-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ବୋଲେରୋ ଧକ୍କା ରେ ବାଇକ୍ ଚାଳକ ସହ ମାଆ ପୁଅ ମୃତ

04-Dec-2020



ବଲାଙ୍ଗୀର(ମହେନ୍ଦ୍ର କୁମାର ଦର୍ଜି)- ବୋଲେରୋ ଧକ୍କା ଦେଲା ବାଇକ୍ କୁ । ଘଟଣାସ୍ଥଳ ରେ ବାପା ପୁଅ ଙ୍କ ମୃତ୍ୟୁ । ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ଜମ୍ଭେଲ୍ ଗ୍ରାମ ନିକଟସ୍ଥ ଭାତ୍ରାପାଳି ଛକ୍ ଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ସୂଚନା ଅନୁଯାୟୀ କଳାହାଣ୍ଡି ଜିଲ୍ଲା ରିଶିଡ଼ା ଗ୍ରାମର ମାଖନୁ ବିଶି (୩୫) ନିଜ ଦୁଇ ପୁଅ ଶମ୍ଭୁ(୩) , ଓମ୍ (୧) ଏବଂ ସ୍ତ୍ରୀ ମୁକ୍ତା (୨୮) ତୁଷୁରା ରୁ ଏକ ବାଇକ୍ ଯୋଗେ ଘରକୁ ଫେରୁଥିଲେ । ଜମ୍ଭେଲ ଗ୍ରାମ ନିକଟସ୍ଥ ଭାତ୍ରାପାଲି ଛକ ଠାରେ ଏକ ବୋଲେରୋ ବାଇକ୍ କୁ ଧକ୍କା ଦେଇଥିଲା । ଧକ୍କା ଯୋଗୁ ବାଇକ୍ ରେ ନିଆ ଲାଗି ଜଳିଯାଇଥିଲା । ଘଟଣାସ୍ଥଳରେ ମାଖାନୁ ଏବଂ ୩ ବର୍ଷର ଶିଶୁ ଶମ୍ଭୁ ର ମୃତ୍ୟୁ ହୋଇଥିଲା । ମାଆ ମୁକ୍ତା ଏବଂ ୧ବର୍ଷର ଶିଶୁ ପୁତ୍ର ଓମ କୁ ମେଡିକାଲ୍ ରେ ଭର୍ତି କରାଯାଇଥିବା ବେଳେ ମୁକ୍ତା ଙ୍କ ମୃତ୍ୟୁ ହୋଇଯାଇଥିଲା । ତୁଷୁରା ଏବଂ ଜମ୍ଭେଳ ଛକ ନିକଟରେ ଲୋକେ ରାସ୍ତାରୋକ କରିଛନ୍ତି । ଘଟଣାସ୍ଥଳରେ ତୁଷୁରା ପୋଲିସ ପହଂଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ବୋଲେରୋ ଡ୍ରାଇଭର ଫେରାର ଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like