-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ହୀରାକୁଦ ଜଳଭଣ୍ଡାରରେ ୩ ଲକ୍ଷରୁ ଅଧିକ ପକ୍ଷୀ I

11-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)

ହୀରାକୁଦ ଜଳଭଣ୍ଡାରରେ ପକ୍ଷୀଙ୍କ ସଂଖ୍ୟା ଚଳିତ ବର୍ଷ ନୂଆ ଉଚ୍ଚତା ଛୁଇଁଛି। ଏଥର ଏହି ଜଳଭଣ୍ଡାର ଓ ସଂଲଗ୍ନ ପାୱାର ଚାନେଲ୍ ଜଳାଶୟରେ ରେକର୍ଡ ୩ ଲକ୍ଷ ୧୬ ହଜାର ୬୭୬ଟି ପକ୍ଷୀ ଥିବା ଗତ ୮ ତାରିଖରେ ହୋଇଥିବା ଗଣନାରୁ ଜଣା ପଡ଼ିଛି। ୨୦୨୨ ତୁଳନାରେ ପକ୍ଷୀଙ୍କ ସଂଖ୍ୟା ୧ ଲକ୍ଷରୁ ଅଧିକ ବୃଦ୍ଧି ପାଇଛି। ଚଳିତ ବର୍ଷ ମୋଟ ୧୦୮ ପ୍ରଜାତିର ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରେ ୧୦ଟି ନୂଆ ପ୍ରଜାତିର ପକ୍ଷୀଙ୍କୁ ଦେଖିବାକୁ ମିଳିଛି ଯେଉଁମାନେ ପ୍ରଥମ କରି ହୀରାକୁଦ ଜଳଭଣ୍ଡାରକୁ ଅତିଥି ହୋଇ ଆସିଛନ୍ତି। ଏହି ନୂଆ ପ୍ରଜାତିର ପକ୍ଷୀମାନେ ହେଲେ ବାର-ଟେଲ୍‌ଡ ‌ଗଡ୍‌ୱିଟ୍‌, ପିଏଡ୍ ହାରିଅର୍‌, କର୍ଲିଉ ସାଣ୍ଡପାଇପର୍, କଟନ୍ ପିଗ୍‌ମି ଗୁସ୍, କାସ୍ପିଆନ୍ ଟର୍ନ, ବ୍ଲୁ’ ଟେଲ୍‌ଡ ବି-ଇଟର୍‌, କ୍ରେଷ୍ଟେଡ୍ ସର୍ପେଣ୍ଟ ଇଗଲ୍, ଉଲି ନେକ୍‌ଡ ଷ୍ଟର୍କ, ୟୋଲୋ ବିଲ୍‌ଡ ଡକ୍ ଆଣ୍ଡ ପେଣ୍ଟେଡ୍‌ ଷ୍ଟର୍କ। ଚଳିତ ବର୍ଷ ଜଳଭଣ୍ଡାରକୁ ସର୍ବାଧିକ ସଂଖ୍ୟାରେ ଆସିଥିବା ପ୍ରଜାତିମାନଙ୍କ ମଧ୍ୟରେ ଲେସର ହ୍ବିସିଲିଂ ଡକ୍ ୬୬,୭୧୨ଟି, ଟଫ୍‌ଟେଡ୍ ଡକ୍ ୪୪,୮୨୦ଟି ଓ କମନ୍ କୁଟ୍ ୩୪,୬୮୦ଟି ରହିଛନ୍ତି। ଏହି ତିନି ପ୍ରଜାତିର ପକ୍ଷୀ ମିଶି ୧ ଲକ୍ଷ ୪୬ ହଜାରରୁ ଅଧିକ ବୋଲି ବନବିଭାଗ ସୂତ୍ରରୁ ଜଣା ପଡ଼ିଛି। ଜଳଭଣ୍ଡାରକୁ ଅଧିକ ସଂଖ୍ୟାରେ ଆସିଥିବା ଅନ୍ୟ ପ୍ରମୁଖ ପ୍ରଜାତି ଗୁଡ଼ିକ ହେଲେ ସ୍କିମର୍‌, କ୍ରେଷ୍ଟେଡ୍‌ ଗ୍ରେବ୍‌, ଡାର୍ଟର୍‌, କର୍ମୋରାଣ୍ଟ ଜାକାନା, ପୋଚାର୍ଡସ, ଷ୍ଟିଲ୍‌ଟ, ଲପ୍‌ୱିଂ, ସାଣ୍ଡପାଇପର୍‌, ବିଭିନ୍ନ ପ୍ରକାରର ଗଲ୍‌ସ, ଟର୍ନସ୍, ପ୍ଲୋଭର୍‌, ସ୍ରାଇକ୍ ଇତ୍ୟାଦି। ଚଳିତ ବର୍ଷ ପକ୍ଷୀ ଗଣନା ପାଇଁ ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବ୍ୟାପିଥିବା ହୀରାକୁଦ ଜଳଭଣ୍ଡାରକୁ ୧୪ଟି ଓ ପାୱାର୍‌ ଚାନେଲ୍‌କୁ ଗୋଟିଏ, ଏଭଳି ୧୫ଟି ସେକ୍ଟର୍‌ରେ ଭାଗ କରା ଯାଇଥିଲା। ସେଥି ମଧ୍ୟରୁ ଓଡ଼ିଶା-ଛତିଶଗଡ଼ ସୀମାରେ ଥିବା ସେକ୍ଟର୍‌-୬ରେ ୬୬ ପ୍ରଜାତିର ସର୍ବାଧିକ ୮୫,୨୧୬ଟି ପକ୍ଷୀ, ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ଅଞ୍ଚଳରେ ଥିବା ସେକ୍ଟର୍‌-୫‌େର ୬୫ ପ୍ରଜାତିର ୭୨,୨୭୫ଟି ପକ୍ଷୀ, ଝାରସୁଗୁଡ଼ା ଜିଲ୍ଲା ଝାରପଡ଼ା ଅଞ୍ଚଳସ୍ଥିତ ସେକ୍ଟର୍‌ ୭ରେ ୪୮ ପ୍ରଜାତିର ୪୦,୩୭୨ଟି ପକ୍ଷୀଙ୍କୁ ଗଣତି କରାଯାଇଥିଲା। ଏହି ୩ଟି ସେକ୍ଟର୍‌ରେ କେବଳ ୨ ଲକ୍ଷ ପାଖାପାଖି ପକ୍ଷୀଙ୍କୁ ଦେଖିବାକୁ ମିଳିଥିଲା। ଚଳିତ ବର୍ଷ ନୂଆ ପକ୍ଷୀମାନଙ୍କୁ ଚିହ୍ନଟ କରିଥିବା ବିଶେଷଜ୍ଞ ଓ ବନ କର୍ମଚାରୀମାନେ ହେଲେ ସଂଜୀବ ପଣ୍ଡା, ଆଶିଷ ଜେନା, ଶୁଭମ ରାଉତ, ଡ. ପ୍ରକାଶ ଜେନା, ଶୁଭେନ୍ଦୁ ଭଟ୍ଟାଚାର୍ଯ୍ୟ, ମମତା ପର୍‌ମାର, ଭୁବନେଶ୍ବର ମୁଦୁଲି, ଶୁଭେନ୍ଦୁ ମୁଦୁଲି, ଶୁଭେନ୍ଦୁ ଭଟ୍ଟାଚାର୍ଯ୍ୟ ଏବଂ ଭୁବନେଶ୍ବର ପାତ୍ର ଚିହ୍ନଟ କରିଥିଲେ ବୋଲି ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁ ପ୍ରଜ୍ଞା ଦାସ ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like