-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଲପଙ୍ଗା କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ହାଡ଼ିପାଲି ଚମ୍ପିୟାନ I

12-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ଜ଼ିଲ୍ଲା ରେଙ୍ଗାଲି ବ୍ଲକ ଲପଙ୍ଗା ଠାରେ ଚାଲିଥିବା ଜେଏସ୍ ଡବ୍ଲୁ ଫାଉଣ୍ଡେସନ ପ୍ରାୟୋଜିତ ତ୍ରୀଦିବସୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି I ଲପଙ୍ଗା ନେହେରୁ ଯୁବକ ସଂଘର ସଭାପତି ତଥା ସମିତି ସଭ୍ୟ କିରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳରେ ଫ୍ରେଣ୍ଡସ୍ କ୍ଲବ ହାଡ଼ିପାଲି ୧-୦ ଗୋଲରେ ସମଲେଶ୍ୱରୀ କ୍ଲବ ଖିଣ୍ଡାକୁ ପରାଜିତ କରି ଚଳିତ ବର୍ଷର ଚମ୍ପିୟାନ ହୋଇଥିଲା I ଏହି ଅବସରରେ ପୁରସ୍କାର ବିତରଣୀ ସମାରୋହରେ ରେଙ୍ଗାଲି ଗୋଷ୍ଠୀ ଉର୍ନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଳପତି ମୁଖ୍ୟ ଅତିଥି ତଥା ଠେଲକୋଲି ଥାନାଧିକାରୀ ବିଭୁତି ଭୂଷଣ ଦଳାଇ, ଜେଏସ୍ ଡବ୍ଲୁ ଫାଉଣ୍ଡେସନର ଉପ ସଭାପତି ଧନଞ୍ଜୟ ସିଂହ୍ନI,ଜେଏସ୍ ଡବ୍ଲୁ ଫାଉଣ୍ଡେସନର ଏଜିଏମ ଡେନିସ ନାୟକ, ପିୟୁଷ ମହାନ୍ତି, ସୁବ୍ରତ ତ୍ରିପାଠୀ, ପ୍ରମୋଦ ପାତ୍ର, ପୂର୍ବତନ ଜ଼ିଲ୍ଲା ପରିଷଦ ସଦସ୍ୟ ଇଂ. ଗାନ୍ଧୀ ବେହେରା, ପ୍ରକାଶ ପୋଦ୍ଧାର, ମନୋଜ ଦାସ, ବାବଲୁ ରାଉତ ଗୋପୀ ମେହେର, ଅଶୋକ ସାହୁ, ଜଗନ୍ନାଥ ପ୍ରଧାନ ପ୍ରମୁଖ ସଂମ୍ବାନୀତ ଅତିଥି ଭାବେ ଯୋଗଦାନ କରି ବିଜେତା ଦଳକୁ ନଗଦ ୩୦ ହଜାର ଟଙ୍କା ସହ ଟ୍ରଫି ଏବଂ ଉପ ବିଜେତା ଦଳକୁ ନଗଦ ୨୦ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ I ଟୁର୍ଣ୍ଣାମେଣ୍ଟରେ ୧୬ ଟି ଦଳ ଅଂଶ ଗ୍ରହଣ କରିଥିଲେ I ଯୁବକ ସଂଘର ସମସ୍ତ ସଦସ୍ୟଙ୍କ ସମେତ ଲପଙ୍ଗା ଗ୍ରାମବାସୀ ସକ୍ରୀୟ ସହଯୋଗ କରିଥିଲେ I ଚନ୍ଦ୍ର କିସାନ, ରାଜ କୁମାର ମଣ୍ଡଳ, ଶତପଦୀ ଜୟପୁରିଆ, ନୀଳ ନାୟକ ଏବଂ ରାଜେଶ ପଟେଲ ଖେଳ ପରିଚାଳନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like