-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ରାଜ୍ୟ

ରାଜ୍ୟ ବ୍ୟାଡମିନ୍ଟନ ପ୍ରତିଯୋଗିତା ଉଦଘାଟନ କଲେ ନରସିଂହ-  ସ୍ପୋର୍ଟସ ହବ୍ ପାଲଟିବ ବଲାଙ୍ଗିର- ନରସିଂହ, ଜାତୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଆମେ ପ୍ରସ୍ତୁତ- ଜିଲ୍ଲାପାଳ

13-Jan-2023



ବଲାଙ୍ଗୀର- ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିନ୍ଟନ ଇନଡୋର ଷ୍ଟାଡିଅମ ଠାରେ ଆଜି   ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ରୁପେ ଯୋଗଦେଇ ବିଧିବଦ୍ଧ ଭାବେ ୯, ୧୧,୧୫ ଓ ୧୭ ବର୍ଷ ବର୍ଗର ରାଜ୍ୟ ବ୍ୟାଡମିନ୍ଟନ ର‌୍ୟାଙ୍କିଂ ସପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି । ପ୍ରତିଯୋଗିତାର ସାଗଂଠନିକ ସଂପାଦକ ସୁରୁଲାଲ ମଟାରୀଙ୍କ ସଂଯୋଜନାର ଆୟୋଜିତ ଉଦଘାଟନି କାର୍ଯ୍ୟକ୍ରମରେ ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି ଯେ, ବହୁ ଶିଘ୍ର ବଲାଙ୍ଗିର ଏକ ସ୍ପୋର୍ଟସ ହବ୍ ରେ ପରିଣତ ହେବ । ଜିଲ୍ଲାରୁ ବିଭିନ୍ନ ଖେଳର ଅନେକ ଖେଳାଳି ରାଜ୍ୟ ଓ ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରୁଛନ୍ତି । କିନ୍ତୁ ଭିତ୍ତିଭୂମୀ ଅଭାବ ଦୃଷ୍ଟିରୁ ସେମାନେ ତାଙ୍କ ଖେଳ ସ୍ତରରେ ଉନ୍ନତି କରି ପାରୁ ନଥିଲେ, କିନ୍ତୁ ବର୍ତ୍ତମାନ ଆଉ ସେ ସ୍ଥିତି ନାହିଁ । ଏହି ଇନଡୋର ଷ୍ଟାଡିଅମ ଆଗାମୀ ଦିନରେ ଅନେକ ଜାତୀୟ ସ୍ତରର ଖେଳାଳି ପ୍ରସ୍ତୁତ କରିବ ବୋଲି ଶ୍ରୀ ମିଶ୍ର କହିଥିଲେ । ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଚଂଚଲ ରାଣା ଯୋଗ ଦେଇ ବଲାଙ୍ଗିରକୁ ରାଜ୍ୟ ପ୍ରତିଯୋଗିତା ଆୟୋଜନ କରିବା ପାଇଁ ଲଗାତାର ଦ୍ୱିତୀୟ ଥର ସୁଯୋଗ ଦେଇଥିବା ପାଇଁ ରାଜ୍ୟ ସଂଘ ଓ ଏହି ସୁଯୋଗକୁ ସାମର୍ଥ୍ୟର ସହ ପାଳନ

କରୁଥିବା ପାଇଁ ଜିଲ୍ଲା ସଂଘକୁ ସାଧୁବାଦ ଦେଇଥିଲେ । ଆହୁରି ଆଗାମୀ ଦିନରେ ଜାତୀୟ ବ୍ୟଡମିନ୍ଟନ ପ୍ରତିଯୋଗିତା ପାଇଁ ବଲାଙ୍ଗିର ପ୍ରସ୍ତୁତ ଅଛି ।  ତାହା ପାଇଁ ଆବଶ୍ୟକ ସମସ୍ତ ଆନୁଶଙ୍ଗିକ ବ୍ୟବସ୍ଥା ଯଥା ଶିଘ୍ର ପୁରଣ କରାଯିବ ବୋଲି କହିଥିଲେ । ସେହିପରି ଏସିଆର ସର୍ବବୃହତ ଅଣ୍ଡା ଉତ୍ପାଦନକାରୀ ଫାର୍ମର ପରିଚାଳନା ନିର୍ଦ୍ଦେଶକ ସମରେନ୍ଦ୍ର ମିଶ୍ର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ଖେଳ ଓ ଖେଳାଳିଙ୍କ ଉନ୍ନତି ଦିଗରେ ସମସ୍ତ ପ୍ରୟାସ କରାଯିବ । ତାଛଡା ବଲାଙ୍ଗିର ରେ ଜାତୀୟ ସ୍ତର ପ୍ରତିଯୋଗିତା ପାଇଁ ଆୟୋଜକଙ୍କୁ ସମସ୍ତ ସହେଯାଗ ଯୋଗଇ ଦିଆ ଯିବ ବୋଲି କହିଥିଲେ । ବଲାଙ୍ଗିର ଏସପି ନିତିନ କୁଶଲକର ବ୍ୟାଡମିନ୍ଟନ ସଂଘର ଉଦ୍ୟମକୁ

 

 ପ୍ରଶଂସା କରିବା ସହ ବ୍ୟାଡମିନ୍ଟନ ପାଇଁ ସମସ୍ତ ସହଯୋଗ ଯୋଗଇ ଦିଅଯିବା ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲ ସଂଘ ସଭାପତି ଗୋପାଲ ପଣ୍ଡା, ଜିଲ୍ଲା ସଂଘ କାଯ୍ୟକାରୀ ସଭାପତି ପବିତ୍ର ବେହେରା, ପିଆର ହାଇ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନି ସେଠି , ସିଏସି ଅଧ୍ୟକ୍ଷ ମନୋରଞ୍ଜନ ଦାଶ, ରେଫରି ଲଖ୍ୟପତି ନନ୍ଦ ଓ ଡେପୁଟି ରେଫରି ଜୟନ୍ତ ମିଶ୍ର ମଞ୍ଚାସିନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଅତିଥିମାନଙ୍କୁ ଜିଲ୍ଲା ସଂଘର କାଯ୍ୟକର୍ତ୍ତାମାନେ  ଫୁଲତୋଡା ଦେଇ ସ୍ୱାଗତ କତିବା ସହ ମଞ୍ଚକୁ ପାଛୋଟି ନେଇଥିଲେ । ମଞ୍ଚରେ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ପର୍ବ ପରେ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଫିତା କାଟି ଖେଳ ଆରମ୍ଭ ଘୋଷଣା କରିଥିଲେ ।  ପ୍ରଥମ ଦିନରେ ମିନି ଓ ସବ ଜୁନିଅର ବର୍ଗର ସମୁଦାୟ ୮୫ଟି ମ୍ୟାଚ ହେବା ସୁଚନା ରହିଛି । ସହରର ଶହ ଶହ ଛାତ୍ର ଛାତ୍ରୀ, ଖେଳ ପ୍ରେମୀ ପ୍ରତିଯୋଗିତାକୁ ବେଶ ଉପଭୋଗ କରୁଥରବା ଦେଖିବାକୁ ମିଳିଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like