-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବିବେକାନନ୍ଦ ଜୟନ୍ତୀରେ ବଲାଙ୍ଗିର ଜିଲ୍ଲା ଗାୟତ୍ରୀ ପରିବାରର ରକ୍ତଦାନ ଶିବିର

12-Jan-2023



ବଲାଙ୍ଗିର(ପ୍ରେରଣା ଖବର) ଆଜି ଦିବା ଘ.୧୦.୩୦ମି. ସମୟରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ରକ୍ତ ଭଣ୍ଡାର ପ୍ରାଙ୍ଗଣରେ ବଲାଙ୍ଗିର ଜିଲ୍ଲା ସମନ୍ୱୟ ସମିତି ଗାୟତ୍ରୀ ପରିବାର ତରଫରୁ ଜିଲ୍ଲା ସଂଯୋଜକ ଉଦୟନାଥ ପାତ୍ରଙ୍କ ସଭାପତିତ୍ୱରେ ସ୍ୱାମୀ ବିବେକାନନ୍ଦ, ପଣ୍ଡିତ ଶ୍ରୀରାମ ଶର୍ମା ଓ ମାତା ଗାୟିତ୍ରୀଙ୍କ ପୂଜକ ଅନୁଷ୍ଠିତ ହୋଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଜଗନ୍ନାଥ ପଣ୍ଡା ରକ୍ତ ଭଣ୍ଡାରର ମୁଖ୍ୟ ଡାକ୍ତର ଅର୍ପିତା ପାଣ୍ଡିଆ ଅତିଥି ଭାବରେ ଯୋଗ ଦେଇଥିଲେ । ବିଭିନ୍ନ ସ୍ଥାନରୁ ଗାୟତ୍ରୀ ପରିବାର ର ଭାଇ ଭଉଣୀମାନେ ରକ୍ତଦାନ କରିଥିଲେ । ରକ୍ତଦାନ କରିଥିବା ସାଗରିକା ଗୁରୁ, ବରୁଣ ସୁନା, ଲାଲବାହାଦୁର ପାତ୍ର, ଅଙ୍କିତ ଚାନ୍ଦ, ଅନଙ୍ଗ ଉଦୟ ଗଡତ୍ୟା, ମହିମା କୁକ୍ରେଜା, ନାରାୟଣ ସାହୁ, ସ୍ୱରଜିତ ଶତପଥି, ଶ୍ରୀକାନ୍ତ ସାହୁ, ନିହାରିକା ମିଶ୍ର, ସନ୍ତୋଷିନୀ ମିଶ୍ର, ଶ୍ରୀମନ୍ଦିନୀ ସାହୁ, କ୍ଷମାନିଧି ଭୋଇ, ଆନନ୍ଦ ଅଗ୍ରୱାଲ, ଆସମାନ ସାହୁ, ପ୍ରହଲ୍ଲାଦ ଛତର, ବସନ୍ତ ବେହେରା, ଓମ୍ ପ୍ରକାଶ ଗୁରୁ, ମନିଷ ଝା, ବିଜୟା ପୃଷ୍ଟି, ଶୁଶାନ୍ତ ବିଶ୍ୱାଲ, ବିନିତ ଜୈନ, ଗୀତା ଭୋଇ, ପରଚ୍ୟୁମ ସାହୁ, ବିଭୋର କେଡିଆ, ଅମ୍ବରିଶ ତ୍ରିପାଠି, ବିନୋଦ ପ୍ରଧାନ, ସନମୟ ଦାଶ ପ୍ରମୁଖ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବଲାଙ୍ଗିର ଜିଲ୍ଲା ସମନ୍ୱୟ ସମିତି ପ୍ରତ୍ୟେକ ବ୍ଲକ ର ଭାଇ ଭଉଣୀ ଏବଂ ବଲାଙ୍ଗିର ଗାୟତ୍ରି ଟ୍ରଷ୍ଟର ଭାଇ ଭଉଣୀମାନେ ସହଯୋଗ କରି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ । ମେଡିକାଲ କଲେଜର ଡା. ସୁମିତ ମୁଣ୍ଡ, ଶେଖ୍ ଅସରଫ, ନମିତା ମେହେର, ଜ୍ୟୋର୍ତିମୟୀ ନାଏକ, ନିରୁପମା ଜାଲ, ଦୁର୍ଗା ପ୍ରସାଦ ଆଚାର୍ଯ୍ୟ ପ୍ରମୁଖ ରକ୍ତ ସଂଗ୍ରହ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like