-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରଠାରେ ଧାନ ଭୁଷାରେ ନିର୍ମିତ ହେଲା ବୃହତ ହକି ବିଶ୍ବକପ

13-Jan-2023



ସବର୍ଣ୍ଣପୁର: ପୁରୁଷ ହକି ବିଶ୍ବକପକୁ ନେଇ ସୁବର୍ଣ୍ଣପୁରର ରାମେଶ୍ବର ଷ୍ଟାଡିୟମର ଇନଡୋର ହଲରେ ଧାନ ଚୋପା(ଭୁଷା)କୁ ନେଇ ଏକ ବୃହତ ହକି କପ୍ ତିଆରି ବିଶ୍ବ ରେକର୍ଡ ସୃଷ୍ଟି କରିଛି । ପ୍ରଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୧ଶହ ବସ୍ତା ଧାନ ଚୋପା (ଭୁଷି)କୁ ନେଇ ୪ହଜାର ୬୮୨ଫୁଟ ଆକାରର ଏକ ମୋଜାଇକ୍ ଆର୍ଟରେ ହକି ବିଶ୍ବ କପ୍ ର ଏକ ଆକୃତି କରି ସମସ୍ତଙ୍କୁ ହତ ଚକିତ କରିଦେଇଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତିଆରି ହୋଇଥିବା ଏହି ଅନନ୍ୟ କଳାକୃତୀକୁ ସୁଦର୍ଶନ ସ୍ୟାଣ୍ଡ୍ ଆର୍ଟ ପ୍ରତିଷ୍ଠାନର ୧୦ ଜଣ ଶିଳ୍ପୀଙ୍କୁ ଧରି ସୁଦର୍ଶନ ପଟ୍ଟନାୟକ ଦୀର୍ଘ ୬ ଘଣ୍ଟାର ପରିଶ୍ରମରେ ଏହା ନିର୍ମିତ ହୋଇପାରିଛି । ଏହି ବିରଳ କଳାକୃତୀ ହକି ବିଶ୍ବ କପର ସମସ୍ତ ଖେଳାଳି ଓ କ୍ରୀଡାପ୍ରେମୀଙ୍କୁ ଉତ୍ସାହିତ କରିବ ବୋଲି ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଓ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କହିଛନ୍ତି । ଆଜି ଏହି ବିଶ୍ୱକପ ର ବିରଳ ପ୍ରତି କୃତୀ କୁ ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ ଠାରେ ବିଶେଷ କାର୍ଯ୍ୟକ୍ରମ ଅବସରରେ ଆନ୍ତର୍ଯ୍ୟାତିକ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଉଦଘାଟନ କରିଛନ୍ତି l ଏହି ଅବସରରେ, ସି ଡି ଓ ତଥା ଇ ଓ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର,ଉପଜିଲ୍ଲାପାଳ ସୋନପୁର ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ଉପ ଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ,ଜିଲ୍ଲା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ସ୍କୁଲ ର ଛାତ୍ରଛାତ୍ରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ l ଏହି କଳା କୃତୀ କୁ ଦେଖିବା ପାଇଁ ବିଧାୟକ ବୀରମହାରାଜପୁର ପଦ୍ମନାଭ ବେହେରା ମଧ୍ୟ ଷ୍ଟାଡିଅମ କୁ ପହଂଚି କଳାକୃତୀର ପ୍ରଶଂସା କରିଥିଲେ l ଉପସ୍ଥିତ ଛାତ୍ରଛାତ୍ରୀ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ଶ୍ରୀଯୁକ୍ତ ପଟ୍ଟନାୟକଙ୍କୁ ନିକଟରୁ ପାଇ  ଖୁସି ଅନୁଭବ କରିବା ସହ  ବାଲୁକା ଶିଳ୍ପକଳାର ବିଭିନ୍ନ କଳା କୌଶଳ ଉପରେ ନିଜ ନିଜର ଜିଜ୍ଞାସା ଓ ଶିଖିବାର କଳା ପଚାରି ବୁଝିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   24-Mar-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   24-Mar-2026
  ଜିଲ୍ଲା  
ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ   24-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   24-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   24-Mar-2026
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026

You Might Also Like