-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ଆସନ୍ତା କାଲି ଠାରୁ ଆରମ୍ଭ ହେବ ସୁବର୍ଣ୍ଣପୁର ଲୋକ ମହୋତ୍ସବ

13-Jan-2023



ସୁବର୍ଣ୍ଣପୁର - ଶ୍ରୀ ରାମେଶ୍ୱର ମିନି ଷ୍ଟାଡିଅମ ଠାରେ  ଆସନ୍ତା କାଲି ୧୪ ତାରିଖ ଠାରୁ ଜ଼ିଲ୍ଲା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ନୃତ୍ୟଗୀତର ମହାପର୍ବଣ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ l ସକାଳ ୯ଘଣ୍ଟା ରେ ମା ସୁରେଶ୍ୱରୀ ଙ୍କ ଠାରେ ପୂଜାର୍ଚନା କରାଯାଇ ମନ୍ଦିରରୁ ୫୦୦ କଳାକାର ଓ ସହର ବାସୀଙ୍କୁ ନେଇ  ଏକ ବିଶାଳ ଶୋଭାଯାତ୍ରା (ଥିଏଟର ମାର୍ଚ୍ଚ )  ସହର ପରିକ୍ରମା କରିବ l ଦିନ ୧୦ ଟା ବେଳେ ଫକୀର ପଟ୍ଟନାୟକ ମଞ୍ଚ ପୂଜା  ହେବ l ସନ୍ଧ୍ୟା ୫ଘଣ୍ଟା ୪୫ ମିନିଟ ରେ ସ୍ଥାନୀୟ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଜ଼ିଲ୍ଲାପାଳ ଙ୍କ ଦ୍ୱାରା ପଲ୍ଲିଶ୍ରୀ ମେଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ର ଉଦଘାଟନ ହେବ l ଓରମାସ ପକ୍ଷରୁ ଜ଼ିଲ୍ଲା ଉନ୍ନୟନ ମେଳା ଓ ପଲ୍ଲିଶ୍ରୀ ମେଳ

ରେ ୨୦୦ ଗୋଟି ଷ୍ଟଲ ଖୋଲା ଯିବାର ବ୍ୟବସ୍ଥା ଥିବା ବେଳେ ୧୪ ଓ ୧୫ ତାରିଖ  ଉଭୟ ଦିବସରେ ଜାତୀୟ ସ୍ତରର ଅନେକ ଖ୍ୟାତନାମା କଳାକାରଙ୍କ ଦ୍ୱାରା ସଂଗୀତ ଓ ନୃତ୍ୟ ପରିବେଶଣ କରିବେ ବୋଲି ଜ଼ିଲ୍ଲାପାଳ  ତଥା ଜ଼ିଲ୍ଲା ସଂସ୍କୃତି ଅଧ୍ୟକ୍ଷ ଅବୋଲି ସୁନୀଲ ନର୍ଭଣେ ସୂଚନା ଦେଇଛନ୍ତି l ଏବଂ ଉତ୍ସବ ର ସ୍ମରଣିକା ମଧ୍ୟ ଉନ୍ମୋଚନ ହେବ ବୋଲି କହିଥିଲେ l ଏଥି ପୂର୍ବରୁ  ଆଜି ସ୍ଥାନୀୟ ଉପଜ଼ିଲ୍ଲାପାଳ ଡଃ ଈପସିତା ପ୍ରିୟଦର୍ଶନୀ ମିଶ୍ର ଭି ଭି ଆଇ ପି, କଳାକାର, ଦର୍ଶକ ଓ ସାଧାରଣ ଜନତା ଙ୍କୁ କିଭଳି ଭାବେ ସୁରକ୍ଷା ଦିଆଯିବ ଏବଂ  ମହୋତ୍ସବ ରେ ଶୃଙ୍ଖଳା ରକ୍ଷା କରାଯିବ ଏ ବିଷୟ ରେ କ୍ଷେତ୍ର

ପରିଦର୍ଶନ କରୁଥିଲେ l  ସୋନପୁର ବିଡ଼ିଓ, ପୌର ଅଧିକାରୀ, ଡି ଆଇ ବି  ଡ଼ିଏସପି ବୈକୁଣ୍ଠ ବିହାରୀ ସେଠ,  ଆର ଆଇ ପ୍ରଦ୍ୟୁମ୍ନ ପଟେଲ ଙ୍କ ସହିତ ଉପଜ଼ିଲ୍ଲାପାଳ ସମସ୍ତ ଦିଗ କୁ ଯାଞ୍ଚ କରି ବିଭିନ୍ନ ଅଧିକାରୀଙ୍କ ସହିତ ଆଲୋଚନା କରି ଥିଲେ l ସନ୍ଧ୍ୟାରେ ଜ଼ିଲ୍ଲାପାଳ ଓ  ଏସପି  ମଧ୍ୟ ପହଞ୍ଚି ରାସ୍ତା ଓ ପଡିଆର ସଫା ସୁତୁରା, ଆଲୋକ ବ୍ୟବସ୍ଥା,  ସୁରକ୍ଷା ସହିତ ସବୁ ଦିଗ ଉପରେ ସ୍ପଟ ରେ ପୁଙ୍ଖାନୁପୁଙ୍ଖ  ଆଲୋଚନା କରିଥିଲେ l ରିପୋର୍ଟ / ମନୋରଞ୍ଜନ ତ୍ରିପାଠୀ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like