-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||     

HOME   ଜିଲ୍ଲା

ପୁର୍ବ ଶତ୍ରୁତା କୁ କେନ୍ଦ୍ର କରି ମାରପିଟ୍

12-Jan-2023



ଦେଓଗାଁ(ପ୍ରେରଣା ଖବର):ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ କନ୍ଧେଇମାଲ ଗାଁ ରେ ଗୋଷ୍ଠୀ ସଂଘର୍ଷ ଘଟି ଥିବା ଖବର ମିଳିଛି l ସୂଚନାରୁ ପ୍ରକାଶ ଯେ, ଗତକାଲି କନ୍ଧେଇମାଲ୍ ଗାଁ ର ଦୁଇ ବାପ ପୁଅ ରାଧେଶ୍ଯାମ ପୋଢ଼  (୫୦) ଓ ପ୍ରଦୀପ ପୋଢ଼ (୨୮) ଙ୍କୁ ତାଙ୍କ ଜଣେ ସମ୍ପର୍କିୟ ନବୀନ ପୋଢ଼ (୨୪) ଅତର୍କିତ ଆକ୍ରମଣ କରିଥିବା ବେଳେ ରାଧେଶ୍ୟାମ ଓ ପ୍ରଦୀପ

ମଧ୍ୟ ନବୀନ କୁ ପାଲଟା ଆକ୍ରମଣ କରି ଲହୁଲୁହାଣ କରି ଦେଇଛନ୍ତି l ଦୁଇ ଗୋଷ୍ଠୀ ର ମାରପିଟ୍ ରେ ନବୀନ ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି l ଏପଟେ ଆକ୍ରମଣରେ ରାଧେଶ୍ଯାମ ଙ୍କ ହାତ ଭାଙ୍ଗିବା ସହ ତାଙ୍କ ପୁଅ ପ୍ରଦୀପ ମଧ୍ଯ ଗୁରୁତର ଭାବେ ଆହତ ହୋଇଛନ୍ତି l ଏ ସମସ୍ତଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲର ସର୍ଜରୀ ୱାର୍ଡରେ ଭର୍ତି କରାଯାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   23-Mar-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   22-Mar-2026
  ଜିଲ୍ଲା  
*ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   22-Mar-2026
  ଜିଲ୍ଲା  
ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   22-Mar-2026
  ଜିଲ୍ଲା  
*ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   22-Mar-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026

You Might Also Like