-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବେଳପଡା ଠାରେ ବ୍ଲକ ସ୍ତରୀୟ ଲୋକମହୋତ୍ସଵ

10-Jan-2023



ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ) ପୁରାତନ କାଳରୁ  ଓଡ଼ିଶାରେ ଅନେକ ଗୁଡ଼ିଏ ଲୋକ କଳା , ସଂସ୍କୃତି, ନୃତ୍ୟ,ବାଦ୍ୟ, ଗୀତିନାଟ୍ୟ, ସଂଗୀତ ରହିଥିବା ବେଳେ  ଆଧୁନିକ ଯୁଗରେ ତାହା ଧିରେ ଧିରେ ପତନ ହେବାକୁ ବସିଲାଣି। ଏସବୁକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ  ପ୍ରୟାସ କରାଯାଉ ଥିବା ବେଳେ ପଞ୍ଚାୟତ ରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ କଳା ପ୍ରତିଯୋଗିତା ମାନେ କରାଯାଉଛି । ଏହି

ପରିପ୍ରେକ୍ଷୀରେ ତା,୯/୦୧/୨୩ ସୋମବାର ଦିନ ବଲାଙ୍ଗୀର ଜିଲ୍ଲାର ବେଳପଡା ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ଉଦ୍ଘାଟନ ହୋଇଥିଲା।ଏହି ଉଦଘାଟିତ ଅବସରରେ ମୁଖ୍ୟ ଅତିଥି ଭାବରେ ପଟଣାଗଡ଼ ବିଧାୟକ  ସରୋଜ କୁମାର ମେହେର ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବେଳପଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଟିନା କୁମ୍ଭାର ଓ ବ୍ଲକ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ କୁମ୍ଭାର, ପଟଣାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠି, ବେଳପଡା ବିଡ଼ିଓ ଭିକ୍ଟୋର ସୋରେଙ୍ଗ, ଜିଲ୍ଲା ପରିଷଦ ଜୟ ଧରୁଆ ଓ ବେଲପଡା ସରପଞ୍ଚ ହରିଶ ଚନ୍ଦ୍ର ବୁଡେକ ମଞ୍ଚାସୀନ ଥିଲେ। ତତ୍ ସଙ୍ଗେ ସଙ୍ଗେ ବେଲପଡା ବ୍ଳକ ର ସମସ୍ତ ସରପଞ୍ଚ ଓ ସମିତି ମେମ୍ବର,ପିଇଓ, ଅନ୍ୟାନ୍ୟ ବ୍ଳକ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ସର୍ବ ପ୍ରଥମେ ଶିବ ମନ୍ଦିର ଠାରୁ ତାରିଣୀ ମନ୍ଦିର ପର୍ଯ୍ୟନ୍ତ ଏକ  ମଶାଲ ଯାତ୍ରା ହୋଇଥିବାବେଳେ ଏହି ଲୋକମହୋତ୍ସଵ କୁ ଅତିଥି ମାନଙ୍କ ଦ୍ଵାର ପୂଜାର୍ଚ୍ଚନା ହୋଇ ଶୁଭାରମ୍ଭ କରାଯାଇଥିଲା। ତାପରେ ଅଞ୍ଚଳ ର ସମସ୍ତ କଲାକାର ମାନେ ନିଜ ନିଜର କଲା ପ୍ରଦର୍ଶନ କରିଥିଲେ।  ଅତିଥି ମାନେ ସମସ୍ତ କଳାକାର ମାନଙ୍କୁ ଉତ୍ସାହିତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ। ସନ୍ଧ୍ୟା ସମୟରେ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ  ଯୋଗ ଦେଇଥିବା ବେଳେ , ସମ୍ମାନିତ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି , ଜୋନ ୨୫ ର ଜିଲ୍ଲା ପରିଷଦ ଶବ୍ଦ ମିର୍ଦ୍ଧା  ଓ ଜୋନ ୨୬ ର ଜିଲ୍ଲା ପରିଷଦ ଅନିମା ଦାସ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ  ଜର୍ଜ ଭାବେ ବି.କେ.ଏସ.ଏସ  ଖପ୍ରାଖୋଲ ଥବିର ଚରଣ ସାହୁ , ବି.କେ.ଏସ.ଏସ ପାଟଣାଗଡ଼ ମନୋଜ ବାଗ , ବି.କେ.ଏସ.ଏସ ବେଲପଡ଼ା ହରେକୃଷ୍ଣ ବାରିକ , ସିନିୟର୍ ରସରାଜ୍ ବୁଡେକ୍ ଏବଂ ନିରଞ୍ଜନ ବେହେରା ଉପସ୍ଥିତ ରହି କଲାକାର ମାନେ କିଭଳି ଭାବେ କଲା ପ୍ରଦର୍ଶନ କରୁଛନ୍ତି ତାହା ତଦାରଖ କରିବା ସହ 

ପ୍ରତିଯୋଗୀ ମାନଙ୍କୁ ମୂଲ୍ୟାଙ୍କନ ଦେଇଥିଲେ । ଏଥିରେ ପ୍ରତିଯୋଗିତା କରିବା ପାଇଁ ମୋଟ  ୬୫ ଜଣ ସ୍ଥାନୀୟ କଳାକାର ଅଂଶ ଗ୍ରହଣ କରି ନିଜ ନିଜ କଳା ପ୍ରଦର୍ଶନ କରି ଦର୍ଶକ ମାନଙ୍କୁ ମନୋରଞ୍ଜନ କରିଥିଲେ । ଯେଉଁ ମାନେ ଭଲ ପ୍ରଦର୍ଶନ କରୁଛନ୍ତି ସେମାନଙ୍କୁ ୧୨/୧/୨୩ ତାରିଖ ଦିନ ପାଟଣାଗଡ଼ ରେ ହେବାକୁ ଯାଉଥିବା ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବ ପାଇଁ ଚୟନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like