-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||     

HOME   ଜିଲ୍ଲା

ଲୋକ ମହୋତ୍ସବ ୨୦୨୩ ପାଇଁ ପହଂଚିଲେ କଲାକାର।

12-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)ଆରମ୍ଭ ହୋଇଯାଇଛି କଲାକାରଂକ ସମାବେଶ। ଲୋକ ମହୋତ୍ସବ ୨୦୨୩ ପାଇଁ ପହଂଚିଲେ ଲୋକ କଲାକାର। ରାଜ୍ୟ ର ବିଭିନ୍ନ ଅଂଚଲରୁ କଲାକାର ମାନେ ପହଂଚିବା ପରେ ରହଣି ଉପସମିତି  ଏବଂ ଟିମ ଉପସମିତି ପକ୍ଷରୁ ସ୍ବାଗତ କରାଯାଇଛି।  କାଇଁଶିର ଛାତ୍ରାବାସରେ କଲାକାର ମାନଂକ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ଲୋକ ମହୋତ୍ସବ ୨୦୨୩ ର ସଂଯୋଜକ ରଂଜନ ସାହୁ  ମାଁ ସମଲେଇଙ୍କ ଠାରେ ପୁଜାବିଧାନ କରିବା ପରେ କଲାକାର ମାନଂକ ପାଇଁ ହଷ୍ଟେଲ ଖୋଲା  ହୋଇଥିଲା। ଆଜି ସର୍ବ ପ୍ରଥମେ ଗୁରୁ ଗଂଗାଧର ଦାସଂକ ଲୋକ ଶାସ୍ତ୍ର କଲା ପରିଷଦର କଲାକାର ମାନେ ସର୍ବ ପ୍ରଥମେ ପହଂଚି ଥିଲେ। ରାଜ୍ଯସ୍ତରୀୟ ଲୋକ କଲାକାର ମାନେ ପ୍ରଥମ ଦିନ ପହଂଚିବା ଯୋଜନା ରହିଥିବା ବେଲେ ୧୩ ତାରିଖ ସକାଲୁ ଜାତୀୟ ସ୍ତରର କଲାକାର ମାନେ ପହଂଚିବେ। ରହଣି ଉପସମିତି ପକ୍ଷରୁ ଆବାହକ ଅମିତ କୁମାର ପତି, ସୁନିଲ ତ୍ରୀପାଠୀ, ଆଲୋନ ପଣ୍ଡା, ପ୍ରଦିପ୍ତ ପଟେଲ ଏବଂ ଟିମର ସଦସ୍ଯ ମାନେ ଉପସ୍ଥିତ ରହି କଲାକାର ମାନଂକୁ ସ୍ବାଗତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026
  ଜିଲ୍ଲା  
ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   23-Mar-2026
  ଜିଲ୍ଲା  
*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   23-Mar-2026
  ଜିଲ୍ଲା  
ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   23-Mar-2026
  ଜିଲ୍ଲା  
ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   23-Mar-2026
  ଜିଲ୍ଲା  
ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   23-Mar-2026
  ଜିଲ୍ଲା  
ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !   23-Mar-2026
  ଜିଲ୍ଲା  
ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   23-Mar-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026

You Might Also Like