-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||     

HOME   ଜିଲ୍ଲା

ବିନିକା-ପାପକ୍ଷୟ ଲୋକ ମହୋତ୍ସବ କମିଟି ଗଠିତ, (ସୁଧାଂଶୁ-ସଭାପତି,ମାନସ-ସମ୍ପାଦକ)

09-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଅଞ୍ଚଳର କଳା,ସଂସ୍କୃତି,ଐତିହକୁ ନେଇ ଆସନ୍ତା ଫେବୃୟାରୀ ୧ତାରିଖରୁ ୪ତାରିଖ ଯାଏ ଅନୁଷ୍ଟିତ ହେବାକୁ ଯାଉଥିବା ବିନିକା-ପାପକ୍ଷୟ ଲୋକ ମହୋତ୍ସବକୁ ଚଳିତ ବର୍ଷ ବେଶ ଆଡମ୍ବର ପୂର୍ଣ୍ଣ ଭାବରେ ପାଳନ କରିବା ନେଇ ରବିବାର ସ୍ଥାନୀୟ  ସ୍ପୋର୍ଟସ କ୍ଲବ ସଭାଗୃହ ଠାରେ ମହୋତ୍ସବ କମିଟି ସଭାପତି ଧର୍ମରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଚଳିତ ବର୍ଷ ମହୋତ୍ସବ ଚତୁର୍ଥ ବର୍ଷରେ ପଦାର୍ପଣ କରିଥିବାରୁ ଏହାର ସଫଳ ଆୟୋଜନ ନେଇ ଉପସ୍ଥିତ ସମସ୍ତ ସଦସ୍ୟଙ୍କ ପ୍ରସ୍ତାବ କ୍ରମେ ନୂଆଁ ପରିଚାଳନା କମିଟି ଗଠନ ହୋଇଥିଲା ମହୋତ୍ସବ କମିଟୀର ସଭାପତି ଭାବେ ବିନିକା ଓକିଲ ସଂଘ ସଭାପତି ସୁଧାଂଶୁ ଶେଖର ଦାଶ ମନୋନୀତ ହୋଇଥିବା ବେଳେ ସମ୍ପାଦକ ଭାବେ ବାଙ୍କୀଘିରୀଡ଼ି ସମିତିସଭ୍ୟ ମାନସ ବେହେରା, ଉପସଭାପତି ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ ତଥା ବିଶିଷ୍ଟ କଳାକାର ଶାଶ୍ଵତ ତ୍ରିପାଠୀ,ସହ ସମ୍ପାଦକ ନବଜୀବନ ପଣ୍ଡା,କୋଷାଧ୍ୟକ୍ଷ ସନ୍ତୋଷ ମହାକୁର ପ୍ରମୁଖ ମନୋନୀତ ହୋଇଛନ୍ତି ।ସେହିପରି ଉପଦେଷ୍ଟା ମଣ୍ଡଳୀରେ ଭୀମସେନ ସାହୁ,ସୋମନାଥ ମିଶ୍ର,ଉସତ କର,ଧର୍ମରାଜ ପଣ୍ଡା,ଧର୍ମେନ୍ଦ୍ର ଥନାପତି,ମମତାଜ ପଣ୍ଡା,କାର୍ଯ୍ୟକ୍ରମ ସମ୍ପାଦନାରେ ହିମାଂଶୁ ଭୁଷଣ ପଣ୍ଡା,ଦେବଦତ୍ତ ପଣ୍ଡା, ଅନୁମତି ଓ ଶୃଙ୍ଖଳା ଦାୟିତ୍ୱରେ ଆଲୋକ

ହୋତା,ରଘୁନାଥ କୁମ୍ଭାର,ଅଶୋକ ପଣ୍ଡା,ରବୀନ୍ଦ୍ର ପାତ୍ର,ଅର୍ଥ ବିଭାଗରେ ଭୀମସେନ ସାହୁ,ଶେଖର ଶର୍ମା,ଆନନ୍ଦ ହୋତା,ସମୀର ରଂଜନ ପଣ୍ଡା,ଗୋବିନ୍ଦା ଅଗ୍ରୱାଲ,କେଦାର ପଣ୍ଡା,ମଣ୍ଟୁ ବାବୁ,ଅତିଥି ସତ୍କାରରେ ଦ୍ବାରିକାନାଥ ସାହୁ,କିଣୁ ପାଢ଼ୀ,ଖାଦ୍ୟ ବିଭାଗରେ ଦୀନବନ୍ଧୁ ମେହେର,ମନୋଜ ପଣ୍ଡା,ସାଂସ୍କୃତିକ ବିଭାଗରେ ମଦନ ମୋହନ ହୋତା,ସୁଜିତ ଶର୍ମା,ଅଜିତ ସାହୁ,ଜିତେନ୍ଦ୍ର ମଣ୍ଡଳ,ଲାଳସ ନାୟକ,କାର୍ଯ୍ୟଳୟ ଦାୟିତ୍ୱରେ ହିମାଂଶୁ ପୁଟେଲ,ମୁକେଶ ସାମନ୍ତରାୟ,ହାଡୁ ବଢେଇ,ମିଡିଆ ବିଭାଗରେ ସୃଜନ ପଣ୍ଡା,ଦଧିବାମନ ନାୟକ ପ୍ରମୁଖଙ୍କୁ ଦାୟିତ୍ଵ ଅର୍ପଣ କରାଯାଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026

You Might Also Like