-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଡାଏଟ ପରିସରରେ ସାଂସ୍କୃତିକ ମଂଚ ଉଦ୍‌ଘାଟନ କଲେ ମାନ୍ୟବର ବିଧାୟକ ନରସିଂହ ମିଶ୍ର, ଶୃଙ୍ଖଳା ହିଁ ବିକାଶ ର ମୂଳମନ୍ତ୍ର

12-Jan-2023



ବଲାଙ୍ଗିର- ସବୁ କ୍ଷେତ୍ରରେ ଶୃଙ୍ଖଳିତ ହେଲେ ଯାଇ ଆମେ ସଫଳତା ହାସଲ କରିପାରିବା । ଶୃଙ୍ଖଳା ବିନା ପ୍ରଗତି ଏବଂ ବିଜୟ ଅସମ୍ଭବ । ଶୃଙ୍ଖଳିତ ରୁଷ ସୈନ୍ୟ ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ଜର୍ମାନୀକୁ ପରାଜିତ କରିପାରିଥିଲେ । ଶିକ୍ଷା ମୌଳିକ ଅଧିକାର ହୋଇ ମଧ୍ୟ ଓଡିଶା ଶିକ୍ଷା କ୍ଷେତ୍ରରେ ଢେର ପଛୁଆ । ଉଚ୍ଚମାନ ଶିକ୍ଷାର ଏଠି ଘୋର ଅଭାବ । କେରଳ ରାଜ୍ୟରେ ସାକ୍ଷରତା ହାର ଶତପ୍ରତିଶତ । ଏଣୁ ସାମାଜିକ ତଥା ଅର୍ଥନୈତିକ କ୍ଷେତ୍ରରେ କେରଳବାସୀ ବହୁ ଆଗରେ । ୨୦୧୬ ପର ଠାରୁ ନିଯୁକ୍ତି ତଥା ଶିକ୍ଷକର ର ଘୋର ଅଭାବ । ପେଟ ଚାଖଣ୍ଡେ ପାଇଁ ବାହାର ରାଜ୍ୟକୁ ଦାଦନ ଖଟି ଯାଉଛନ୍ତି ଓଡିଶା ର ଶିକ୍ଷିତ ବେକାର ଯୁବକ ଯୁବତି । ୩୦ ପିଲାରେ ଗୋଟିଏ ଶିକ୍ଷକ ରହିବା ପ୍ରାବଧାନ ଥିବା ବେଳେ ଓଡିଶାର ସ୍ଥିତି ନ କହିବା ଭଳ । ଶିକ୍ଷିତ ସମାଜର ବର୍ତମାନ ଚିନ୍ତା କରିବାର ସମୟ ଆସିଛି ଓ ସରକାର ଉପରେ ଚାପ ପକାଇ ସମାଜର ସମାଜିକ ତଥା ଅର୍ଥନୈତିକ ବିକାଶ ଦିଗରେ ଭାଗିଦାରି ହେବା ଆବଶ୍ୟକ । ବିଧାନସଭାରେ ବଲାଙ୍ଗିର ର ଜନପ୍ରତିନିଧି ହିସାବରେ ମୁଁ ସବୁବେଳେ ଶିକ୍ଷା କଥା ଉଠାଇ ଆସୁଅଛି । ଧନ୍ୟବାଦ ଦେବି ବଲାଙ୍ଗିରର ଆଦର୍ଶ ବିଦ୍ୟାଳୟ ତଥା କର୍ମଚାରୀଙ୍କୁ ଆଜି ସରାଭାରତ ୧୦ଟା ସ୍କୁଲ ମଧ୍ୟରେ ବଲାଙ୍ଗିର ଆଦର୍ଶ ବିଦ୍ୟାଳୟ ପଥରଚେପା ସ୍ଥାନ ପାଇପାରିଛି । ବିଶ୍ୱର ଅନ୍ୟତମ ଦେଶ ଚୀନ ପାଖାପାଖି ଆମ ସମୟରେ ସ୍ୱାଧିନତା ହାସଲ କରିଛି କିନ୍ତୁ ତାଙ୍କର ଉନ୍ନତମାନର ଶିକ୍ଷା ବ୍ୟବସ୍ଥା ପାଇଁ ଆଜି ସେମାନେ ବିଶ୍ୱର ମହାଶକ୍ତି ରୂପେ ଉଭା ହୋଇ ଆମେରିକା ପରି ଦେଶକୁ ପ୍ରତି କ୍ଷେତ୍ରରେ ଟକ୍ଟର ଦେଇ ଅସୁଅଛି । ଉଚ୍ଚମାନ ଶିକ୍ଷା ବ୍ୟବସ୍ଥା ଓ ଷ୍ଟାଫ୍ କ୍ୱାଟର ସହ ଅନ୍ୟାନ୍ୟ ଆନୁସଙ୍ଗିକ ସମସ୍ୟା ସୁଧାରିବା ପାଇଁ ପ୍ରତିଶୃତି ଦେଲେ ସଦର ବିଧାୟକ ନରସିଂହ ମିଶ୍ର । ଆଜି ଅନୁଷ୍ଠିତ ଏହି ସଭାରେ ଅନୁଷ୍ଠାନର ଅଧ୍ୟକ୍ଷ ଜ୍ଞାନ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଡାଏଟ ପରିସରରେ ନବନିର୍ମିତ ମଂଚ ଉଦ୍‌ଘାଟନ ସଭାରେ ମୁଖ୍ୟବକ୍ତା ଭାବେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ପ୍ରମୁଖ ମଂଚାସୀନ ଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଯୁବନେତା ଲୋପନ ମିଶ୍ର ଏବଂ ପ୍ରେମରାଜ ପଣ୍ଡା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like