-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମଠଖାଇ ମହୋତ୍ସବର ତୃତୀୟ ସଂଧ୍ୟା.. ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଏକତାର ଆହ୍ୱାନ ଦେଲେ ମନ୍ତ୍ରୀ ଟୁକୁନୀ ସାହୁ- ସାମାଜିକ ସଚେତନତାଧର୍ମି ‘ଫୁଲଟେନସନ’ ନାଟକ ମଞ୍ଚସ୍ଥ

11-Jan-2023



ବଲାଙ୍ଗୀର(ପ୍ରେରଣା ଖବର) ନାଟକ ମାନେ ସମାଜରେ ସଚେତନତାର ବାର୍ତ୍ତା ଦେଇଥାନ୍ତି ଓ ଏକତାରେ ବାନ୍ଧି ରଖିବାରେ ସହାୟକ ହୋଇଥାନ୍ତି। ମଠଖାଇ ମହୋତ୍ସବରେ ସେଭଳି ବିଭିନ୍ନ ଭାଷାର ନାଟକ ପରିବେଷିତ ହୋଇ ଆମକୁ ସଚେତନ କରାଉଛି । ବଲାଙ୍ଗୀରର ବିକାଶ ପାଇଁ ଆମେ ସମସ୍ତେ ଏକ ହେବାର ସମୟ ଆସିଛି ବୋଲି ବଲାଙ୍ଗୀର କୋସଲ କଳାମଣ୍ଡଳ ପଡିଆରେ ଚାଲିଥିବା ସର୍ବଭାରତୀୟ ବହୁଭାଷୀ ନାଟ୍ୟମହୋତ୍ସବ ମଠଖାଇ ମହୋତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି । ଭୂମିକାର ବୀରେନ୍ଦ୍ର ବନଛୋରଙ୍କ ସଭାପତିତ୍ୱରେ ଅନୁଷ୍ଠିତ  ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବରେ ମନ୍ତ୍ରୀ ଟୁକୁନୀ ସାହୁ, ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ତଥା ମହୋତ୍ସବ କମିଟିର ଅଧ୍ୟକ୍ଷ ନରସିଂହ ମିଶ୍ର, ଜିଲ୍ଲାପାଳ ଚଞ୍ଚଳ ରାଣା, ଏସପି ନୀତିନ କୁସଲକର ଯୋଗ ଦେଇଥିଲେ । ସଂପାଦକ ନୟନ ମହାନ୍ତି ମଞ୍ଚାସୀନ ଥିଲେ । ସଂଧ୍ୟାରେ ସଭା ପୂର୍ବରୁ ପ୍ରଥମେ ପଞ୍ଚମ ଅନୁଷ୍ଠାନର କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।  

ଏହି ଅବସରରେ ଅଭିନୟ କ୍ଷେତ୍ରରେ ଉତ୍କର୍ଷତା ପାଇଁ ବିଶିଷ୍ଟ ମଞ୍ଚ ଅଭିନେତ୍ରୀ କନକ ଦଣ୍ଡସେନାଙ୍କୁ ମାନପତ୍ର, ଉପଢୌକନ ଓ ମୁମେଣ୍ଟୋ ଦେଇ ମଠଖାଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା । 
          ସଭାପରେ ଭୁବନେଶ୍ୱରର ପଞ୍ଚମବେଦ ଅନୁଷ୍ଠାନ ପକ୍ଷରୁ ଆନନ୍ଦଚନ୍ଦ୍ର ପାହିଙ୍କ ଲିଖିତ ତଥା ହରେନ ସାହୁଙ୍କ ନିର୍ଦ୍ଦେଶିତ ଫୁଲ ଟେନସନ ନାଟକକୁ ମଞ୍ଚସ୍ଥ କରିଥିଲେ । ନିଜର ବଡପଣିଆ ଜାହିର କରିବାକୁ ଯାଇ ସାଂପ୍ରତିକ ମଣିଷ ଦୁଃଖ-ଆକାଂକ୍ଷା ଓ ନୈରାଶ୍ୟ ମଧ୍ୟରେ ବ୍ୟଥିତ ତଥା ଜର୍ଜରିତ । ଇର୍ଷା-ପରଶ୍ରୀକାତରତାର ବିଷଜ୍ୱାଳାରେ ନିରୀହ ମଣିଷ ଏଠି ଛଟପଟ ହୁଏ । ବଡଲୋକି ଦେଖାଇହେବାର ଅଂଧ ପ୍ରତିଯୋଗିତାରେ ମସଗୁଲ ନର୍ମଦା  ଭଳି ପତ୍ନୀମାନଙ୍କ ଚାହିଦା ପୂରଣ କରିବାକୁ ଯାଇ ଯାହା ପାଇଁ ସେ ପାଠପଢିଲା, ମଣିଷ ହେଲା ସେମାନଙ୍କୁ ଭୁଲିଯାଏ । ଅସମୟରେ ସେମାନଙ୍କ ପାଖରେ 

 ଠିଆ ହେବାକୁ କୁଣ୍ଠାପ୍ରକାଶ କରେ । ପତ୍ନୀଙ୍କ ମନ୍ତ୍ରଣାରେ ଅଫିସ କାମର ବାହାନା କରେ । ବଡଲୋକି ଦେଖାଇ ମିଛ ବଡିମା କାଢି ଏଇ ସ୍ତ୍ରୀଲୋକମାନେ ଯେ କଣ ସାବ୍ୟସ୍ତ କରିବାକୁ ଚାହାଁନ୍ତି ତାହା ଭିନ୍ନ କଥା, କିନ୍ତୁ ନିହାର ଭଳି ସ୍ୱାମୀମାନେ ପାରିବାରିକ ଜୀବନରେ ଝଡ ସୃଷ୍ଟି ହୁଏ । ଅଶାନ୍ତ ମନରେ ଜୁଆର ଆସେ । ଆସେ ଅଯଥା ଟେନସନ । ଫୁଲ ଟେନସନ । ଏଭଳି କିଛି ବିଷୟକୁ ନେଇ ନାଟକର ଅଭିନେତା ଓ ଅଭିନେତ୍ରୀଗଣ ଖୁବ ଉଚ୍ଚକୋଟିର ଅଭିନୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like