-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ନିରତାର ପକ୍ଷରୁ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇ ସାଇକଲ ଏବଂ ଟ୍ରାନସଂଜେଣ୍ଡରଙ୍କୁ ଭତ୍ତା ପ୍ରଦାନ

04-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ବଲାଙ୍ଗିର କେନ୍ଦ୍ରୀୟ ବିଦ୍ୟାଳୟ ନିକଟସ୍ଥ ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନଃର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ (ନିରତାର) କେନ୍ଦ୍ର ତରଫରୁ କରୋନା କୋଭିଡ-୧୯କଟକଣା ଅନୂପାଳନ ପୂର୍ବକ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଅଛି । ସେଣ୍ଟର ଅଫିସ ଇନଚାର୍ଜ ସୁରେନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସମ୍ମାନୀତ ଅତିଥି ଭାବରେ ମୁନିସିପାଲିଟି ଏକ୍‌ଜ୍ୟୁକିଟିଭ୍ ଅଫିସର ମନୋଜ ସତ୍ୟବାନ ମହାଜନ, ଜିଲ୍ଲା ଚିକିତ୍ସା ଅଧିକାରୀ ଡ.ଭୀମ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା,ଡିଏସଏସଓ ନବ କିଶୋର ସାହୁ,ଡ. ଜେ.କେ ପୃଷ୍ଟି,ଡ.ଆର୍ଶିବାଦ ଶତପଥି,ଡ.ପୁଷ୍ପରଂଜନ ମିଶ୍ର ପ୍ରମୁଖ ଯେଗାଦାନ କରିଥିଲେ । ଭିନ୍ନକ୍ଷମ ହେଲେ ମଧ୍ୟ ଦିବ୍ୟଙ୍ଗମାନେ ବିଭିନ୍ନ କ୍ଷେତ୍ରରେ ନିଜସ୍ୱ ପାରଦର୍ଶିତା ପ୍ରଦର୍ଶନ କରି ଦେଶ ତଥା ସମାଜର ଗୌରବ ଆଣିବା ସହ ମାନବିକତା ସେବାରେ ସେମାନଙ୍କ ଦୃଷ୍ଟାନ୍ତ ମୂଳକ ଯୋଗଦାନ ବିଷୟରେ ଅତିଥି ବୃନ୍ଦ ମତ ପ୍ରକାଶ କରିଥିଲେ । ଜିଲ୍ଲାପାଳ ଚଳିତ ବଷର୍ର “ଲିଭ ନୋ ୱାନ୍ ବିହାଇଣ୍ଡ” ବାର୍ତ୍ତା ପ୍ରଦାନ କରି ଏ ଦିଗରେ ସମସ୍ତ ଅଧିକାରୀ ଏବଂ ବ୍ୟକ୍ତି ବିଶେଷ ଦିବ୍ୟାଙ୍ଗ ମାନଙ୍କୁ ସ୍ନେହ ସ୍ୱଭାବ ପ୍ରଦର୍ଶନ ପୂର୍ବକ ସେମାନଙ୍କ ସାମାଜିକ ଏବଂ ସାଂସ୍କୃତିକ ବୃଦ୍ଧି ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଅଛନ୍ତି । 
    ଏହି ଅବସରରେ ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇ ସାଇକଲ ଏବଂ ଟ୍ରାନସଂଜେଣ୍ଡରଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା । ପରେ ଦିବ୍ୟାଙ୍କ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । କାର୍ଯ୍ୟକ୍ରମରେ ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ,ରବି ଚନ୍ଦ୍ର ପଶାୟତ,ସର୍ବଶିକ୍ଷା ଅଭିଯାନର ଆଇ.ଡି ସଂଯୋଜକ ପ୍ରଶାନ୍ତ ସରାପ, ବାବୁଲାଲ ସୁନା, ସୋମ୍ୟ ମିଶ୍ର, ରିଙ୍କୁ ବାରିକ,ସଂଗୀତା ରାଉତ  , ବିଭିନ୍ନ ବ୍ଲକର ବି.ଆର.ଟି , ଦିବ୍ୟାଙ୍ଗ ତଥା ଜନସାଧାରଣ ଉପସ୍ଥିତ ଥିଲେ । ରଂଜିତା ପଣ୍ଡା ଏବଂ ପଙ୍କଜ ରାଉତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଡ. ସୂରଜ କୁମାର ବଡଜେନା (ଫିଜିଓଥେରାପିଷ୍ଟ) ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like