-+91-9937148622 |

prerana_bgr@rediffmail.com |

  Wednesday 25th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   (25-Mar-2026)       ||      *ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   (25-Mar-2026)       ||      ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   (24-Mar-2026)       ||      ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      *ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   (24-Mar-2026)       ||      ଡୁମାଳ ସମାଜର ବାର୍ଷିକ ବୈଠକ   (24-Mar-2026)       ||      ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   (24-Mar-2026)       ||      ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   (24-Mar-2026)       ||      ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ    (24-Mar-2026)       ||      ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (24-Mar-2026)       ||      ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   (24-Mar-2026)       ||      ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି.   (24-Mar-2026)       ||      *ଡାବୁଗାଁ ରେ ଶୁଭାରମ୍ଭ ହେଲା ନବଦିନ ବ୍ୟାପୀ ମାଁ ଠାକୁରାଣୀ ଙ୍କ କଳସ ଯାତ୍ରା*   (24-Mar-2026)       ||      ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||     

HOME   ଜିଲ୍ଲା

ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ

13-Jan-2023



କଳାହାଣ୍ଡି (ତ୍ରିନାଥ ଵେଶ୍ରା)
 ଭବାନୀ ପାଟଣା ସହରସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ର ସଭାପତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବ ରେ ବିଶିଷ୍ଠ ଲେଖକ ତଥା ପୂର୍ବତନ ମନ୍ତ୍ରୀ ରାହସବିହାରୀ ବେହେରା, ମୂଖ୍ୟବକ୍ତା ରୂପେ ବିଶିଷ୍ଠ ଶିକ୍ଷାବିତ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଓ ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ବିଶି, ଦୁଷ୍ମନ୍ତ ପ୍ରଧାନ, ସୁଧୀର ପଣ୍ଡା, ମୁକୁନ୍ଦ ରେଡ୍ଡୀ, ସମ୍ନାନିତ ଅତିଥି ରୂପେ ଯୋଗ ଦେଇ ଶ୍ରେଷ୍ଠ ରାଷ୍ଟ୍ରଗଠନ ରେ ଯୁବପିଢ଼ିଙ୍କ ଭୂମିକା ଅତୁଳନୀୟ ଓ ପ୍ରତେକ ଛାତ୍ରଛାତ୍ରୀ ସ୍ୱାମୀ ବିବେକାନନ୍ଦଙ୍କ     ଆଦର୍ଶରେ ଅନୁପ୍ରାଣିତ ହେବାକୁ ଉପସ୍ଥିତି ସମସ୍ତ ଅତିଥିଗଣ ନିଜ ନିଜ ବକ୍ତବ୍ୟ ରେ କହିଥିଲେ। ପ୍ରତି ବର୍ଷ ପରି ଏହି ବର୍ଷ ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ ଡ଼ା. ପୂର୍ଣଚନ୍ଦ୍ର ପଣ୍ଡା ଓ ସାମ୍ବାଦିକତା ପାଇଁ ସ୍ବର୍ଗତ ମହମ୍ମଦ ଆସଲମ ଦୁଇଜଣଙ୍କୁ ବିବେକ ଶ୍ରୀ ୨୦୨୩  ସମ୍ନାନରେ ସମ୍ନାନିତ କରାଯାଇଥିଲା। କ୍ରୀଡା ଓ ବିଭିନ୍ନ   ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତି ଅତିଥି ଗଣ ପୁରସ୍କୃତ କରିଥିଲେ। ସଭା ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସଂ।ସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ   25-Mar-2026
  ଜିଲ୍ଲା  
*ତିଖାଲି ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଜଳ ରାଶିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷ ରୁ ମତ୍ସ୍ୟ ଯାଆଁଳା ଚାଡ଼ିବା ଉତ୍ସବ ଅନୁଷ୍ଠିତ*   25-Mar-2026
  ଜିଲ୍ଲା  
ନନ୍ଦ କିଶୋର ସେନାପତି ଙ୍କ ବିୟୋଗ ରେ ସ୍ମୃତିଚାରଣ ସଭା   24-Mar-2026
  ଜିଲ୍ଲା  
ଶିଶୁ ଅଧିକାର, ବାଲ୍ୟ ବିବାହକୁ ନା, ସଖି , ୱାନ ଷ୍ଟପ" ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
*ଉମେଶଙ୍କ ନାମରେ ସୋସିଆଲ ମିଡିଆରେ ମିଥ୍ୟା ଅପପ୍ରଚାର; ପ୍ରଦ୍ୟୁମ୍ନ ପାଢ଼ୀ ଗିରଫ* *ଏସପି ଅଫିସ ଘେରିଲେ ସଙ୍ଗଠନ କର୍ମକର୍ତ୍ତା*   24-Mar-2026
  ଜିଲ୍ଲା  
ଡୁମାଳ ସମାଜର ବାର୍ଷିକ ବୈଠକ   24-Mar-2026
  ଜିଲ୍ଲା  
ବରଗଡ଼ରୁ ଭୁବନେଶ୍ୱର ଏକ ସକାଳ ଇଣ୍ଟରସିଟି ଟ୍ରେନ ଚଳାଚଳ କିମ୍ବା ସମ୍ବଲପୁର ଟ୍ରେନକୁ ବରଗଡ଼ ସମ୍ପ୍ରସାରଣ   24-Mar-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କ ମୃତ୍ୟୁ   24-Mar-2026
  ଜିଲ୍ଲା  
ଶିକ୍ଷକ ସୁରେଶ ବାରିକଙ୍କୁ ଡକ୍ଟରେଟ ଉପାଧି,ଶିକ୍ଷା ଜଗତରେ ଉଲ୍ଲାସ   24-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   24-Mar-2026
  ଜିଲ୍ଲା  
ଆଶା ନର୍ସିଂହୋମରେ ରୋଗୀମୃତ୍ୟୁ ମାମଲା♦️ ଓଭରଡୋଜ୍ ନିଶ୍ଚେତକରେ ପ୍ରାଣହାନୀ ? ସରକାରୀ ଡାକ୍ତରଙ୍କ ଘରୋଇ ନର୍ସିଂହୋମ୍ ଚିକିତ୍ସା   24-Mar-2026
  ଜିଲ୍ଲା  
ପ୍ରବେଶ ଉତ୍ସବ "ଜ୍ଞାନ, ସଂସ୍କାର ଓ ସ୍ୱପ୍ନର ପ୍ରଥମ ଦିନ" - ଡ. ହେମନ୍ତ କୁମାର ଦାଶ   24-Mar-2026

You Might Also Like