-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ସରକାରୀ ଚାଉଳ ମହାଘୋଟାଲା, ବଡବଡିଆ ସମ୍ପୃକ୍ତ :  ବିରୋଧୀଦଳ ଦୁର୍ବଳ  !ଜିଲ୍ଲାପାଳ ଉତ୍ତରଦାୟୀ ହେବେନି କାହିଁକି  ?

09-Jan-2023



ସୋନପୁର (ମଳୟ ମିଶ୍ରଙ୍କ ରିପୋର୍ଟ ) ସୁବର୍ଣ୍ଣପୁର ଜିଲ୍ଲାର ବିନିକା ନିକଟସ୍ଥ ଅରିଗାଁର ଏକ ଘରୋଇଉଦ୍ୟୋଗର ଗୋଦାମରେ ୧୦ ହଜାରରୁ ଉର୍ଦ୍ଧ୍ବ କୁଇଣ୍ଟାଲ ସରକାରୀ ଚାଉଳ ସର୍ଟେଜ୍ ଅନିୟମିତତାକୁ ଢାଙ୍କିବାକୁ ଜାଣିଶୁଣି ଗୋଦାମର ଚାଉଳରେ ନିଆଁ ଲଗାଇ ପୋଡିଦିଆଯିବା ଓ ତନାଘନା ପରେ ସଙ୍ଗେ ସଙ୍ଗେ ଉକ୍ତ ଚାଉଳର ଭରଣା କରିଦିଆଯିବା ସହ ବିଳମ୍ବରେ ଯୋଗାଣ ବିଭାଗର ଥାନାରେ ଏତଲା ସହ ଗୋଦାମମାଲିକ ଗୋଦାମ ଜାଗାକୁ ବିକିଦେଇ ଫେରାର୍ ହୋଇଯିବା ଇତ୍ୟାଦି କାଣ୍ଡକାରଖାନା ସତ୍ତ୍ୱେ ଜିଲ୍ଲାପାଳ ସଫେଇ ଦେଲାପରି ପ୍ରକାଶ କରିବା ଘଟଣାରେ ଜନସାଧାରଣଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହେବା ସ୍ବାଭାବିକ୍ ।  ଏହା ପଛରେ ସେଠାରେ ନିୟମିତ ଭାବରେ ସରକାରୀ ଯୋଜନାର ଚାଉଳର ରିସାଇକ୍ଲିଂ ହୋଇଆସୁଥିବା ଓ ଏହା ରାଜନୈତିକ ପୃଷ୍ଠପୋଷକତାରେ ଯୋଗାଣ ବିଭାଗ ସମେତ ଜିଲ୍ଲାପ୍ରଶାସନର ସମ୍ପୂର୍ଣ୍ଣ ଜ୍ଞାତସାରରେ ହୋଇଚାଲିଥିବା ଜନସନ୍ଦେହର ଏକ ନିରପେକ୍ଷ ଉଚ୍ଚସ୍ତରୀୟ ତଦନ୍ତ ଆବଶ୍ୟକ ବୋଲି ଜନସାଧାରଣ ଦାବି କରନ୍ତି । ତେବେ ବିରୋଧୀଦଳଗୁଡିକ ଦୁର୍ବଳ ହୋଇପଡିଥିବାରୁ ଜିଲ୍ଲାରେ ବର୍ଷ ବର୍ଷ ଧରି ଏପରି ନିରଙ୍କୁଶ ଦୁର୍ନୀତି ସମ୍ଭବ ହେଉଛି । 

କିପରି ଜଣେ ବାହାର ଜିଲ୍ଲାର ବ୍ୟକ୍ତି ଆସି ଏଠାରେ ଏଭଳି ଦୁର୍ନୀତି କରିବା ଉଦ୍ଦେଶ୍ୟରେ ଏକ ପିଇଜି ଗୋଦାମ କରିଥିଲେ ଓ ସେଠାରେ  ମିଲ୍ ମାନଙ୍କର ସହଯୋଗରେ ବିଭିନ୍ନ ସ୍ଥାନକୁ ଚାଉଳ ପଠାଇବାର ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଥିବା ସତ୍ତ୍ୱେ  ସମୟାନୁଯାୟୀ ଆଦୌ ଯାଞ୍ଚ ତଦାରଖ କରାଯାଉ ନଥିଲା , ଯୋଗାଣ ବିଭାଗ ବା ପ୍ରଶାସନର ଏପରି ଦାୟିତ୍ୱହୀନତା ଆଶ୍ଚର୍ଯ୍ୟଜନକ ! କଥିତ ଅନୁଯାୟୀ ପ୍ରାୟ ସାଢେ ୩ କୋଟିଟଙ୍କା ମୂଲ୍ୟର ୧୦ହଜାର କୁଇଣ୍ଟାଲରୁ ଉର୍ଦ୍ଧ୍ବ ସରକାରୀ ଚାଉଳର ସର୍ଟେଜ୍ ଓ ଏହାକୁ ଢାଙ୍କିବାକୁ ସରକାରୀ ଚାଉଳଥିବା ଗୋଦାମରେ ନିଆଁ ଲଗାଇଦେବା ଭଲି ଅପରାଧିକ କାର୍ଯ୍ୟକଳାପ ସହ ମୁଣ୍ଡରୁ ଦୋଷ ଖସାଇବାକୁ ସ୍ଥାନ ବିକ୍ରିକରି ପଳାଇବା ଠକେଇର ତଦନ୍ତ ପାଇଁ ସ୍ଥାନୀୟ ପ୍ରଶାସନ ଓ ରାଜନେତାଙ୍କ ସମ୍ପୃକ୍ତି ସନ୍ଦେହ ଯୋଗୁଁ ଉଚ୍ଚସ୍ତରୀୟ ତଦନ୍ତକାରୀ ସଂସ୍ଥା ସିବିଆଇକୁ ସରକାର ଦାୟିତ୍ୱ ଦେବା ଆବଶ୍ୟକ ବୋଲି ଜନମତ ପ୍ରକାଶ ପାଇଛି । ଏଥିରେ ଜିଲ୍ଲାପାଳ ଓ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀଙ୍କ ଭୂମିକା ମଧ୍ୟ ଜନସାଧାରଣଙ୍କ ଆଲୋଚନାରୋ ସନ୍ଦେହ ଘେରକୁ ଆସିଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ବିରୋଧୀଦଳଗୁଡିକ ପକ୍ଷରୁ ଏହାର ଉପଯୁକ୍ତ ତଦନ୍ତ ଦାବିରେ ଜନସାଧାରଣଙ୍କ ସହଯୋଗରେ ଆନ୍ଦୋଳନର ଆବଶ୍ୟକତା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like