବିଶ୍ୱାଳ, ଆଶୁତୋଷ ଠାକୁର, ପ୍ରଭାସିନୀ ଭୋଇ, ସଂକର୍ଷଣ ସାହୁ, ବିବୋନନ୍ଦ ଧରୁଆ, ଦୁଃଖୀଶ୍ୟାମ ଦିକ୍ଷିତ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like