-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ନୟାଗଡ଼ - ବିଜ୍ଞାନ ଶିକ୍ଷା ରୁ ବଞ୍ଚିତ ଛାମୁଣ୍ଡିଆ ର ବିଦ୍ୟାର୍ଥୀ

04-Dec-2020



ଛାମୁଣ୍ଡିଆ, ଗଣିଆ, (ପ୍ରେରଣା ଖବର) - ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ନୟାଗଡ଼ ଜିଲ୍ଲା ଗଣିଆ ବ୍ଳକ ବେଶ ଜଣାଶୁଣା | ଏହି ବ୍ଲକ ଟି କନ୍ଧମାଳ ସାଂସଦ ତଥା ଆଦିବାସୀ ଗରିବଙ୍କ ବନ୍ଧୁ, କିଟ ୟୂନିଭରସିଟି ର ପ୍ରତିଷ୍ଠାତା ଡ଼ଃ. ଅଚ୍ୟୁତ ସାମନ୍ତ ଙ୍କ ନିର୍ବାଚନ ମଣ୍ଡଳୀ ର ଅନ୍ତର୍ଭୁକ୍ତ | କିନ୍ତୁ ଏହି ଗଣିଆ ବ୍ଳକ ର ଛାମୁଣ୍ଡିଆ ର ଗୁପ୍ତେଶ୍ୱର ବିଦ୍ୟାପୀଠ ରେ ଦୀର୍ଘ କୋଡିଏ ବର୍ଷ ହେଲା ବିଜ୍ଞାନ ଶିକ୍ଷକ ନାହାନ୍ତି | ଏହି ବିଷୟରେ ଅଞ୍ଚଳ ବାସୀ ସ୍ଥାନୀୟ ନେତା ଙ୍କ ଠୁଁ ନେଇ ବିଭିନ୍ନ ଉଚ୍ଚ ପଦସ୍ଥ ଅଧିକାରୀ ମାନଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ | ଗତ ସେପ୍ଟେମ୍ବର ତେର ତାରିଖରେ ଉକ୍ତ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ପୁଷ୍ପ ମଞ୍ଜରୀ ଦେଇ ଯୋଗ ଦେବାପରେ ଜାଣିବାକୁ ପାଇଲେ ଯେ  ଗତ 2016 ମସିହାରେ ଉକ୍ତ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ନିଯୁକ୍ତି ପାଇଥିଲେ ମଧ୍ୟ ସେ ଅନ୍ୟତ୍ର ଶିକ୍ଷାଦାନ କରୁଛନ୍ତି କିନ୍ତୁ ଗୁପ୍ତେଶ୍ୱର ବିଦ୍ୟାପୀଠ ର ବିଦ୍ୟାର୍ଥୀ ମାନେ ବିଜ୍ଞାନ ଶିକ୍ଷା ରୁ ବଞ୍ଚିତ ହେଉଛନ୍ତି | ଏହିବିଷୟରେ ଶ୍ରୀମତୀ ଦେଇ ସେପ୍ଟେମ୍ବର 28 ତାରିଖରେ ଜିଲ୍ଲା ଶିକ୍ଷାଧିକାରୀ, ନିର୍ଦେଶକ, ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ କୁ ଚିଠି ମାଧ୍ୟମରେ ବିଦ୍ୟାଳୟ ର ସମସ୍ତ ଅସୁବିଧା ବିଷୟରେ ଜଣାଇଥିଲେ କିନ୍ତୁ ବିଜ୍ଞାନ ଶିକ୍ଷକ ଅଭାବ ଉପରେ ବିଶେଷ ଗୁରୁତ୍ୱ ଦେଇ ଚଳିତ ଶିକ୍ଷାବର୍ଷ ଆରମ୍ଭ ରେ ପିଲାଙ୍କୁ କେମିତି ବିଜ୍ଞାନ ଶିକ୍ଷା ଦିଆଯାଉ ସେଥିପାଇଁ ଦାବି କରିଥିଲେ | କିନ୍ତୁ ଆଜି ପର୍ଯ୍ୟନ୍ତ ପ୍ରଶାସନ ତରଫରୁ କୌଣସି ସୂଚନା ମିଳିନାହିଁ ବୋଲି ଶ୍ରୀମତୀ ଦେଇ ଗଣମାଧ୍ୟମ ଆଗରେ ଜଣାଇଛନ୍ତି | ଶ୍ରୀମତୀ ଦେଇ ସ୍ଥାନୀୟ ବିଧାୟକ

ରମେଶ  ଚନ୍ଦ୍ର ବେହେରା, ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା ଙ୍କୁ ମଧ୍ୟ ଏହି ଅସୁବିଧା ବିଷୟରେ ଅବଗତ କରାଇଛନ୍ତି ଏବଂ ଯୁଦ୍ଧକାଳୀନ ଭିତ୍ତିରେ ଗୁପ୍ତେଶ୍ୱର ବିଦ୍ୟାପୀଠ ର ସମସ୍ୟାଗୁଡ଼ିକ ର ଆଶୁ ସମାଧାନ କରାଯାଉ ବୋଲି ଦାବି କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like