-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ହକି ବିଶ୍ଵକପ ସଚେତନତା ରଥକୁ ବିନିକାରେ ବିପୁଳ ସମ୍ବର୍ଦ୍ଧନା

11-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଓ ଆତସବାଜି ଧ୍ବନିରେ ଆଜି ବାରବାଟି ଷ୍ଟାଡିୟମରେ ବିଶ୍ଵ ହକିକପ ପ୍ରତିଯୋଗିତା ଉଦ୍ଘାଟନ ହୋଇଥିବା ବେଳେ ଆଉ ଦିନକ ପରେ ଅର୍ଥାତ ୧୩ତାରିଖରୁ ରାଜ୍ୟର ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲା ସ୍ଥିତ ବିର୍ସାମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଟିତ ହେବ ବିଶ୍ଵ ସ୍ତରୀୟ ହକି ମହାକୁଂଭ ।ଏଥିରେ ଯୋଗଦେଇଥିବା ଦେଶ ବିଦେଶର ଖେଳାଳି ମାନଙ୍କ ପ୍ରତିଭା ପ୍ରଦର୍ଶନ ଦେଖିବା ସହିତ ତାଙ୍କୁ ଉତ୍ସାହିତ କରିବା ପାଇଁ ଏବଂ ହକି ଖେଳର ବାର୍ତା ଘରେ ଘରେ ପହଞ୍ଚାଇବା ନେଇ ସାରା ରାଜ୍ୟର କୋଣ ଅନୁକୋଣରେ ହକି ବିଶ୍ଵକପ ସଚେତନତା ରଥ ପରିକ୍ରମା କରୁଛି ।ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ହେଲା ହକିପୁର ସଚେତନତା ରଥ ବିନିକା ପହଞ୍ଚିବା ପରେ ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବ୍ୟାପକ ଭାବେ ସମ୍ବର୍ଦ୍ଧନା ଦିଆଯାଇଛି ।ମଙ୍ଗଳବାର ସଚେତନତା ରଥକୁ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା,ଅଙ୍ଗନୱାଡ଼ି କର୍ମୀ,ସ୍ବେଚ୍ଛାସେବୀ ସଙ୍ଗଠନ କର୍ମକର୍ତ୍ତା ମାନେ ଶୋଭାଯାତ୍ରାରେ ରଥକୁ ପାଛୋଟି ନେଇଥିଲେ । ପରେ ସଚେତନତା ରଥ ବ୍ଲକର ବିଭିନ୍ନ ପଞ୍ଚାୟତ ପରିକ୍ରମା ବେଳେ ସ୍ଥାନୀୟ ସରପଞ୍ଚ,କାର୍ଯ୍ୟ ନିର୍ବାହୀ ଅଧିକାରୀ,ପଞ୍ଚାୟତ କର୍ତ୍ତୃପକ୍ଷ ଓ ଗ୍ରାମବାସୀଙ୍କ ତରଫରୁ ଭବ୍ୟ ସ୍ଵାଗତ ଦିଆଯାଇଥିଲା। ସେହିପରି ବୁଧବାର ବିନିକା ଏନଏସି ପରିସରରେ ଅନୁଷ୍ଟିତ ସଭାରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା,ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ,ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ,ବିନିକା

ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ବିଡ଼ିଓ ବ୍ୟାସଦେବ ବେହେରା ପ୍ରମୁଖ ଯୋଗଦେଇଥିଲେ ।ଏହି ଅବସରରେ ଉଲୁଣ୍ଡା ବ୍ଳକ ସିଂ ପାଲି ବିଜୁ ପଟ୍ଟନାୟକ ହକି ଦଳକୁ,ସ୍ପୋର୍ଟସ କ୍ଲବ କର୍ମକର୍ତ୍ତା,ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ହକି ଡ୍ରେସ ବଣ୍ଟନ କରାଯାଇଥିଲା ।ପରେ ଅତିଥି ମାନେ ହକି ବିଶ୍ଵକପ ରଥ ସଂଭୁଖରେ ପୂଜାର୍ଚ୍ଚନା ପରେ ରଥକୁ ଆନୁଷ୍ଠାନିକ ଭାବେ ସ୍ଵାଗତ ଜଣାଇଥିଲେ ।ବିନିକା ସିଦ୍ଧାର୍ଥ କଲେଜ,ମହିଳା ଡିଗ୍ରୀ କଲେଜ,ମହିଳା ଜୁନିଅର କଲେଜ,ତୁଳସୀ ସ୍ଵୟଂ ସହାୟକ ଗୋଷ୍ଠୀ,ପରିଷଦ କର୍ମଚାରୀ,କାଉନସିଲ,ସ୍ବେଚ୍ଛାସେବୀ ସଙ୍ଗଠନ କର୍ମକର୍ତ୍ତାଙ୍କ ପ୍ରୟାସରେ ହକି ବିଶ୍ଵକପ ରଥ  ସହର ପରିକ୍ରମା କରିଥିଲା।ପରିକ୍ରମା ବେଳେ  "ଆଇ ଏଚ ଓଡ଼ିଶା ହକି,ଜିତେଗା ରେ ଭାଇ ଇଣ୍ଡିଆ ୱାଲଡ କପ ହକି ଜିତେଗା ଆଦି ଧ୍ବନିରେ କମ୍ପି ଉଠିଥିଲା ।ଅନୁଷ୍ଟିତ ଶୋଭାଯାତ୍ରାରେ ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ର,ବିନିକା ଓକିଲ ସଂଘ ସଭାପତି ସୁଧାଂଶୁ ଦାଶ, ଏନଏସି ଉପାଧକ୍ଷା ତପସ୍ୱିନୀ ମେହେର,ରଂଜନ ମିଶ୍ର,ହାଡୁ ମେହେର,ଭୀମସେନ ସାହୁ ପ୍ରମୁଖଙ୍କ ସମେତ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା,କ୍ରୀଡାବିତ,ଖେଳାଳି,ସଚେତନ ନାଗରିକ,ଅଞ୍ଚଳର ଜନସାଧାରଣ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like