-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ଦେଶ ବିଦେଶ

୨୭ ବର୍ଷ ପୁରୁଣା ଭ୍ରୁଣରୁ ଜନ୍ମ ନେଲା ଶିଶୁ, ସୃଷ୍ଟି ହେଲା ବିରଳ ରେକର୍ଡ

04-Dec-2020



(ପ୍ରେରଣା ଖବର) ଓ୍ବାଶିଂଟନ୍ ୪।୧୨: ଆମେରିକାରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯେଉଁଠାରେ ଏକ ଶିଶୁର ଜନ୍ମ ୨୭ ବର୍ଷ ପୁରୁଣା ଭ୍ରୁଣରୁ ହୋଇଛି । ଏହା ଏକ ରେକର୍ଡ ସୃଷ୍ଟି କରିଛି । ୨୭ ବର୍ଷ ପୂର୍ବରୁ ଫ୍ରିଜ୍ କରାଯାଇଥିବା ଭ୍ରୁଣରୁ ଶିଶୁ ଜନ୍ମ ହୋଇଛି ।ସିଏନଏନର ଏକ ରିପୋର୍ଟ ଅନୁସାରେ ଆମେରିକାର ଟେନେସି ସହରରେ ଏହା ଘଟିଛି । ୧୯୯୨ରେ ଜଣେ ମହିଳାଙ୍କ ଦ୍ବାରା ଫ୍ରିଜ୍ କରାଯାଇଥିବା ଭ୍ରୁଣକୁ ଟିନା ନାମକ ମହିଳାଙ୍କ ଠାରେ ୨୦୨୦ ଫେବୃଆରୀ ୧୨ ତାରିଖରେ ଟ୍ରାନ୍ସପ୍ଲାଣ୍ଟ କରାଯାଇଥିଲା । ଏହା ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠୁ ଅଧିକ ସମୟ ଧରି ଫ୍ରିଜ୍ କରାଯାଇଥିବା ଭ୍ରୁଣ । ଯେଉଁଥିରୁ କୌଣସି ଶିଶୁର ଜନ୍ମ ନେଇଛି । ଟିନା ଅକ୍ଟୋବର ୨୬ରେ ମଲି ନାମକ ଶିଶୁକୁ ଜନ୍ମ ଦେଇଛନ୍ତି ।ରିପୋର୍ଟ ଅନୁସାରେ ୨୦୧୭ରେ ଏହି ଉପାୟରେ ଟିନାର ପ୍ରଥମ ଝିଅ ଏମା ମଧ୍ୟ ଜନ୍ମ ହୋଇଥିଲେ । ଏମାଙ୍କ ଭ୍ରୁଣ ୨୪ ବର୍ଷ ପୁରୁଣା ଥିଲା । ଟିନା କହିଛନ୍ତି ଯେ, ତାଙ୍କ ସ୍ବାମୀ ସିଷ୍ଟିକ ଫାୟୋବ୍ରୋସିସ୍ ରେ ପୀଡିତ ଅଛନ୍ତି । ଏହି ରୋଗ ସନ୍ତାନ ପ୍ରସବ କରିବାରେ ବାଧା ସୃଷ୍ଟି କରେ । ଏଥିପାଇଁ ଆମେ ଦ୍ବିତୀୟ ଥର ଏମ୍ବ୍ରାୟୋ ଫ୍ରିଜିଂ ମାଧ୍ୟମରେ ଶିଶୁକୁ ଜନ୍ମ ଦେବାର ନଷ୍ପତ୍ତି ନେଇଥିଲେ । ଟିନା ଏହାମଧ୍ୟ କହିଛନ୍ତି ଯେ, ‘ଏହି ଉପାୟର ସୂଚନା ମୋତେ ମୋ ବାପାଙ୍କଠାରୁ ମିଳିଥିଲା । ତାଙ୍କୁ ଏକ ମାଗାଜିନ୍ ରୁ ଏମ୍ବ୍ରୋୟୋ ଫ୍ରିଜିଂ ଉପାୟ ସମ୍ବନ୍ଧରେ ସୂଚନା ମିଳିଥିଲା । ମୁଁ ଏହି ଉପାୟ ସମ୍ବନ୍ଧରେ ସୂଚନା ସଂଗ୍ରହ କରିଥିଲି ଏବଂ ନ୍ୟାସନାଲ ଏମ୍ବ୍ରିୟୋ ଡୋନେସନ ସେଣ୍ଟର ପହଞ୍ଚିଥିଲେ । ଏହିଠାରୁ ଆଗାମୀ ପ୍ରକ୍ରିୟା ଆରମ୍ଭ ହୋଇଥିଲା' । ସୂଚନାଯୋଗ୍ୟ ଯେ, ଯେତେବେଳେ ଜଣେ ମହିଳା ଗର୍ଭଧାରଣ କରିଥାଏ ସେବେଠାରୁ ଭ୍ରୁଣ ବିକସିକ ହୋଇଥାଏ । ଅନେକ ଦମ୍ପତ୍ତି ଏହି ଭ୍ରୁଣକୁ ଫ୍ରିଜ୍ କରିଥାନ୍ତି । କାରଣ ଭବିଷ୍ୟତରେ ଯେତେବେଳେ ମା’ ହେବାକୁ ପଡିବ ସେତେବେଳେ ଏହାର ପ୍ରୟୋଗ କରାଯାଇପାରିବ । ଏହା ବ୍ୟତୀତ କିଛି ଦମ୍ପତ୍ତି ଏହାକୁ ଦାନ କରିଥାନ୍ତି ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like