-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଉଦଯାପିତ ସ୍ଥାନୀୟ କଳାକାର ଙ୍କ ନାଚରେ ଦୁଲୁକିଲା ମଞ୍ଚ ।

11-Jan-2023



କର୍ଲାମୁଣ୍ଡା: (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ  ସଦର ସାଧାରଣ ପ୍ୟାରେଡ଼ ପଡ଼ିଆ ଠାରେ ୨୫ ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଙ୍କ ନେତୃତ୍ବରେ କର୍ଲାମୁଣ୍ଡା ବସ୍ତି ସ୍ଥିତ ଜଗନ୍ନାଥ ମନ୍ଦିର ଠାରୁ ଘୁମୁରା ତାଳେ ତାଳେ  ମଶାଲ ଶୋଭାଯାତ୍ରା ବାହାରି  ମଞ୍ଚ ରେ ପହଞ୍ଚିଥିଲା।ମଞ୍ଚ ରେ ମଶାଲ ପହଂଚିବା ପରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ, ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ବିଡ଼ିଓ ସୂଚରିତା ମୁଗ୍ରୀ, ଜିଲ୍ଲା ପରିଷଦ କ ଯୋନ  ସଭ୍ୟ ମହେନ୍ଦ୍ର ରଣା,  ଖ ଯୋନ ସଭ୍ୟ ସୁରେଶ ଚୌଧୁରୀ, ତହସିଲଦାର ମିଳନ କୁମାର ଝାଙ୍କର, ସଦର ସରପଞ୍ଚ ସ୍ୱର୍ଣ୍ଣ ଲତା ସାହୁ, ସିଡିପିଓ ଗିରିଜା ଗୁଡ଼ଲା  ଯୋଗ ଦେଇ ମଞ୍ଚ ଉଦଘାଟନ କରିଥିଲେ। ସନ୍ଧ୍ୟାରେ ଉଦଯାପନୀ ସମାରୋହରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ ବକ୍ତା ଭାବରେ କୋଶଳ କବି ତଥା ପଦ୍ମଶ୍ରୀ ହଳଧର ନାଗ,ସମ୍ମାନିତ ଅତିଥି ଭାବେ ବିଡିଓ ସୂଚରିତା ମୁଗ୍ରୀ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ସୁରେଶ ଚୌଧୁରୀ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ମ.ରାମପୁର ଥାନା ଅଧିକାରୀ ସଚିନ୍ଦ୍ର ପଧାନ ପ୍ରମୁଖ ଯୋଗ ଦେଇ  କଳାହାଣ୍ଡି ଉତ୍ସବ ର ଉଦେଶ୍ୟ ତଥା ଲୋକ କଳା ର ସୁରକ୍ଷା ଓ କଳାହାଣ୍ଡି ଜିଲ୍ଲାର ସାମଗ୍ରିକ ବିକାଶ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ବ୍ଲକ ର ସଫଳ ବ୍ୟକ୍ତିତ୍ୱ ସାମାଜିକ କର୍ମୀ ପ୍ରଦୀପ କୁମାର ସାହୁ, ଅବସର ପ୍ରାପ୍ତ ସୈନିକ ସୁରେନ୍ଦ୍ର ଭୋଇ, ସଫଳ ଚାଷୀ ବୁଡୁ ଭୋଇ, ଆଶା କର୍ମୀ ପ୍ରତିମା ନାଗ,     ଅଙ୍ଗନୟାଡି କର୍ମୀ ବାଛି ଛତ୍ରୀଆ,ନାଟ୍ୟ ନିର୍ଦେଶକ କୁରେସୁ ଆଚାରୀ, ଚିତ୍ର ଶିଳ୍ପୀ ବସନ୍ତ ବାଗ,ବ୍ୟାଙ୍କ କ୍ଷେତ୍ରରେ ଉତ୍ତମ ସେବା ପାଇଁ         ଜ୍ଞାନ ରଞ୍ଜନ ତ୍ରିପାଠୀ, ଅମିତ କୁମାର ସାହୁ, କର୍ଲାମୁଣ୍ଡା ବ୍ଲକ କଳାହାଣ୍ଡି ଉତ୍ସବ ରେ ସର୍ବଶ୍ରେଷ୍ଠ ଅବଦାନ ପାଇଁ ମାର୍କଣ୍ଡ ପାଢ଼ୀଙ୍କୁ, ଡୁକେରମାଲ ର  ସ୍ୱର୍ଣ୍ଣ ମୈତ୍ରୀ ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ,ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରୀ/ଛାତ୍ର ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।  ଏହି ମହୋତ୍ସବ ରେ କୃଷିବିଭାଗ, ଉଦ୍ୟାନ ବିଭାଗ, ଅଗ୍ନିଶମବିଭାଗ, ଆଇସିଡିଏସବିଭାଗ,କୃଷିଉତ୍ପାଦକଦଳ, କଳାହାଣ୍ଡି ଦିବ୍ୟଙ୍ଗମଞ୍ଚ, ଆଇ.ଜି.ଏସ.ଏସ.ଏସ ଏନଜିଓ,ପ୍ରାଣୀ ଚିକିତ୍ସା ବିଭାଗ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରଦର୍ଶନୀ ଷ୍ଟଲ ଲାଗିଥିଲା ।ବିଳମ୍ବିତ ରାତି ଯାଏଁ ସଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କ ମନ ମୋହିଥିଲା।ସଭା କାର୍ଯ୍ୟ ରେ ସାମ୍ବାଦିକ ନରୋତ୍ତମ ସେଲମା ସଂଯୋଜନା କରିଥିବା ବେଳେ ସଂସ୍କୃତିକ କାର୍ଯ୍ୟକ୍ରମ ଟିକୁ ମଧୁସୂଦନ ବାଗ ଓ ଭାଗିରଥି ଷଡ଼ଙ୍ଗୀ ,ଦୁର୍ଗା ପ୍ରସାଦ ସାହୁ ପରିଚାଳନା କରିଥିଲେ।ପୁରସ୍କାର ବିତରଣ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରେ ଉଜ୍ଜ୍ୱଳ କୁମାର ସାହୁ,ରିଟନ୍ ନାଗ,ସଞ୍ଜୟ ଦାଶ୍,ପ୍ରଦୀପ କୁମାର ମାଝୀ,ଯୋଗେଶ୍ୱର ପୋଢ଼ ,ଆଦିବାସୀ ଯୁବ ନେତା ନନ୍ଦିକିଶୋର ଭୋଇ, ରାଧେଶ୍ୟାମ ବାଗ,ରାଉତ ସୁନା, ମିଶନ ଶକ୍ତି ବିପିସି ବିପିନ କୁମାର ବାରିକ, ଓଡିଶା ଜୀବନ ଜୀବିକା ମିଶନ ବିପିଏମ୍ ଲଳିତ କୁମାର ବିଶି, ବଡ଼ ସାହୁ,କୈଳାସ ଭୋଇ,କର୍ଲାମୁଣ୍ଡା ଫଣ୍ଡି ଅଧିକାରୀ ବଂଶୀଧର ସାମଲ,ମିଶନ ଶକ୍ତି କର୍ମ କର୍ତ୍ତା, ସମସ୍ତ ସିଆରପି,ଏମବିକେ ,ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

ତେବେ ନିର୍ଦ୍ଦିଷ୍ଟ ଏକ ୱେବ ପୋର୍ଟାଲ ରେ ବ୍ଲକ ବାହାର ସଂକୃତିକ ଦଳ କାର୍ଯ୍ୟକ୍ରମ ପରିବେଷଣ କଲେ ବୋଲି ମିଥ୍ୟା ଖବର ପରିବେଷଣ କରିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।ଅନ୍ୟ ପଟେ କଳାହାଣ୍ଡି ଉତ୍ସବ କୁ ସଫଳ କରେଇଥିବାରୁ ବିଡିଓ, ତହସିଲଦାର,ବ୍ଲକ ଉପାଧ୍ୟକ୍ଷ, ଦୁଇ ଜିଲ୍ଲା ପରିଷଦ ସଭ୍ୟ, ସମସ୍ତ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ସମସ୍ତ ସିଆରର୍ପି,ଏମବିକେ, ଆଇସିଡିଏସ ର ସମସ୍ତ କର୍ମଚାରୀ, ବ୍ଲକ ର ସମସ୍ତ  କର୍ମଚାରୀ, ପୋଲିସ ପ୍ରଶାସନ, ବ୍ଲକ ର ସମସ୍ତ ସରକାରୀ, ବେସରକାରୀ ସଂସ୍ଥା ର କର୍ମକର୍ତ୍ତା, ବ୍ଲକ ର ସମସ୍ତ ଗଣ ମାଧ୍ୟମ ପ୍ରତିନିଧି,ସମସ୍ତ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ବିଭାଗ ଅଧିକାରୀ, ଅଗ୍ନିଶମ ବିଭାଗ, ବ୍ଲକ ଉତ୍ସବ ପାଳନ କମିଟି ର କର୍ମକର୍ତ୍ତା, ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିବା ସମସ୍ତ କଳାକାର, ମଞ୍ଚ ରେ ନାଚ ଗୀତ ରେ ଅଂଶ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ,ବୁଦ୍ଧିଜୀବୀ ,ସର୍ବୋପରି ମହୋତ୍ସବ ରେ ପରୋକ୍ଷ, ପ୍ରତ୍ୟକ୍ଷ ଭାବେ ସହଯୋଗ କରିଥିବା ସମସ୍ତଙ୍କୁ  ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ କୁନି ସାହୁ କୃତଜ୍ଞତା ଜଣେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like