-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଖେଳ

୧୩ରୁ ମିନି ଓ ସବଜୁନିଅର , ୧୫ରୁ ରାଜ୍ୟ ସିନିଅର ବ୍ୟାଡମିନ୍ଟନ ଚମ୍ପିଆନସିପ୍‌ ସାରା ରାଜ୍ୟରୁ ଭାଗ ନେବେ ୩୫୦ ପ୍ରତିଯୋଗୀ ବଲାଙ୍ଗିରରେ ଓଡିଶା ରାଜ୍ୟ ସିନିଅର ବ୍ୟାଡମିନ୍ଟନ ପ୍ରତିଯୋଗିତା

11-Jan-2023



ବଲାଙ୍ଗିର(ପ୍ରେରଣା ଖବର) ଗତ ଅକ୍ଟୋବର ମାସରେ ବାଲାଙ୍ଗିର ପିଆର୍ ହାଇସ୍କୁଲ ଷ୍ଟାଡିଅମରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ସବଜୁନିଅର ପ୍ରତିଯୋଗିତାର ବିଶେଷ ସଫଳତା ପରେ ପୁଣି ରାଜ୍ୟ ବ୍ୟାଡମିନ୍ଟନ ପ୍ରତିଯୋଗିତା ବାଲାଙ୍ଗିରକୁ ଫେରିଛି । ଭାରତୀୟ ତଥା ରାଜ୍ୟ ବ୍ୟାଡମିନ୍ଟନ ସଂଘର ଅନୁମୋଦନ ଦ୍ୱାରା ପିଆର ହାଇସ୍କୁଲ ଇନଡୋର ବ୍ୟାଡମିନ୍ଟନ ଷ୍ଟାଡିଅମ ଠାରେ ଜିଲ୍ଲା ବ୍ୟାଡମିନ୍ଟନ ସଂଘର ଆନୁକୁଲ୍ୟରେ ଆସନ୍ତା ଜାନୁଆରି ୧୩ରୁ ମିନି ଓ ସବଜୁନିଅର ବିଭାଗର ର‌୍ୟାଙ୍କିଂ ପ୍ରତିଯୋଗିତା ଆରମ୍ଭ ହେଉଥିବାବେଳେ ୧୫ ତାରିଖରୁ ଓଡିଶା ରାଜ୍ୟ ସିନିଅର ଚମ୍ପିଆନସିପ୍ ଅନୁଷ୍ଠିତ ହେବ । ଏଥିରେ ସାରା ରାଜ୍ୟରୁ ପ୍ରାୟ ୩୫୦ ପ୍ରତିଯୋଗୀ ଭାଗ ନେବେ, ଯାହାକୁ ବଲାଙ୍ଗିରବାସୀ ତଥା ବ୍ୟାଡମିନ୍ଟନ ପ୍ରେମୀ ନିଶୁକ୍ଳରେ ଉପଭୋଗ କରି ପ।।ରିବେ ବୋଲି ଜିଲ୍ଲା ବ୍ୟାଡମିନ୍ଟନ ସଂଘ ପକ୍ଷରୁ ଇନଡୋର ଷ୍ଟାଡିଅମରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ  ପ୍ରତିଯୋଗିତାର ସାଂଗଠନିକ ସଂପାଦକ ସୁରୁଲାଲ ମଟାରୀ ସୁଚନା ଦେଇଛନ୍ତି । 
ସେ ଆହୁରି ସୁଚନା ଦେଇଛନ୍ତି ଯେ,  ବଲାଙ୍ଗିରରେ ଓଡିଶା ରାଜ୍ୟ ସିନିଅର ବ୍ୟାଡମିନ୍ଟନ ଚମ୍ପିଆନସିପ ର ଆୟୋଜନ ବଲାଙ୍ଗିର ପାଇଁ ପ୍ରଥମ । ସାରା ରାଜ୍ୟରୁ ୨୦୦ ବଛା ବଛା ଖେଳାଳି ଏଥିରେ ଭାଗ ନେବେ । ତେଣୁ ପ୍ରତ୍ୟେକ ମ୍ୟାଚ ରୋମାଞ୍ଚକର ହେବା ନେଇ ଆଶା କରାଯାଉଛି । ଯାହା ଆମ ଅଂଚଳର ଖେଳାଳି ତଥା ବ୍ୟାଡମିନ୍ଟନ ପ୍ରେମୀଙ୍କୁ ନୁତନ ଖେଳ କୌଶଳ ଜାଣିବା ପାଇଁ ଖୋରାକ ଯୋଗାଇବ । ଉଭୟ ପୁରୁଷ ଓ ମହିଳା ବର୍ଗର ଖେଳାଳିମାନଙ୍କ ରହିବା ଓ ଖାଇବାର ସୁବନ୍ଦୋବସ୍ତ କରାଯାଇଛି ।  ବିଜୟ କୁମାର ବାଗ ସିନିଅର ଚମ୍ପିଆନସିପ୍ ର ଚିଫ୍ ରେଫରି ଓ ମ୍ୟାଚ କନ୍ଟ୍ରଲୋର ରହିବେ । ସେହିପରି ୧୩ ତାରିଖରୁ ଓଡିଶା ରାଜ୍ୟ ୯ , ୧୧ ବର୍ଷ ବର୍ଗ ପାଇଁ ମିନି ଓ ୧୫ ଓ ୧୭ ବର୍ଷ ବର୍ଗ ପାଇଁ ସବ ଜୁନିଅର ର‌୍ୟାଙ୍କିଂ ପ୍ରତିଯୋଗିତା ହେବ । ଏଥିରେ ସାରା ରାଜ୍ୟରୁ  ପ୍ରାୟ ୧୫୦ ପ୍ରତିଯୋଗି ଭାଗ ନେବାର ସୁଚନା ରହିଛି । ଲକ୍ଷପତି ନନ୍ଦ ଓ ଜୟନ୍ତ ମିଶ୍ର ଏହି ପ୍ରତିଯୋଗିତାର ରେଫରି ତଥା ମ୍ୟାଚ କନ୍ଟୋଲର ଦାଇତ୍ୱ ତୁଲାଇବେ ବୋଲି ଶ୍ରୀ ମଟାରୀ ପ୍ରକାଶ କରିଛନ୍ତି । ଆଜିର ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସଂଘ ସଭାପତି ଗୋପାଲ ପଣ୍ଡା, ଉପ ସଭାପତି ପବିତ୍ର ବେହେରା, ବରିଷ୍ଠ ସଭ୍ୟ, ଉପଦେଷ୍ଟା ବିରେନ୍ଦ୍ର ମିଶ୍ର, ଜୋନାଲ କୋଡିନେଟର ଦେବାଶିଷ ମିଶ୍ର, ଭେନ୍ୟୁ ଇନଚାର୍ଜ ଅନନ୍ତ ବେହେରା ଓ ଫୁଡ୍ ଏକୋମୋଡାସନ ଇନଚାର୍ଜ ମାନସ ମହାନ୍ତି ମଞ୍ଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like