-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ମହିଳା ଉଦ୍ୟୋଗୀ କାର୍ଯ୍ୟକ୍ରମ ପାଇଁ ପ୍ରାର୍ଥୀ ଚୟନ କାର୍ଯ୍ୟକ୍ରମ

13-Jan-2023



ଲୋଇସିଂହା(ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ୧୨ ଟି ପଞ୍ଚାୟତର ମହିଳା ମାନଙ୍କୁ ନେଇ ବୁର୍ଡ଼ା ସ୍ଥିତ ରାଇଟସ କମ୍ପୁଟର ସଂସ୍ଥା ଠାରେ ସର୍ବଭାରତୀୟ ସ୍ତରୀୟ ଅନୁଷ୍ଠାନ ଅବସରରେ ଅଶେଷ ଲାଇଭଲିହୂଡ଼ସ ଫାଉଣ୍ଡେସନ  ଏବଂ ଅନ୍ତରଷ୍ଟ୍ରୀୟ ଧାନ ଗବେଷଣା ସଂସ୍ଥା(IRRI)ର ପ୍ରତ୍ୟକ୍ଷ ସହଯୋଗରେ ମହିଳା ଉଦ୍ୟୋଗୀ କାର୍ଯ୍ୟକ୍ରମର ଏକ ତ୍ରିଦିବସୀୟ ପ୍ରାର୍ଥୀ ଚୟନ ଓ ଆଭିମୁଖ୍ୟ ଆଲୋଚନା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି l ଏହି କାର୍ଯ୍ୟକ୍ରମ ଜାନୁଆରୀ ୯ ରୁ ୧୧ ତାରିଖ ଯାଏଁ ତିନିଦିନ ବ୍ୟାପୀ ପ୍ରାୟ ୨୫୦ ଜଣ ମହିଳା ମାନଙ୍କୁ ନେଇ କରାଯାଇଥିଲା । ପ୍ରଥମ ଦିନ ମହିଳା ଉଦ୍ୟୋଗୀ କାର୍ଯ୍ୟକ୍ରମର ଆଭିମୁଖ୍ୟ ଏବଂ ପାଠ୍ୟକ୍ରମ ଖସଡ଼ାକୁ ସ୍ପଷ୍ଟ ଭାବେ ଉପସ୍ଥିତ ଥିବା ମହିଳା ମାନଙ୍କୁ ଅଶେଷ ଲାଇଭଲିହୂଡ଼ସ ଫାଉଣ୍ଡେସନର ବଲାଙ୍ଗୀର ମୁଖ୍ୟ  ବିଶ୍ବରଂଜନ ପରିଡ଼ା ଏବଂ ମହିଳା ଉଦ୍ୟୋଗୀ କାର୍ଯ୍ୟକ୍ରମର ପରିଚାଳନା ମୁଖ୍ୟ ପ୍ରତ୍ୟୁଷ ରଞ୍ଜନ ନନ୍ଦଙ୍କ ଦ୍ଵାରା ଅବଗତ କରାଯାଇଥିଲା । ପରେ ପ୍ରଥମ ଦିନ ଦୁତୀୟ ସତ୍ର ରେ ପାଠ୍ୟକ୍ରମ ପାଇଁ ପାର୍ଥୀ ଚୟନ ନିମନ୍ତେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେଇଥିଲା, ଦ୍ଵିତୀୟ ଦିନ ଉପସ୍ଥିତ ଥିବା ମହିଳା ମାନଙ୍କୁ ଗ୍ରୁପ୍ କରାଯାଇ ସେମାନଙ୍କୁ ୫୦୦ ଟଙ୍କା ଦିଆଯାଇଥିଲା ଏବଂ ସେହି ୫ ଶହ ଟଙ୍କାକୁ ଯେକୌଣସି ଏକ ବ୍ୟବସାୟରେ ବ୍ୟବହାର କରି ଲାଭ କରିବାକୁ କୁହାଯାଇଥିଲା l ଯେଉଁଥିରେ ପ୍ରାୟ ୧୨ ଟି ଗ୍ରୁପ୍ ଭାଗ ନେଇଥିଲେ ଏବଂ ସବୁ ଗ୍ରୁପ୍ ୫୦ ରୁ ୪୦୦ ଟଙ୍କା ଯାଏଁ ଲାଭ କରି ଦେଖାଇଥିଲେ। ମହିଳା ମାନଙ୍କ ମଧ୍ୟରେ ବ୍ୟବସାୟକୁ ନେଇ ଏକ ପ୍ରକାରର ଜାଗରଣ ସୃଷ୍ଠି ହେଇଥିଲା । ତୃତୀୟ ବା ଶେଷ ଦିନ ମହିଳା ମାନଙ୍କ ସହିତ ବ୍ୟକ୍ତିଗତ ସାକ୍ଷାତକାର ଅନୁଷ୍ଠିତ ହେଇଥିଲା ଯେଉଁଥିରୁ ୪୦ ଜଣ ମହିଳାଙ୍କୁ ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ ଚୟନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like