-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଡ଼ୁମାଳ ପରିଷଦ ବୌଦ୍ଧ ଶାଖାର ସମ୍ବର୍ଦ୍ଧନା ସଭା

10-Jan-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) ଗତକାଲି ବାଉଁଶୁଣି କେନ୍ଦ୍ର ମା ମହେଶ୍ବରୀ ମନ୍ଦିର ପ୍ରାଙ୍ଗନରେ ଡ଼ୁମାଳ ପରିଷଦ ଓଡିଶା ବୌଦ୍ଧ ଜିଲ୍ଲା ଶାଖା ତରଫରୁ ନୂତନ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧନା ନିମନ୍ତେ ବାଉଁଶ଼ୁଣି କେନ୍ଦ୍ର ସଭାପତି ଅଶୋକ କୁମାର ମହାକୁଡ଼ ଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା  l ସର୍ବ ପ୍ରଥମେ ମା ମାହେଶ୍ୱରୀ  ଙ୍କ ଠାରେ ପୂଜାର୍ଚନା କରାଯାଇଥିଲା l ଏହି ସମ୍ବର୍ଦ୍ଧନା ସଭା ବୈଠକରେ ଜିଲ୍ଲାପରିଷଦ ଉପାଧକ୍ଷ ଶ୍ରୀ ଶଙ୍କର୍ଷଣ ପ୍ରଧାନ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ସୁବୋଧ ପ୍ରଧାନ ଓ ସଭାପତି ବୌଦ୍ଧ ସମବାୟ କେନ୍ଦ୍ରୀୟ ବ୍ୟାଙ୍କ ଅରୁଣ କୁମାର ପ୍ରଧାନ ଙ୍କୁ ଡ଼ୁମାଳ ପରିଷଦ ଓଡିଶା ବୌଦ୍ଧ ଜିଲ୍ଲା ଶାଖା ତରଫରୁ ସଭାପତି ଶ୍ରୀ ସୀତାଂଶୁ ଶେଖର ମହାକୁଡ଼ ଉପଢୌକନ ଓ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା କରିଥିଲେ l ଜିଲ୍ଲାର ସମସ୍ତ ଡ଼ୁମାଳ ସମାଜ ଓ କେନ୍ଦ୍ର ମାନଙ୍କ ଉନ୍ନତି ପାଇଁ ସାହାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ  l ସମ୍ପାଦକ କାଁହୁ ଚରଣ ମେଶୁଆ ଧନ୍ୟବାଦ ଦେଇଥିଲେ  l ଜିଲ୍ଲାର ନୂତନ କର୍ମକର୍ତା ସଭାପତି ଶୀତଂଶୁ ଶେଖର ମହାକୁଡ଼, ଉପସଭାପତି ସନ୍ତୋଷ ଦନ୍ତା, ନବୀନ ମହାକୁଡ଼, ସମ୍ପାଦକ କାଁହୁ ଚରଣ ମେଶୁଆ, ସାହସମ୍ପାଦକ କାଶୀବିଶ୍ୱନାଥ କର୍ଣ୍ଣ, ପ୍ରବୀର ମାହା୍ର, କୋଷାଧକ୍ଷ ମନୋଜ କୁମାର ମହାକୁଡ଼, ପୂର୍ବତନ ସଭାପତି ରମଣୀ ରଂଜନ ପ୍ରଧାନ, କାର୍ଯ୍ୟକାରୀ ସଦସ୍ୟ ସତ୍ୟନାରାୟଣ ବଘାର, ଗୌର ଚରଣ ପ୍ରଧାନ, ଧରଣୀ ଧର ଲଉରିଆ, ଉପଦେଷ୍ଟା, କମିଟି ସଦସ୍ୟ ପୁର୍ଣଚନ୍ଦ୍ର ମହାକୁଡ଼,, ସୂର୍ଯ୍ୟନାରାୟଣ ମହାକୁଡ଼, ଜନ୍ମେଜୟ ପ୍ରଧାନ, କାଳିନ୍ଦୀ ଖେତୀ ରାଜ୍ୟ ପ୍ରତିନିଧି ବିଭୂପ୍ରସାଦ ଖେତୀ, ସୁଧୀର କୁମାର କର୍ଣ, ସୁଦାମ ଚରଣ ଖମାରି, ରମଣୀ ରଂଜନ ପ୍ରଧାନ, ପ୍ରଫୁଲ ମହାକୁଡ଼ ଓ କୃତିବାସ ପଲିଆ ଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା  l ବୈଠକ ରେ କେନ୍ଦ୍ର ମାନଙ୍କ ସମସ୍ୟା, ସର୍ଭେ ରିପୋର୍ଟ, ପରିଚୟ ପତ୍ର, ଓ  ବିବାହ ପଞ୍ଜିକରଣ ବ୍ୟବହାର ନିମନ୍ତେ ଆଲୋଚନା ରେ ସକ୍ରିୟ ଅଂଶଗ୍ରହଣ କରି ବାମଣ୍ଡା କେନ୍ଦ୍ର ସଭାପତି ଗରୁଡ଼ ଧ୍ଵଜ ପ୍ରଧାନ, ସମ୍ପାଦକ କୈଳାଶ ଚନ୍ଦ୍ର ବିଶି, ରାମଗଡ଼ ସମ୍ପାଦକ ଲୋକନାଥ କର୍ଣ୍ଣ, ସଂକୁଳେଇ କେନ୍ଦ୍ର ସଭାପତି ମନରଞ୍ଜନ ମହାକୁଡ଼, ତାକୁଡ଼ କେନ୍ଦ୍ର ସଭାପତି ବିଶ୍ଵାମିତ୍ର ବାରିକ, ପୁରୁଣାକଟକ କେନ୍ଦ୍ର ସଭାପତି ମୃତ୍ୟଞ୍ଜୟ ପ୍ରଧାନ ଓ ବିଳାସପୁର ସଦସ୍ୟ ସୁଦାମ ଖମାରି ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ  l ରାଜ୍ୟ କମିଟି ଗଠନରେ ସମସ୍ତ କେନ୍ଦ୍ର ସଭାପତି, ସମ୍ପାଦକ ଏବଂ ଜିଲ୍ଲା ସଭାପତି, ସମ୍ପାଦକ ଙ୍କ ଉପସ୍ଥିତିରେ ରାଜ୍ୟ କମିଟି ଗଠନ କରିବା ପାଇଁ ଉଚିତ ବୋଲି ବୈଠକ ରେ ସ୍ଥିର କରା ଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like