-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||      ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||     

HOME   ଜିଲ୍ଲା

1998 ବେଚ  ର ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁ ମିଲନ ଖୁଜେନପାଲି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ

09-Jan-2023



ବଲାଙ୍ଗୀର, (ପ୍ରେରଣା ଖବର)ଭଗବାନ ଵିଦ୍ୟା ମନ୍ଦିର ଖୁଜେନପାଲି 1998 ବେଚ  ର ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁ ମିଲନ ଖୁଜେନପାଲି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି l ସମସ୍ତଙ୍କର ସହଯୋଗରେ ଉକ୍ତ ବନ୍ଧୁ ମିଲନ ଟି ସୁରୁଖୁରୁରେ ସମାପନ ହୋଇଯାଇଛି l ପ୍ରାୟ ୨୫ ବର୍ଷ ପରେ ପରିବାର ଗହଣରେ ବନ୍ଧୁ ମିଲନଟି ହୋଇଥିବାରୁ ସମସ୍ତେ ଖୁସିବ୍ୟକ୍ତ କରିଥିଲେ l ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ

ନେଇ ଏହି ବନ୍ଧୁ ମିଲନଟି ହୋଇଥିଲା, ଏହାପରେ ଏକ ଭୋଜିର ଆୟୋଜନ କରାଯାଇଥିଲା l ତପେସ୍ୱର ଉଦୁରକୁଲିଅ ,ଦିଲ୍ଲୀପ  ଚନ୍ଦନ, ଦେବରାଜ  ସାହୁ, ଦେବରାଜ କାଳସାଏ, ଶ୍ରୀକର କାଳସାଏ, ଦଶରଥ  ନନ୍ଦ, ଶିବରାମ ଥନାପତି, ସୁବଳ  ଦାସ, ଯୁଗେଶ୍ବର  ସାହୁ, ପୂର୍ଣ୍ଣ ବଗର୍ତି, ଅନିରୁଦ୍ଧ ଖରସେଲ, ସୁଧୀର ମହାନ୍ତି, ସଞ୍ଜୟ ସାହୁ, ମାନସୀ ଭୋଇ, ସୁବାସିନୀ ନାଏକ, କଳାବତୀ ସେଠ୍, ରିତା ସତପଥି ପ୍ରମୁଖ ଉପସ୍ଥିତ ରହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   20-Mar-2026
  ଜିଲ୍ଲା  
ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   20-Mar-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   20-Mar-2026
  ଜିଲ୍ଲା  
୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ   20-Mar-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   20-Mar-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   20-Mar-2026
  ଜିଲ୍ଲା  
ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   20-Mar-2026
  ଜିଲ୍ଲା  
ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   20-Mar-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    20-Mar-2026
  ଜିଲ୍ଲା  
ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   20-Mar-2026
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026

You Might Also Like