-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଟମାଟୋ ଚାଷ କରି କାନ୍ଦୁଛନ୍ତି ଚାଷୀ, ନାହିଁ ଶୀତଳ ଭଣ୍ଡାର କି ବଜାର ସୁବିଧା -ଅଭାବି ବିକ୍ରି, ଚିନ୍ତାରେ ଚାଷୀ

13-Jan-2023



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଓ ସୁବଳୟା ଦୈନିକ ବଜାରରେ ଟମାଟୋର ଅଭାବୀ ବିକ୍ରି ଦେଖାଯାଇଛି। ଚାଷୀ ଉଚିତ ମୂଲ୍ୟ ପାଉନଥିବାରୁ ସେମାନେ ଚିନ୍ତାରେ ରହିଛନ୍ତି। ଚାଷ ଭଲ ହୋଇଥିବାରୁ ଚାଷୀ ସକାଳୁ ବେପାରୀଙ୍କ ଅପେକ୍ଷାରେ ଜମିରେ ବସି 

ରହୁଛନ୍ତି। ଚାଷୀ ୨୫ କିଲୋ ଟମାଟୋ ଟ୍ରେକୁ ମାତ୍ର ୮୦ ରୁ ୯୦ ଟଙ୍କାରେ ବିକିବାକୁ ବାଧ୍ୟ ହେଉଛନ୍ତି।ଉଦ୍ୟାନ ଓ କୃଷି ବିଭାଗର ପ୍ରୋତ୍ସାହନରେ ଚାଷୀ ମାନେ ଟମାଟୋ ତଥା ଅନ୍ୟ ପନିପରିବା ଚାଷ କରୁଥିଲେ ହେଁ ସେସେବୁ ବିକ୍ରିବଟା ପାଇଁ କୈାଣସି ବଜାର ସୁବିଧା ନାହିଁ। ଏବେ ଅଞ୍ଚଳରେ ପ୍ରାୟ ଅତ୍ୟଧିକ ଟମାଟୋ ଅମଳ ହେଉଥିଲେ ହେଁ ଠିକ ସମୟରେ ବିକ୍ରି ହୋଇନପାରି ନଷ୍ଟ ହେଉଥିବା ଚାଷୀ ମାନେ କହିଛନ୍ତି। ଅଭାବି ବିକ୍ରିକୁ ଦୂରେଇବା ତଥା ଟମାଟୋ ସଂରକ୍ଷଣ ରଖିବା ପାଇଁ ଅଞ୍ଚଳରେ ବହୁଦିନରୁ ଏକ ଶୀତଳ ଭଣ୍ଡାର ନିର୍ମାଣ କରିବାକୁ ଦାବି ହେଇଆସୁଛି। ବୀରମହାରାଜପୁର ବ୍ଳକର ପ୍ରେତକ ଗ୍ରାମରେ ବହୁ ଚାଷୀ ଟମାଟୋ ଚାଷ କରିଛନ୍ତି। ଏବେ ଟମାଟୋ ଅମଳ ହେଉଥିଲେ ହେଁ ସାଇତି ରଖିବା ପାଇଁ ଶୀତଳଭଣ୍ଡାର ନାହିଁ। ଫଲରେ ଚାଷୀମାନେ ନଷ୍ଟ ହେବା ଭୟରେ କିଲୋ ପିଛା ୩ ରୁ ୪ ଟଙ୍କାରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅପରପକ୍ଷେ ବଜାରରେ ଟମାଟୋ ଅଧିକ ହେତୁ ବ୍ୟବସାୟୀ କ୍ଷତିସହି ନେବାକୁ ଅମଙ୍ଗ ହେଉଛନ୍ତି। ଚାଷୀ ନିଜ

ଖର୍ଚ୍ଚରେ ଚଢାଧରରେ କିରୋସିନ କିଣି ପମ୍ପ ବସାଇ ପାଣି ଆଣି ଚାଷ କରିଛନ୍ତି।ସାର ଓ ବିହନ ମୂଲ୍ୟ ଭରଣା ପାଇଁ ନିଜେ ବଜାରରେ ବସି ବ୍ୟବସାୟ କରିବାକୁ ପଡ଼ୁଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି।ଅଭାବୀ ବିକ୍ରି କାରଣରୁ ଅନେକ ଚାଷୀ କ୍ଷେତରୁ ଟମାଟୋ ତୋଳୁ ନଥିବା ମଧ୍ୟ ଦେଖିବାକୁ ମିଳିଛି। ଅଭାବୀ ବିକ୍ରି ରୋକିବା ସହ ଜିଲ୍ଲା ପ୍ରଶାସନ ଚାଷୀଙ୍କ ସହ ସମନ୍ବୟ ରକ୍ଷାକରି ଅନ୍ୟତ୍ର ଟମାଟୋ ପଠାଇବାର ବ୍ୟବସ୍ଥା କଲେ ଉଚିତ ମୂଲ୍ୟ ମିଳିପାରନ୍ତା ବୋଲି ବହୁ ଚାଷୀ ଅଭିଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like