-+91-9937148622 |

prerana_bgr@rediffmail.com |

  Saturday 21st March 2026 |

| | | |

R.N.I. Regd No. ODIODI/2010/46693

Breaking News

*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||      ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||     

HOME   ଜିଲ୍ଲା

ଚିତ୍ର ଆଙ୍କି ବିଶ୍ଵକପ ହକି କୁ ସ୍ଵାଗତ ଜଣାଇଲେ ଛାତ୍ରୀ

10-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ) ଆଉ ଦୁଇଦିନ ପରେ ଅର୍ଥାତ ୧୩ତାରିଖରୁ ଆରମ୍ଭ ହେବ ବିଶ୍ଵକପ ହକି ।ଏହି ବିଶ୍ବସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଦେଶବିଦେଶରୁ ଯୋଗଦେଇଥିବା ଖେଳାଳି ମାନଙ୍କ ଖେଳ ପ୍ରଦର୍ଶନକୁ ମନଭରି ଉପଭୋଗ କରିବା ସହିତ ସେମାନଙ୍କ ପ୍ରତିଭାକୁ ଉତ୍ସାହିତ କରିବା ସକାଶେ ସମ୍ପ୍ରତି ବିନିକା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ,ସ୍ବେଚ୍ଛାସେବୀ ସଂଗଠନ ମାନଙ୍କର ହକି ଖେଳର ପ୍ରଚାର ପ୍ରସାର ଏବଂ ଯୁବ ପିଡିକୁ ବାନ୍ଧି ରଖିବା ନେଇ ବିଶ୍ଵକପ ହକି ଚିତ୍ର ଆଙ୍କି ସଚେତନତାର ବାର୍ତା ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଅଧ୍ୟୟନ କରୁଥିବା ଯୁକ୍ତ ତିନି ବର୍ଷ ଛାତ୍ରୀ ସୈାମ୍ୟକାନ୍ତି ମହଲା ଓ ଜୁହି ଚାଉଲା ହକି ବିଶ୍ଵକପ ଟ୍ରଫି ଏବଂ ଖେଳାଳିଙ୍କ ସୁନ୍ଦର ଫଟୋ ଚିତ୍ର ଅଙ୍କନ କରି ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ କାର୍ଯ୍ୟରତ ଷ୍ଟାଫ ଙ୍କ ମନରେ ହକି ବିଶ୍ଵକପ ର ଉନ୍ମାଦନା ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   21-Mar-2026
  ଜିଲ୍ଲା  
ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   21-Mar-2026
  ଜିଲ୍ଲା  
ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   20-Mar-2026
  ଜିଲ୍ଲା  
ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   20-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   20-Mar-2026
  ଜିଲ୍ଲା  
"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   20-Mar-2026
  ଜିଲ୍ଲା  
ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   20-Mar-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   20-Mar-2026
  ଜିଲ୍ଲା  
୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ   20-Mar-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   20-Mar-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   20-Mar-2026
  ଜିଲ୍ଲା  
ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   20-Mar-2026

You Might Also Like