-+91-9937148622 |
prerana_bgr@rediffmail.com |
Sunday 22nd March 2026 |
R.N.I. Regd No. ODIODI/2010/46693
Breaking News
11-Jan-2023
କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେଗେଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ରେଗଡା ଜଗଦିଶ ୟୁପି ସ୍କୁଲର ଛାତ୍ରୀ/ଛାତ୍ର ମାନଙ୍କୁ ନେଇ ସ୍ବଚ୍ଛତା ହିଁ ସେବାର ସଚେତନ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରେଗେଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ କର୍ମୀ ପ୍ରଶାନ୍ତ ଦୀପ , ଫାର୍ମାସିଷ୍ଟ ଗଣେଶ୍ଵର ରଣା ,ସିଏଚଓ କାଳୀ ପ୍ରସାଦ ହୋତା ତଥା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।