-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନିର୍ବାଚନ ମଣ୍ଡଳୀ ସ୍ତରରେ ବିଜେଡିର ରୌପ୍ୟ ଜୟନ୍ତୀ ସମାରୋହ ପାଳିତ- ମା ମାନଙ୍କ ଅଭିବୃଦ୍ଧି ପାଇଁ ଓଡିଶା ର ଅଭିନଵ ପଦକ୍ଷେପ କୁ ସାରା ଭାରତ ଅନୁକରଣ କରୁଛି

10-Jan-2023



ସୁବର୍ଣ୍ଣପୁର - ଗତ କାଲି ସୋନପୁର ସଦରବ୍ଲକର ନାରାୟଣପୁର ଠାରେ ସୋନପୁର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡି ର ୨୫ତମ ରୌପ୍ୟଜୟନ୍ତି ସମାରୋହ ପାଳିତ ହୋଇଯାଇଛି। ଏଥିରେ ସୋନପୁର ବିଧାୟକ ତଥା ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୁଜାରୀ ଅଧ୍ୟକ୍ଷତା କରି ବର୍ତ୍ତମାନର ବିଜେଡି ସରକାର ମୋ ସରକାର ରେ କେହି ବଡ଼ କିମ୍ବା ସାନ ନୁହନ୍ତି ସମସ୍ତ ଙ୍କୁନେଇ ନବୀନ ପଟ୍ଟନାୟକ  ଓଡ଼ିଶା ମୋ ପରିବାର ବୋଲି କହନ୍ତି ଯାହାକି ଓଡ଼ିଶା ବାସୀଙ୍କୁ ସେ କେତେ ଭଲପାଆନ୍ତି ତାହା ସୂଚାଇଥାଏ।ମାଁ ମାନଙ୍କ ଅଭିବୃଦ୍ଧି ପାଇଁ ସେ ନେଇଥିବା ଅଭିନଵ ପଦକ୍ଷେପ କୁ ଆଜି ସାରାଭାରତ ରେ ଏକ ଉଦାହରଣ ଭାବରେ ଉଭାହୋଇଛି l ଏପରିକି ତାଙ୍କର ପ୍ରତିଟି ପଦକ୍ଷେପ କୁ ଏବେ ସମସ୍ତ ରାଜ୍ୟ ଅନୁକରଣ କରୁଛନ୍ତି।ସମସ୍ତ ଙ୍କୁ ନେଇ ଆଗାମୀ ଦିନରେ ନୂତନ ଓଡ଼ିଶା ଗଠନର ଯେଉଁ ପରିକଳ୍ପନା ର  ବାସ୍ତବ ରୂପ ଯେ ସାକାର ହେବ ତାହା ଦିନକୁ ଦିନ ବିଜେଡି ର  ବୃଦ୍ଧି ପାଉଥିବା ଲୋକପ୍ରିୟତା ଘଟଣାରୁ ସ୍ପଷ୍ଟ ପ୍ରତେୟ ହେଉଛି। ଏହି ସଭାକୁ 

ମାନଭଞ୍ଜନ ମିଶ୍ର ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା,ବିଜେଡି ଜିଲ୍ଲା ସଭାପତି ସରୋଜ କମ୍ପ,ଉପ ସଭାପତି ରମେଶ ପୁଜାରୀ , ଯୁବ ସଭାପତି ଅଶୋକ ନନ୍ଦ,ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ,ସୋନପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମୀତା ନାୟକ,କଇରୁ ସ୍ୱାଇଁ, ଅଭିମନ୍ୟୁ କୁଶଳ,ହିମାଂଶୁ ଶେଖର ବିଶ୍ୱାଳ, ଶତୃଘ୍ନ ପୃଷ୍ଟି ତଥା ବିଭିନ୍ନ ବ୍ଲକ ର ଅଧ୍ୟକ୍ଷ ଅଧ୍ୟକ୍ଷା ତଥା ନିର୍ବାଚିତ ପ୍ରତିନିଧି ପ୍ରମୁଖ ନିଜନିଜ ବକ୍ତବ୍ୟ ରେ ବିଜେଡି ଦଳ  ଓଡ଼ିଶାରେ ଏକ ଅପ୍ରତିଦ୍ୱନ୍ଦୀ ଦଳଭାବରେ ଉଭାହୋଇ ଜନମାନସର ସେବାରେ ନିଜକୁ ଉତ୍ସର୍ଗ କରିଛି ବୋଲି ମତବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like