-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ହକି ପୁରୁଷ ବିଶ୍ୱ କପ ଉଦଘାଟନୀ ଉତ୍ସବ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ର ପଏଁରୀ ।

12-Jan-2023



-ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଏ ମାଟି ର କଳା ଓ ସଂସ୍କୃତି କ୍ଷେତ୍ର ରେ ପ୍ରଚାର ପ୍ରସାର କରୁଥିବା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଗତ ହକି ପୁରୁଷ ବିଶ୍ୱ କପ ର ଉଦଘାଟନୀ ଉତ୍ସବ ବାରବାଟୀ ଷ୍ଟାଡିଅମ କଟକ ଠାରେ ପଶ୍ଚିମାଞ୍ଚଳ ର ପାରମ୍ପରିକ ଲୋକ ବାଦ୍ୟ ଲୋକ ନୃତ୍ୟ ପରିବେଷଣ କରି ଅନୁଷ୍ଠାନ ତଥା ସୁବର୍ଣ୍ଣପୁର ଜିଲ୍ଲା ର  ଗୌରବ ବଢ଼ାଇଛନ୍ତି | ବିଭିନ୍ନ ଜିଲ୍ଲା ରୁ ଆସିଥିବା 120 ଜଣ ଆଦିବାସୀ ଓ ଲୋକ କଳାକାର ଙ୍କୁ ନେଇ ଏକ ବର୍ଣ୍ଣାଢ୍ୟ ସମାବେଶ ରେ ସୁନ୍ଦର ନୃତ୍ୟ ସଂଯୋଜନା କରିଥିଲେ ଓଡିଶା ସଂଗୀତ ନାଟକ ଏକାଡେମି ର ସଭାପତି ପଦ୍ମଶ୍ରୀ ଗୁରୁ ଅରୁଣା ମହାନ୍ତି ଓ ସଚିବ ଶ୍ରୀ ପ୍ରବୋଧ ରଥ | ଗବେଷକ ତଥା ପଏଁରୀ ଅନୁଷ୍ଠାନ ନୃତ୍ୟ ନିର୍ଦେଶକ ଶ୍ରୀ ଚୌଧୁରୀ ବିଭାରଙ୍କ ସହିତ ବାଦ୍ୟ କଳାକାର ଜଗନ୍ନାଥ ତଣ୍ଡିଆ, ବିକାଶ ଭୋଇନା, ରାଜେନ୍ଦ୍ର କଲେତ, ଲୋଚନ ଖପରଧୁଆ, ବିକାଶ କଲେତ, ବାଲ୍ମୀକି କଲେତ, ପ୍ରଶାନ୍ତ ମାଲି, ସୁଦାମ ସିନ୍ଦିରିଆ, କରନ କଲେତ ଓ ତରଣୀ ନାଏକ ସମେତ ଆମ ଅଂଚଳ ର ପାରମ୍ପରିକ ଲୋକ ବାଦ୍ୟ ଢୋଲ, ନିଶାନ, ତାସା, ଝାଞ ଓ ମୁହୁରୀ ମିଶ୍ରଣ ରେ ଭରନି ଓ ନାଚନିଆ ଲୋକ ବାଦ୍ୟ ପରିବେଷଣ କରି ଉପସ୍ଥିତ ଦର୍ଶକ, ଖେଳାଳୀ ଓ ଅତିଥି ଙ୍କୁ ବିମୋହିତ କରିଥିଲେ l ପଏଁରୀ ଅନୁଷ୍ଠାନ କୁ ବିଶ୍ୱ ହକି ଉତ୍ସବ ରେ ଅଂଶ ଗ୍ରହଣ କରିବାର ଏଇ ଅପୂର୍ଵ ସୁଯୋଗ ଦେଇଥିବାରୁ ଜ଼ିଲ୍ଲା ଓ ରାଜ୍ୟ ପ୍ରଶାସନ ସମେତ ଓଡିଶା ସଙ୍ଗୀତ ନାଟକ ଏକାଡେମୀ ର ସଚିବ ଶ୍ରୀ ପ୍ରବୋଧ ରଥ ଙ୍କୁ ଏ ଅନୁଷ୍ଠାନ ଧନ୍ୟବାଦ ଓ ଗଭୀର କୃତଜ୍ଞତା ଜଣାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like