-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଧର୍ମଗଡଠାରେ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ କ୍ରାନ୍ତିଯାତ୍ରା ।

12-Jan-2023



କଳାହାଣ୍ଡି /ନର୍ଲା (ସଞ୍ଜିବ ଦାସ)
ଭାରତୀୟ ସ୍ଵାଧିନତା ସଂଗ୍ରାମର ମହାନାୟକ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ଦେଶପାଇଁ ଅବଦାନ ଅତୁଳନୀୟ ।ବିଶ୍ଵଯୁଦ୍ଧ ସମୟରେ ବିଦେଶ ଭୂମିରେ ଆଜାଦ ହିନ୍ଦ୍ ଫୌଜ୍ ଓ ଆଜାଦ୍ ହିନ୍ଦ୍ ସରକାର ଗଠନ କରି ୧୯୪୩ ମସିହା ଡିସେମ୍ବର ୩୦ ତାରିଖରେ ଭାରତର ସ୍ଵତନ୍ତ୍ରତା ଘୋଷଣା କରିଥିଲେ ।ଏହା ଭାରତର ବ୍ରିଟିସ୍ ସରକାରଙ୍କୁ ଦୋହଲାଇ ଦେବାରେ ସମର୍ଥ ହୋଇଥିଲା ।ନେତାଜୀଙ୍କର ଏହି ପଦକ୍ଷେପକୁ ତତକାଳୀନ ବିଶ୍ଵର କିଛି ଦେଶ ସମର୍ଥନ କରିଥିଲେ । ଫଳରେ ଭାରତର ସ୍ଵାଧିନତା ପ୍ରାପ୍ତି ପ୍ରକ୍ରିୟା ଅଧିକ ତ୍ଵରାନ୍ଵିତ ହୋଇଥିଲା ।ନେତାଜୀଙ୍କର ଏହି ମହାନ୍ ଆଦର୍ଶକୁ ପାଥେୟ କରି ଜନସାଧାରଣଙ୍କ ମଧ୍ୟରେ କ୍ରାନ୍ତିକାରୀ ଚେତନା ଜାଗ୍ରତ ନିମନ୍ତେ ପ୍ରୟାସ କରୁଛି କଳାହାଣ୍ଡି ବିକାଶ ପରିଷଦ ।ଚଳିତ ଡିସେମ୍ବର ୩୦ ତାରିଖଠାରୁ  କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ପରିଷଦ ପକ୍ଷରୁ କ୍ରାନ୍ତି ଦିବସ ପାଳନ କରି, ଏହି ଦିନ ଠାରୁ କ୍ରାନ୍ତିଯାତ୍ରା ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ୧୮ଟି ବ୍ଲକକୁ ପରିକ୍ରମା କରୁଛି ।ଏହା ଜନସାଧାରଣଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ପ୍ରତି ସଚେତନ କରାଉଛି । ଏହି ପରିପେକ୍ଷୀରେ ତା ୧୨/୦୧/୨୦୨୩ରିଖ ଗୁରୁବାର ଦିନ କଳାହାଣ୍ଡି ଜିଲ୍ଲା ଧର୍ମଗଡ ପଂଚାୟତ କଲେଜ ଠାରୁ ଭଣ୍ଡାର ଘରଣୀ ମନ୍ଦିର ପର୍ଯ୍ୟନ୍ତ ଏହି କ୍ରାନ୍ତି ଯାତ୍ରା ପରିକ୍ରମା କରିଥିଲେ ।

ଏହି କ୍ରାନ୍ତିଯାତ୍ରା କଳାହାଣ୍ଡି ବିକାଶ ପରିଷଦର ଅଧ୍ୟକ୍ଷା ଡ: ସୁନୀତି ମୁଣ୍ଡଙ୍କ ନେତୃତ୍ବରେ ଆୟୋଜିତ ହୋଇଥିଲା ।ଏଥିରେ  ଧର୍ମଗଡ ବ୍ଲକରବଘନଶ୍ୟାମ ଅଗ୍ରୱାଲ, ସୁରେଶ ମୁଣ୍ଡ,ମହିନ୍ଦ୍ର ପାତ୍ର, ସରୋଜ ପଣ୍ଡା, ବିରଞ୍ଚି ନାରାୟଣ ବେହେରା, ଗୌର ଚନ୍ଦ୍ର ନାଏକ,ବିରଞ୍ଚି ନାଏକ, ରାଜେନ୍ଦ୍ର ନାଏକ,ସନ୍ୟାସୀ ବାଗ,ମନୋଜ ମୁଣ୍ଡ, ସୁବାଷ ନାଏକ,ସୁରେନ୍ଦ୍ର ନାଏକ,ଜିତେନ୍ଦ୍ର ସାହୁ, ଚନ୍ଦନ ପାତ୍ର ବୁନା ପଣ୍ଡା, ଶଶାଙ୍କ ଦାଶ ପ୍ରମୁଖ ଧର୍ମଗଡ଼ କ୍ରାନ୍ତି ଯାତ୍ରାରେ ଯୋଗଦେଇଥିଲେ । ଜିଲ୍ଲାର ୧୮ଟି ବ୍ଲକର ଜନସାଧାରଣଙ୍କୁ ସାମ୍ବିଧାନିକ ଅଧିକାର ଓ କର୍ତ୍ତବ୍ୟ ପ୍ରତି ସଚେତନ କରି ଆସନ୍ତା ଜାନୁୟାରୀ ୨୩ ତାରିଖରେ ଉଦଯାପିତ ହେବ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like