-+91-9937148622 |

prerana_bgr@rediffmail.com |

  Saturday 21st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||      ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

10-Jan-2023



ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l
 ଚଳିତ ବର୍ଷ ସୁବର୍ଣ୍ଣପୁର ରାମେଶ୍ଵର ମନ୍ଦିର ନିକଟସ୍ଥ ଷ୍ଟାଡିୟମ୍  ଠାରେ ନିମନ୍ତ୍ରିତ ଅତିଥିଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ  ମହାସମାରୋହରେ ପାଳନ  କରାଯିବ l  ଉକ୍ତଦିନ ପ୍ରାତଃ ସମୟରେ ସହରରେ ରାମଧୁନ ପ୍ରଚାର କରାଯିବ l ସକାଳ ଘ ୬.୩୦ ଣ୍ଟା ସମୟରେ ସହର ର ବିଭିନ୍ନ ଛକରେ ଓ କାର୍ଯ୍ୟାଳୟ ରେ ଅବସ୍ଥାପିତ ମହାପୁରୁଷ ତଥା ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ବରିଷ୍ଠ ଅଧିକାରୀ ଙ୍କ ଦ୍ୱାରା ପୁଷ୍ପମାଲ୍ୟାର୍ପଣ କରାଯିବ l ସକାଳ ଘଂ ୭.୩୦ ମି ସମୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ପୂର୍ବାହ୍ନ ଘଂ ୮.୩୦ ମିନିଟ ସମୟରେ  ଷ୍ଟାଡିୟମ  ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ଚଳିତ ବର୍ଷ ପୋଲିସ ବ୍ୟାଣ୍ଡ ଓ ପୋଲିସ ପ୍ୟାରେଡ଼ ଦଳ ସହ ୪୨ଟି ଦଳ ଅଂଶ ଗ୍ରହଣ କରିବେ lପ୍ୟାରେଡ଼ ପଡିଆରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ସୀମିତ ଦଳ ସୁନ୍ଦର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ l ବିଭିନ୍ନ ବିଭାଗ ପ୍ରଜ୍ଞାପନ ମେଢ଼ ମାଧ୍ୟମରେ ନିଜ ବିଭାଗର ସଫଳତା ପ୍ରଦର୍ଶନ କରିବେ l ସେହିପରି ବିଭିନ୍ନ ବିଭାଗର କର୍ମଚାରୀ ତଥା ସଂସ୍ଥା ମାନଙ୍କୁ ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯିବ l ସେମାନଂକୁ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ମନୋନୀତ କରିବେ I ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର  ରାଜ୍ୟ ଏବଂ ଜାତୀୟ ସ୍ତରରେ କୃତି ପାଇଁ ଛାତ୍ରଛାତ୍ରୀ ଏବଂ କ୍ରୀଡାବିତ୍ ମାନଙ୍କୁ ମଧ୍ଯ ପୁରସ୍କାର ଦିଆଯିବ l
ଅପରାହ୍ନରେ ରୟାଲ୍ ପଡିଆ ରେ ଏକ ବନ୍ଧୁତ୍ୱପୂର୍ଣ୍ଣ  ହକି ମ୍ୟାଚ୍ ଅନୁଷ୍ଠିତ ହେବ l ସନ୍ଧ୍ୟା ୬ ଘଣ୍ଟା ସମୟରେ ନୂତନ ଟାଉନ ହଲ ଠାରେ ପୁରସ୍କାର ବିତରଣ ଓ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l
ଜିଲ୍ଲା ସ୍ତରୀୟ ଉତ୍ସବ ପରି ଜିଲ୍ଲାର ଉପଖଣ୍ଡ ସ୍ତରରେ,ବ୍ଲକ ସ୍ତରରେ ତଥା ପଞ୍ଚାୟତ ସ୍ତରରେ ମଧ୍ୟ   ସମାରୋହ ଅନୁଷ୍ଠିତ ହେବ l ଉତ୍ସବ ପରିପ୍ରେକ୍ଷୀରେ ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ତତ୍ୱାବଧାନରେ ଉଚ୍ଚବିଦ୍ୟାଳୟ  ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ , ଜାତୀୟତା ବୋଧକ ସଙ୍ଗୀତ ଆବୃତ୍ତି, ପ୍ରବନ୍ଧ, ବକ୍ତୃତା ଓ   ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ସେହିପରି ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅଧ୍ୟକ୍ଷ ସୋନପୁର ମହାବିଦ୍ୟାଳୟ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ କରାଯିବା ନିମନ୍ତେ ବୈଠକରେ ନିଷ୍ପତି ନିଆଯାଇଛି l 
ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ (ଜେନେରାଲ ) ଶ୍ରୀମତୀ ନିଶିପୁନମ ମିଞ୍ଜ, ସିଡିଓ ତଥା ଇ ଓ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର 
ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ତଥା ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ,ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟକ୍ଷ /ଅଧ୍ୟକ୍ଷା,ବିଭିନ୍ନ ସାଂସ୍କୃତିକ  ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା , ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ସଭା ପରିଚାଳନା  କରିଥିଲେ l ବିଦ୍ୟାପତି ପଣ୍ଡା ଗ୍ରନ୍ଥଗାରିକ କାର୍ଯ୍ୟକ୍ରମ ବିବରଣୀ ପଠନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
*ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   21-Mar-2026
  ଜିଲ୍ଲା  
ବିଶ୍ୱ ପଖାଳ ଦିବସ ପାଳିତ   21-Mar-2026
  ଜିଲ୍ଲା  
*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   21-Mar-2026
  ଜିଲ୍ଲା  
ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   21-Mar-2026
  ଜିଲ୍ଲା  
ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   20-Mar-2026
  ଜିଲ୍ଲା  
ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   20-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   20-Mar-2026
  ଜିଲ୍ଲା  
"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   20-Mar-2026
  ଜିଲ୍ଲା  
ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   20-Mar-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   20-Mar-2026

You Might Also Like