-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଧସିଲାଜାତୀୟ ରାଜପଥ କଡରେ ଥିବା କାଲିମେଳା ବ୍ଲକ ଏମ ଭି ୭୬ ର ଜୟଗୁରୁଚାନ୍ଦ ଫିଲିଂ ଷ୍ଟେସନ୍ ବା (ପେଟ୍ରୋଲ ପମ୍ପ)ର ସାଇଡ କାନ୍ଥ ଧସିଯାଇଛି।   (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଜୁନିଅର ରେଡକ୍ରସ ଆନୁକୂଲ୍ୟରେ ଆର୍ଥିକ ଅନଗ୍ରସର ଓ ଗରିବ ମାନଙ୍କୁ କମ୍ବଳ ବଣ୍ଟନ

13-Jan-2023



ସୁବର୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଆନୁକୂଲ୍ୟରେ ଶୀତରୁ ଜନ ଜୀବନକୁ ରକ୍ଷା ଦେବା ଉଦ୍ଦେଶ୍ଯରେ ଗରୀବ, ଅସହାୟ ତଥା ଆର୍ଥନୈତିକ ଅନଗ୍ରସର ପରିବାରକୁ କମ୍ୱଳ ବଣ୍ଟନ କରାଯାଇଅଛି। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ଭୋଇଙ୍କ ପ୍ରତକ୍ଷ୍ଯ ତତ୍ୱାବଧାନ ତଥା ଉପସ୍ଥିତିରେ ଜୁନିଅର ରେଡକ୍ରସ ସ୍ବେଚ୍ଛାସେବୀମାନେ ସୁବର୍ଣ୍ଣପୁର ଉପକଣ୍ଠର ନାରାୟଣ ସେବା ସଦନ ଏବଂ ସାନଝିଙ୍କିରେ ଥିବା ବୃଦ୍ଧାଶ୍ରମରେ ବସବାସ କରୁଥିବା ଅନ୍ତେବାସୀମାନଙ୍କୁ ନିଜେ ନଜର ସ୍ଵାସ୍ଥ୍ୟର ଯତ୍ନ ନେବାକୁ ପରାମର୍ଶ ଦେବା ସହିତ ସଠିକ ଭାବରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା,

ଭିଡକୁ ଗଲେ ମାସ୍କ ପରିଧାନ କରିବାକୁ ଉତ୍ସାହିତ କରିଛନ୍ତି। ଉଭୟ ସ୍ଥାନର ଅନ୍ତେବାସୀମାନଙ୍କୁ ଶୀତ ପ୍ରକୋପରୁ ନିଜକୁ ସୁରକ୍ଷା କରିବା ନିମନ୍ତେ କମ୍ୱଳ ବଣ୍ଟନ କରାଯାଇଅଛି। କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ ଭାଇସ୍ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର ସଂଯୋଜନା କରିଥିବା ବେଳେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିଲେ। ଜିଲ୍ଲା ରେଡକ୍ରସ ଶାଖାର ଉପସଭାପତି ସତ୍ଯ ନାରାୟଣ ହୋତା, ଯୁବ ରେଡକ୍ରସ 

ସଂଯୋଜକ ଉମାକାନ୍ତ ନାଗ, ଜିଲ୍ଲା ଜୁନିଅର ରେଡକ୍ରସର ସାଧନକର୍ମୀ ଚନ୍ଦ୍ରମଣି ବାଗ,ଆଶିଷ କୁମାର, ଅନୁପ୍ରିୟା ମିଶ୍ର, ଗୋପେଶ ପଣ୍ଡା, ବୈକୁଣ୍ଠ ନାୟକ, ଚନ୍ଦ୍ର ଶେଖର ମହାପାତ୍ର, ପ୍ରହଲ୍ଲାଦ ନାୟକ, ସନ୍ତୋଷିନୀ ନନ୍ଦ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି କ୍ରମରେ ବିନିକା ବ୍ଲକ ଅନ୍ତର୍ଗତ ମହଦା ହାଇସ୍କୁଲରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସ୍ୱହସ୍ତରେ ଗରୀବ ତଥା ନିର୍ଦିଷ୍ଟ ଭାବରେ ଅସହାୟ ମହିଳାମାନଙ୍କୁ ମଧ୍ଯ କମ୍ୱଳ ବଣ୍ଟା ଯାଇଥିଲା। ପ୍ରକାଶ ଥାଉ କି,ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ଜିଲ୍ଲାରେ କାର୍ଯ୍ୟରତ ହେଉଥିବା ସମସ୍ତ ସ୍କୁଲସ୍ତରୀୟ ଜୁନିଅର ରେଡକ୍ରସ ଦ୍ୱାରା ନିଜ ନିଜ ଅଞ୍ଚଳରେ ଗରୀବମାନଙ୍କୁ କମ୍ୱଳ ବଣ୍ଟା ଯିବାର ଯୋଜନା କରା ଯାଇଅଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲାଜାତୀୟ ରାଜପଥ କଡରେ ଥିବା କାଲିମେଳା ବ୍ଲକ ଏମ ଭି ୭୬ ର ଜୟଗୁରୁଚାନ୍ଦ ଫିଲିଂ ଷ୍ଟେସନ୍ ବା (ପେଟ୍ରୋଲ ପମ୍ପ)ର ସାଇଡ କାନ୍ଥ ଧସିଯାଇଛି।   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026

You Might Also Like