-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କଠିନ ପରିଶ୍ରମ କର, ବାପାମାଙ୍କ ଆଶା, ଆକଂକ୍ଷା ପୂରଣ କର-ପଦ୍ମନାଭ

11-Jan-2023




ବିନିକା(ହିମାଂଶୁ ଶେଖର ପୁଟେଲ) ଭଳ ପାଠ ପଢ, କଠିନ ପରିଶ୍ରମ କର ଭବିଷ୍ୟତରେ ଜଣେ ଉତ୍ତମ ନାଗରିକ ହୋଇ ପାରିବ ତେବେ ଯାଇ ବାପା,ମା ଙ୍କ ରହିଥିବା ଆଶା,ଆକାଙ୍କିଆ ପୂରଣ ହେବ ବୋଲି ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଅତିରିକ୍ତ ଶ୍ରେଣୀ ଗୃହ ଉଦ୍ଘାଟନ ଅବସରରେ ଯୋଗଦେଇଥିବା ମୁଖ୍ୟ ଅତିଥି ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ ।କଲେଜ ଅଧ୍ୟକ୍ଷ ଡ଼ଃ  ଧୀରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତା କରି  କଲେଜରେ ପାଠ ପଡୁଥିବା ଛାତ୍ରଛାତ୍ରୀଙ୍କ ସୁବିଧା ଅସୁବିଧା ସଂପର୍କରେ କଲେଜ ଅଧ୍ୟକ୍ଷ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ନିର୍ଭର ପ୍ରତିଶୃତି ଦେଇଥିଲେ । ଅଧ୍ୟାପିକା ଦିବ୍ୟାଲୋକା ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି ଶ୍ରୀ ବେହେରା କହିଥିଲେ ଯେ ପୂର୍ବରୁ ଏହି କଲେଜ ପ୍ରାଥମିକ ସ୍କୁଲ ଠାରୁ ବି ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା ୨୦୦୯ପର ଠାରୁ ମାନ୍ୟବର ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ଏବଂ ଆମର ପ୍ରୟାସ ଜାରି ରହିଥିବାରୁ ପର୍ଯ୍ୟାପ୍ତ ଅନୁଦାନ ଯୋଗାଇ ଦିଆଯାଇ କଲେଜର ବିକାଶ ଘଟିଛି ଆଗକୁ ମଧ୍ୟ ଏହି କଲେଜର ଉନ୍ନତି ବଳବତ୍ତର ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।ସମ୍ମାନୀୟ ଅତିଥି ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ ଓ ବିନିକା ବ୍ଳକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ ଯୋଗଦେଇ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ଉତ୍ତମ ମଣିଷ ହେବାପାଇଁ ଭଳ ପାଠ ପଡ଼ିବାକୁ ପରାମର୍ଶ ଦେଇଥିଲେ ।ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଜାଗ୍ରତ ପ୍ରହରୀ ଭାବେ କାର୍ଯ୍ୟ କରି ଅଞ୍ଚଳର ସମସ୍ୟା,ବିଭିନ୍ନ କାର୍ଯ୍ୟକ୍ରମ ଲୋକ ଲୋଚନକୁ ଆଣୁଥିବା ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ସାମ୍ବାଦିକ ସୃଜନ ପଣ୍ଡା,ହିମାଂଶୁ ଶେଖର ପୁଟେଲ,ଅଶୋକ ପଣ୍ଡା,ଦିଲ୍ଲୀପ ସାହୁ,ମୁକେଶ ବଗର୍ତ୍ତି,ଦଧିବାମନ ନାୟକ,ରାମ ଗୋପାଳ ବାଘ ପ୍ରମୁଖଙ୍କୁ ଏବଂ ସମ୍ବଲପୁର ବିଶ୍ଵ ବିଦ୍ୟାଳୟ ସ୍ତରୀୟ ପରୀକ୍ଷାର (ଟପ୍ ଟେନ୍) ରାଜନୀତି ବିଜ୍ଞାନ ବିଭାଗରେ ଚତୁର୍ଥ ସ୍ଥାନ ଅଳଙ୍କୃତ କରିଥିବା ଛାତ୍ରୀ ସସ୍ମିତା ଦୋରା,ନବମ ସ୍ଥାନ ଜୟନ୍ତି ସୁନା ଓ ଶିକ୍ଷା ବିଭାଗରେ ଲିଲିମା ଦାଶ ପ୍ରମୁଖଙ୍କୁ ମୁଖ୍ୟ ଅତିଥି ସମ୍ମାନ ପତ୍ର ଓ ଉପଡୋକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ଶେଷରେ ଇତିହାସ ବିଭାଗ ମୁଖ୍ୟ ଗୋପାଳ କୃଷ୍ଣ ଦାଶ

ଧନ୍ୟବାଦ ଅର୍ପଣ କରିଥିଲେ ।ପ୍ରାରମ୍ଭରେ ବିଧାୟକ ଙ୍କ ପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଅତିରିକ୍ତ ଶ୍ରେଣୀ ଗୃହ କୁ ବିଧାୟକ ଶ୍ରୀ ବେହେରା ଉଦ୍ଘାଟନ କରିଥିଲେ ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ରୁଦ୍ର ନାରାୟଣ ଦାଶ,ବାଣୀ ପ୍ରସାଦ ବିଶ୍ଵାଳ,ବିଶ୍ଵନାଥ ମିଶ୍ର,ଭଗବାନ ସାହୁ,ମାନସ ମିଶ୍ର,ଅଧ୍ୟାପିକା ରୁବୀ ପୂଜାରୀ,ଦୀପ୍ତିରାଣୀ ସ୍ୱାଇଁ,ବିକ୍ରମ ମେହେର,ଶ୍ରୀକାନ୍ତ ମେହେର,ପ୍ରକାଶ ଦାଶ ପ୍ରମୁଖଙ୍କ ସମେତ କଲେଜର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like