-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ଷ୍ଟଡିୟମରେ ଓ.ସି.ଏ ଭିଜନ ୨୦୨୪, ଇନ୍ଟ୍ରା ଡିସ୍‌ଟ୍ରିକ୍ଟ କ୍ଲବ କ୍ରିକୋଟ ସିନିୟର ଲିଗ୍ ର ଶୁଭାରମ୍ଭ

10-Jan-2023



ବଲାଙ୍ଗିର, ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମରେ ସିନିୟର ଇନ୍ଟ୍ରା ଡିସ୍‌ଟ୍ରିଷ୍ଟ  କ୍ଲବ ଲିଗ୍ ଆଜି ଉଦ୍‌ଘାଟିତ ହୋଇଯାଇଛି । ଓଡିଶା କ୍ରିକେଟ ଏସୋସିଏସନ ଆନୁକୁଲ୍ୟରେ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଦ୍ୱାରା ଆୟୋଜିତ ଏହି ଲିଗ୍  ସିନିୟର କ୍ରିକେଟ ଖେଳାଳୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ଟିକୁ କ୍ରୀଡା ସଂସଦର ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ । ସାଧାରଣ ସଂପାଦକ ହରିନାରାୟଣ ପୂଜାରୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଆଜିର ଉଦ୍‌ଘାଟନି ପର୍ବରେ  କ୍ରିକେଟ ସଂପାଦକ ଓମ୍ ପ୍ରକାଶ ଚାନ୍ଦ, ସହ-ସଂପାଦକ ଶତୃଘନ ସିଂହ, କୋଷାଧ୍ୟକ୍ଷ ପ୍ରଭାତ ମିଶ୍ର, ଫୁଟବଲ ସଂପାଦକ ହେମନ୍ତ ବେହେରା,  କାର୍ଯ୍ୟକାରୀ ସଦସ୍ୟ ସୁଧିର ଚନ୍ଦ୍ର ପଣ୍ଡା, ଜୟରାମ ମିଶ୍ର,  କ୍ରିକେଟ କୋଚ ଅରୁଣ କୁମାର ନାଏକ, ପୂର୍ବତନ ଖେଳାଳି ସୂର୍ଯ୍ୟ ମିଶ୍ର, ହରେଶ ଦାନି, ଶତୃଘନ ସିଂହ,  ଅରବିନ୍ଦ ହୋତା ଓ ବିକ୍ରମ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଆଜିର  ଏହି ମ୍ୟାଚଟି ଏନ୍‌କେସିସି ବଲାଙ୍ଗିର ଦଳ ଓ ଜିଏନ୍‌ସିସି ବଲାଙ୍ଗିର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଜିଏନ୍‌ସିସି ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଜିଏନ୍‌ସିସି ଦଳ ନିର୍ଦ୍ଧାରିତ ୧୨.୨ ଓଭରରେ ସମସ୍ତ ୱିକେଟ ହରାଇ ମାତ୍ର ୩୦ ରନ୍ ସଂଗ୍ରହ କରିଥିଲେ ।   ଏନ୍‌କେସିସି ଦଳ ପକ୍ଷରୁ ସତ୍ୟଜିତ ସିଂହଦେଓ ୬.୨ ଓଭର ୭ ରନ୍ ଦେଇ ୯ ୱିକେଟ ନେଇ ଜିଏନ୍‌ସିସି ଦଳକୁ ଧରାସାୟୀ କରିଥିଲେ । ୩୧ ରନ୍ ବିଜୟ ଲକ୍ଷକୁ ନେଇ ପଡିଆକୁ ଓହ୍ଲାଇଥିବା ଏନ୍‌କେସିସି ଦଳ ମାତ୍ର ୩.୫ ଓଭରରେ ଗୋଟିଏ ୱିକେଟ ବିନିମୟରେ ୩୧ ରନ୍  କରି ବିଜୟୀ ହୋଇଥିଲେ । ରାଘବେନ୍ଦ୍ର ସର୍ବାଧିକ ୨୨ ରନ୍ ଏନ୍‌କେସିସି ଦଳ ପକ୍ଷରୁ କରିଥିଲେ । ଏହି ଟୁର୍ଣ୍ଣାମେଣ୍ଟ ରେ ସର୍ବମୋଟ ୯ ଟି ଦଳ ଭାଗ ନେଇଥିବା ବେଳେ ଉକ୍ତ ଟୁର୍ଣ୍ଣାମେଣ୍ଟ ଟି ଦୁଇଟି ଗ୍ରୁପରେ ୨୭ ତାରିଖ ପର୍ଯ୍ୟନ୍ତ ଲିଗ୍ ମ୍ୟାଚ ଓ ୨୮ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବା ନେଇ କ୍ରିକେଟ ସଂପାଦକ ଓମ୍ ପ୍ରକାଶ ଚାନ୍ଦ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like