-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||     

HOME   ଜିଲ୍ଲା

ସୋମନାଥ ପାଢୀଙ୍କ ପରଲୋକ

11-Jan-2023



ବଲାଙ୍ଗିର,- ବଲାଙ୍ଗିର ସହର ରୁଗୁଡିପଡାର ଜଣାଶୁଣା ଭଗବତପ୍ରେମୀ ସୋମନାଥ ପାଢୀ (୮୬) ଙ୍କ ବୁଧବାର ପୂର୍ବାହ୍ନ ୯ ଟା ୧୦ ମିନିଟ ରେ ନିଜ ବାସଭବନରେ ପରଲୋକ ହୋଇଯାଇଛି । ସେ ଜଣେ ଦରଦୀ ମଣିଷ ଓ ଭଗବତ ପ୍ରେମୀ ଓ ବିଶ୍ୱାସୀ ଭାବେ ଜନମାନସରେ ବେଶ ପରିଚିତ ଥିଲେ । ଏହି ଖବର ପ୍ରଚାରିତ ହେବା ପରେ ଶେଷ ଦର୍ଶନ ପାଇଁ ସହରର ବିଭିନ୍ନ ବର୍ଗର ଲୋକେ ରୁଗୁଡିପଡା ବାସଭବନକୁ ଆସି ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ । ମୃତ୍ୟୁ ଶର୍ଯ୍ୟା ନିକଟରେ ଝିଅ ସୌଦାମିନୀ, ଜ୍ୱାଇଁ ଦିଲିପ, ପୁତ୍ର ହିମାଂଶୁ, ପୁତ୍ରବଧୂ ଅନୁପମା, ନାତି ଚନ୍ଦ୍ର ଶେଖର, ଅନଶୁମାନ, ଚିନ୍‌ୟ, ରାମ, ସରୋଜ, ନାତୁଣୀ ବର୍ଷା, ବିଗୁଲ, ଅଣନାତି ଆରୁଷ, କୀର୍ତ୍ତୀମାନ, ଅଣ ନାତୁଣୀ ଆରବି, ଅବନ୍ତୀକା ଓ ପରିବାର ବର୍ଗ ଉପସ୍ଥିତ ଥିଲେ । ପରେ ଦିବା ୧୧ ଟାରେ ଏକ ବିରାଟ ଶୋଭାଯାତ୍ରାରେ ସ୍ୱର୍ଗତ ସୋମନାଥଙ୍କ ମର ଶରୀରକୁ ରୁଗୁଡିପଡା ଦୁର୍ଗା ପୂଜା ମଣ୍ଡପ ପର୍ଯ୍ୟନ୍ତ ଅଣାଯାଇଥିଲା । ସେଠାରୁ ଅନ୍ତିମ ଯାତ୍ରା ପୁରୀ ସ୍ୱର୍ଗଦ୍ୱାର ଅଭିମୁଖେ ଯାଇଥିଲେ । ପୁରୀ ସ୍ୱର୍ଗଦ୍ୱାରରେ ପୁଅ ବରିଷ୍ଠ ସାମ୍ବାଦିକ ହିମାଂଶୁ ଶେଖର ପାଢୀ ମୁଖାଗ୍ନି ଦେଇଥିଲେ । ପ୍ରକାଶ ଥାଉକି ସ୍ୱର୍ଗତ ସୋମନାଥଙ୍କ ସହ ଧର୍ମନୀ ଦେବଦୁତି ଙ୍କ ୧୮ ଦିନ ପୂର୍ବେ ପରଲୋକ ହୋଇଥିବା ବେଳେ ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   22-Mar-2026
  ଜିଲ୍ଲା  
*ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   22-Mar-2026
  ଜିଲ୍ଲା  
ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   22-Mar-2026
  ଜିଲ୍ଲା  
*ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   22-Mar-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   22-Mar-2026

You Might Also Like